ରାଜ୍ୟ

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...

ମର୍ନିଂଓ୍ବାକ୍‌ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ

କଣିହାଁ,୨୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍‌ କରୁଥିବା ସମୟରେ ଗ୍ରାମର ଯୋଗେଶ ଦେବତା (୭୦)ଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରବାରୁ...

ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହେବ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କ ୪ ଦିନିଆ ରିମାଣ୍ଡ ଅବଧି ଗୁରୁବାର ସରିଛି। ଇନ୍‌ଫୋସିଟି ଥାନା ପୋଲିସ ସେମାନଙ୍କୁ ଏସ୍‌ଡିଜିଏମ୍‌ କୋର୍ଟରେ ହାଜର କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ...

ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨...

ଇସ୍ତଫା ଦେଲେ କଂଗ୍ରେସ ନେତା ପ୍ରଦୀପ ମାଝୀ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ) : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ ଦଳରୁ ଇସ୍ତଫା ଦେଇଛନ୍ତି । ଦଳର ମୁଖ୍ୟ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖି ସେ ଦଳ ଛାଡ଼ିଥିବା ଜଣାପଡ଼ିଛି। ସେ ପ୍ରାଥମିକ ସଦସ୍ୟ...

୩ ବର୍ଷ ପରେ ୨ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ମାଳମାଳ ଯୋଜନା ଘୋଷଣା ହେଉଛି। ତେବେ ସେଥିରୁ ଲୋକେ କେତେ ଉପକୃତ ହେଉଛନ୍ତି ତାହାର ଉତ୍ତର ଖୋଜିବା ଲାଗି ସରକାରୀ ସ୍ତରରେ ସେତେଟା ତତ୍ପରତା ପ୍ରକାଶ ପାଉନାହିଁ। ଯୋଜନାର ପରିକଳ୍ପନା ଓ ବାସ୍ତବତା ମଧ୍ୟରେ ଏକ ଦୀର୍ଘ ଅନ୍ତର...

ବର୍ଷକରେ ଶହୀଦ ହୋଇଛନ୍ତି ୩୭୭

କଟକ ଅଫିସ,୨୨।୧୦:ପୋଲିସ ମୁଖ୍ୟାଳୟ ପରିସରରେ ଗୁରୁବାର ୬୨ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ଶହୀଦ ହୋଇଥିବା ଯବାନଙ୍କ ଅମର...

ମାଧ୍ୟମିକ ସ୍କୁଲରେ ନିଯୁକ୍ତ ହେବେ ୫୫୦ କ୍ରୀଡ଼ା ଶିକ୍ଷକ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ):ସରକାରୀ ମାଧ୍ୟମିକ ସ୍କୁଲଗୁଡ଼ିକରେ ଖାଲିଥିବା ପଦବୀରେ ୫୫୦ ଜଣ କ୍ରୀଡ଼ା ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପକ୍ଷରୁ ଅକ୍ଟୋବର ୫ରେ ହୋଇଥିବା ଅନ୍‌ଲାଇନ ପରୀକ୍ଷାଫଳ ଚୂଡ଼ାନ୍ତ ହୋଇଛି। ଏହି ପରୀକ୍ଷାରେ ମୋଟ ୫୫୦ ପ୍ରାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।...

ଓମାନରେ ୮ ଓଡ଼ିଆ ଶ୍ରମିକ ନିର୍ଯାତିତ

ବାଲୁଗଁ।/ବାଣପୁର, ୨୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟ କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ଟଙ୍କା ରୋଜଗାର...

ସେବାୟତଙ୍କ ପାଇଁ ଲାଗୁ ହେଲା ଡ୍ରେସ୍‌ କୋଡ୍‌

ପୁରୀ ଅଫିସ, ୨୨।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା ତଥା ଗର୍ଭଗୃହକୁ ପ୍ରବେଶ କରୁଥିବା ସେବାୟତଙ୍କ ପାଇଁ ଡ୍ରେସ୍‌ କୋଡ୍‌ ଲାଗୁ ହୋଇଛି। ପାରମ୍ପରିକ ବସ୍ତ୍ର ପରିଧାନ କରି ସେବାୟତମାନେ ଗୁରୁବାରଠାରୁ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିଛନ୍ତି। ସେହିପରି ଆସନ୍ତା ଦୀପାବଳି...

ସ୍ଲରି ପାଇପ୍‌ ଲାଇନ୍‌ ପାଇଁ ଜଳକର

ଯାଜପୁର ଅଫିସ,୨୨।୧୦: ସ୍ଲରି ପାଇପ୍‌ ଲାଇନ୍‌ରେ ଖଣିଜ ପଦାର୍ଥ ପରିବହନ କରୁଥିବା କମ୍ପାନୀଗୁଡ଼ିକ ଉପରେ ଜଳକର କେତେ ନିର୍ଦ୍ଧାରଣ ହେବ ସେନେଇ ପ୍ରସ୍ତାବ ଦେବାକୁ ଶିଳ୍ପ ବିଭାଗ ସମେତ ଷ୍ଟିଲ ଓ ଖଣି ବିଭାଗର ଅତିରିକ୍ତ ସଚିବଙ୍କୁ ରାଜ୍ୟ ଜଳ...

ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ବାରିପଦା ଅଫିସ/ଚିତ୍ରଡ଼ା,୨୨ା୧୦(ଡି.ଏନ.ଏ.): କରୋନା କଟକଣା ନ ମାନି ଯାତ୍ରା ପରିବେଷଣ କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ‘ଧର୍ତ୍ତୀ ସିର୍ଜନ’ ନାମକ ଏକ ଆଦିବାସୀ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିବା ସହ ୬ ଆୟୋଜକଙ୍କ ନାମରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri