ରାଜ୍ୟ

ମନୀଷ ଅନୁରାଗ ହତ୍ୟାକାଣ୍ଡ: ୪ ଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ କମିଶନରେଟ ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣିଛି। ଅଭିଯୁକ୍ତ ନୟାପଲ୍ଲୀ ଥାନା ଅଞ୍ଚଳରେ ରହୁଥିବା ଅମ୍ରିତ ପ୍ରୀତମ ବିଶ୍ୱାଳ, କନ୍ଧମାଳ...

ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ

କଟକ ଅଫିସ,୧୭।୧୦: କଟକ ଜଗତପୁର ସ୍ଥତି ଏକ ଅଗରବତୀ କାରଖାନାରେ ରବିବାର ସନ୍ଧ୍ୟାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସ୍ଥାନୀୟ ଦମକଳବାହିନୀର ୨ଟି ଗାଡି ସହ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି। ଅଗ୍ନକାଣ୍ଡରେ ବର୍ତ୍ତମାନ ସୁଦ୍ଧା...

ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡ଼ି ଓଲଟିଲା, ୫ ପୋଲିସ କର୍ମୀ ଆହତ

ପାରଳାଖେମୁଣ୍ଡି,୧୭ା୧୦(ଡି.ଏନ୍‌.ଏ.)- ଗଜପତି ଜିଲା ଅଡ଼ବା ଥାନା ଅଧୀନ ବିରିକୋଟ ଗ୍ରାମ ନିକଟ ଉଳିଆପଦାଠାରେ ରବିବାର ଅନୁସୂଚିତ ଜାତି, ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ସୁରକ୍ଷା ଦେବାକୁ ଆସିଥିବା ଏକ ଏସ୍‌କର୍ଟ ଗାଡ଼ି ଓଲଟି ପଡ଼ିଛି। ଏଥିରେ ୫ ଜଣ ପୋଲିସ...

ଦଶହରାରେ ଛାତ୍ରୀଙ୍କୁ ଅପହରଣ

ବାରିପଦା ଅଫିସ,୧୭ା୧୦: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳର ଜନୈକା ଛାତ୍ରୀଙ୍କୁୁ ଅପହରଣ କରାଯାଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତଙ୍କୁୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ବାଲେଶ୍ୱର ଜିଲା ନୀଳଗିରି ଥାନା ନରସିଂହପୁର...

ଆରମ୍ଭ ହେଲା ଓଜେଇଇ କାଉନସେଲିଂ

ଭୁବନେଶ୍ୱର,୧୭।୧୦: ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୧ବର୍ଷର ରବିବାରଠୁ ଆରମ୍ଭ ହୋଇଛି। ଏହା ଅପରାହ୍ନରୁ ଆରମ୍ଭ ହୋଇଛି। ବିଟେକ୍‌, ବିଆର୍କ, ବିପ୍ଲାନ୍‌, ବିସିଏଟି ଓ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ୍ୟକ୍ରମ ପାଇଁ ଏହି ପ୍ରକ୍ରିୟା ଆରମ୍ଭ ହେବ। ଅଧିକ ସୂଚନା ପାଇଁ...

୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଶନିବାରଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ରବିବାର ମଧ୍ୟ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ...

ମନୀଷ ମୃତ୍ୟୁ ମାମଲା: ୩ ଅଭିଯକ୍ତଙ୍କୁ ମିଳିଲା ରିମାଣ୍ଡ ଅନୁମତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଇନ୍‌ଫୋସିଟି ପୋଲିସ। ସୋମବାରଠରୁ ସେମାନଙ୍କୁ ରିମାଣ୍ଡରେ ପୋଲିସ ନେବ । ଏ ନେଇ ଭୁବନେଶ୍ୱର ଜେଏମ୍‌ଏଫ୍‌ସି କୋର୍ଟ ଅନୁମତି ଦେଇଛନ୍ତି।...

ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ। ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ରିମାଣ୍ଡ ଆବେଦନର ଶୁଣାଣି ରହିଛି। ୫ ଦିନିଆ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ ମିଶି ଠକେଇ ମାମଲାରେ ଏହି ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ସହ ତାଙ୍କ ମୁଖ୍ୟ...

ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳ ବାତିଲ

ଭୁବନେଶ୍ୱର,୧୭।୧୦: ରାଜ୍ୟରେ କୋଭିଡ୍‌ ସଂକ୍ରମଣର ସଂଖ୍ୟା ବୃଦ୍ଧି ସହ କେତେକ ଟ୍ରେନ୍‌ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍‌ର ଚଳାଚଳ...

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

୨୪ ଘଣ୍ଟାରେ ୪୪୩ କରୋନା ପଜିଟିଭ୍‌ ଚିହ୍ନଟ; କେବଳ ୭୫ ପିଲା

ଭୁବନେଶ୍ୱର ୧୭।୧୦ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ଦେଖାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri