ରାଜ୍ୟ

ଶ୍ରୀଜୀଉଙ୍କ ବନକଲାଗି ନୀତି; ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୭।୧୦: ଦୀର୍ଘଦିନର ବ୍ୟବଧାନ ପରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା । ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ମନ୍ଦିର...

ଆସୁଛି ଆଉ ଏକ ଲଘୁଚାପ: ୩ ଦିନ ବର୍ଷିବ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭...

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୧୮କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦୁଝରରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ...

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ପିଲାଙ୍କୁ ନେଇ ଚିନ୍ତା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା ପକ୍ଷରୁ ଚେଷ୍ଟା ହୋଇଛି। କିନ୍ତୁ ତାହା ସମ୍ଭବ ହୋଇପାରିନାହିଁ। ଏହାର ମୁଖ୍ୟ...

ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ

ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ ଫେରାଇ ଦେଉଛନ୍ତି। ଯଦି କେହି ବାଧ୍ୟ କରି ଦରଖାସ୍ତ ଦେଉଛନ୍ତି ତାକୁ ଫିଙ୍ଗି...

ଭିତରକନିକାରେ ଲାଗିଲା କ୍ୟାମେରା

ରାଜନଗର, ୨୭।୧୦(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ କ୍ୟାମେରା ଟ୍ରାପ ମାଧ୍ୟମରେ ବନ୍ୟଜନ୍ତୁମାନଙ୍କର ଗତିବିଧି ନିରୀକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ରାଜନଗର ରେଞ୍ଜର ଘଞ୍ଚ ଜଙ୍ଗଲ ମଧ୍ୟରେ କ୍ୟାମେରା ଖଞ୍ଜା ଯାଇଛି। ବନ ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ତାଲିମ...

ଅଲିଭ୍‌ ରିଡ୍‌ଲେ ପ୍ରଜନନ: ୧ରୁ କଟକଣା

ଭୁବନେଶ୍ୱର, ୨୭ ।୧୦(ବ୍ୟୁରୋ): ଚଳିତବର୍ଷ ଅଲିଭ୍‌ ରିଡ୍‌ଲେ ପ୍ରଜନନ ଋତୁରେ ଏମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ହୋଇଛି। ନଭେମ୍ବର ୧ରୁ ୨୦୨୨ ମେ’ ୩୧ ପର୍ଯ୍ୟନ୍ତ କଟକଣା ଲାଗିବ। ଧାମରା, ଦେବୀ ଓ ଋଷିକୁଲ୍ୟା...

୫ ଶ୍ରେଣୀ ପାଇଁ ଗୋଟିଏ କୋଠରି

ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ ଶିଖର ପଞ୍ଚାୟତ ଅନ୍ତର୍ଗତ ନଳାଙ୍ଗ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂଶୋଧନ ସଂରକ୍ଷଣ ଚିଠା

କେନ୍ଦ୍ରାପଡ଼ା ଅଫିସ, ୨୭।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସଂଶୋଧନ ସ୍ଥାନ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଜିଲାପାଳ ଅମୃତ ଋତୁରାଜ କେନ୍ଦ୍ରାପଡ଼ା ଜିଲାର ୩୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର...

ଏଥର ତଦନ୍ତ, ନିଷ୍ପତ୍ତି ନେବ ଟିଏସି

ଯାଜପୁର ଅଫିସ,୨୭।୧୦:ଫସଲ ଉଜୁଡ଼ିଲେ ଚାଷୀ ଆଖିରୁ ଲୁହଝରେ। ଋଣ ଶୁଝି ନ ପାରି ସେ ଆମତ୍ହତ୍ୟା ଭଳି ପନ୍ଥା ଆପଣାଇବାକୁ ବାଧ୍ୟ ହୁଏ। ଚାଷ ପାଇଁ ଆବଶ୍ୟକ ହୁଏ ପାଣି । ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri