ରାଜ୍ୟ

ଓଡ଼ିଶାରୁ ବିଳମ୍ବରେ ବିଦାୟନେଲା ମୌସୁମୀ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ସାରା ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ବିଦାୟ ନେଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଠିକ୍‌ ସମୟରେ ଅର୍ଥାତ୍‌ ଜୁନ୍‌ ୧ରେ ମୌସୁମୀ ପ୍ରବେଶ କରିଥିଲେ...

ଆଜି ପ୍ରକାଶ ପାଇବ ଯୁକ୍ତ ତିନି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ବର,୨୪।୧୦(ବ୍ୟୁରୋ): ଯୁକ୍ତ ତିନି ସ୍ପଟ୍‌ ନାମଲେଖା ମେଧା ତାଲିକା ରବିବାର ପ୍ରକାଶ ପାଇବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ବୟଂଶାସିତ ଓ ଡିଗ୍ରୀ କଲେଜରେ ଖାଲି ଥିବା ଯୁକ୍ତ ତିନି ସିଟରେ ନାମଲେଖା...

ଝୁଲୁଛି ୧୦ ବର୍ଷିଆ ଆକ୍ସନ ପ୍ଲାନ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ହେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ମହାରାଷ୍ଟ୍ର, ପଶ୍ଚିମବଙ୍ଗ,...

ଦୃଷ୍ଟି ଆଢ଼ୁଆଳରେ ଚକ୍ରତୀର୍ଥ ପୀଠ, ସଂରକ୍ଷଣ ଲୋଡୁଛି

କେନ୍ଦୁଝର, ୨୪ା୧୦: କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡରେ ଥିବା ଚକ୍ରତୀର୍ଥ, ଗଡ଼ଚଣ୍ଡୀ ପର୍ଯ୍ୟଟନ କ୍ଷେତ୍ରରେ ପ୍ରାଚୀନ ବୌଦ୍ଧ ଓ ଜୈନ ପରମ୍ପରାର ଝଲକ ଦେଖିବାକୁ ମିଳେ। କିନ୍ତୁ ଏହି ସ୍ଥାନ ଗୁଡ଼ିକ ଅବହେଳିତ ହୋଇଥିବାରୁ ଜଙ୍ଗଲରେ ପଡ଼ିରହିଛି ଜୈନ ଓ...

ଅଫ୍‌ଲାଇନରେ ହେବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ଟର୍ମ-୧

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍‌ଲାଇନ୍‌ରେ ହେବ। ଏ ନେଇ ଶନିବାର ସିଆଇଏସ୍‌ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥିସହିତ ପରୀକ୍ଷା...

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ...

ବଢୁଛି ପିଲାଙ୍କ ଚିନ୍ତା; ଆଜି ୭୮ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଲକ୍ଷେ ୮୦ ହଜାରରେ ସ୍ତ୍ରୀଙ୍କୁ ବିକିଦେଲେ

ବେଲପଡା,୨୪ା୧୦(ଡି.ଏନ.ଏ.): ପ୍ରଥମେ ପ୍ରେମ ତା ପରେ ଘର ଲୋକଙ୍କ ସହମତିରେ ବିବାହ ହୋଇଥିଲା। ସାଇପଡିଶା ଓ ବନ୍ଧୁ ବାନ୍ଧବଙ୍କୁ ଭୋଜିଭାତ ବି ଦିଆଯାଇଥିଲା। କିଛିଦିନ ଠିକ୍‌ଠାକ ଚାଲିଲା ପରେ ସବୁ ଯେମିତି ବିଗିଡି ଗଲା। ଅପଣାର କରିଥିବା ସ୍ତ୍ରୀଙ୍କୁ ରାଜସ୍ଥାନର...

ଭୁଲ୍‌ ଔଷଧ ନେଲା ଶିଶୁର ଜୀବନ

ଟିକିରି,୨୩ା୧୦(ଡି.ଏନ୍‌.ଏ.): ଭୁଲ୍‌ ଔଷଧ ଦେବାରୁ ୧୪ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଥିପାଇଁ ଏଏନ୍‌ଏମ୍‌ କର୍ମୀଙ୍କ ଦାୟିତ୍ୱହୀନତାକୁ ଦାୟୀ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ କୋଡ଼ିପାରି ପଞ୍ଚାୟତ ଅନ୍ତର୍ଗତ ସାନକୁମୁଲି ଧାଙ୍ଗଡ଼ିସିଲ ଗ୍ରାମର ମହାନନ୍ଦ ନାୟକ...

ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ

ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା ହୋଇଥିଲା। ଏଥିରେ ୮ଟି ରାଜ୍ୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ବ୍ରହ୍ମପୁର ଆଇଟିଆଇ...

ନଭେମ୍ବର ୧୨ରୁ ଦ୍ୱାଦଶ, ୨୯ରୁ ଦଶମ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେସନ୍‌ସ(ସିଆଇଏସ୍‌ସିଇ) ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍‌ଲାଇନ୍‌ରେ ହେବ। ଏ ନେଇ ଶନିବାର ସିଆଇଏସ୍‌ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥି ସହିତ ପରୀକ୍ଷା ତାରିଖ...

ସ୍ଲଟ୍‌ ବୁକିଂ କଲେ ବରଗଡ଼ର ଯୁବତୀ, ଟିକା ନେଲେ ଉତ୍ତରପ୍ରଦେଶ ଲୋକ

ବରଗଡ଼ ଅଫିସ୍‌,୨୩।୧୦: ଦେଶରେ ଶହେ କୋଟି କୋଭିଡ୍‌ ଟିକାକରଣ ନେଇ ସରକାର ଡିଣ୍ଡିମ ପିଟୁଛନ୍ତି । ହେଲେ କୋଭିଡ୍‌ ଟିକା ନେଇ ନ ଥିବା ଲୋକଙ୍କୁ ମିଳିଛି ଭୁଲ ଟିକାକରଣ ପ୍ରମାଣପତ୍ର। ଏଭଳି ଘଟଣା ଘଟିଛି ବରଗଡ଼ର ଯୁବତୀ ଯଶୋବନ୍ତୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri