ରାଜ୍ୟ

ବନ କର୍ମଚାରୀଙ୍କୁ କ୍ୱାର୍ଟର୍ସରେ ତାଲା ପକାଇ କାଟିନେଲେ ଚନ୍ଦନଗଛ 

ପାଟଣା,୮।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେପଶି ରାସ୍ତା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅଫିସ ସମ୍ମୁଖରେ ଥିବା ବନ ବିଭାଗ କର୍ମଚାରୀଙ୍କ ଷ୍ଟାଫ୍‌ କ୍ୱାର୍ଟର୍ସ ନିକଟରୁ ଦୁର୍ବୃତ୍ତମାନେ ଚନ୍ଦନ ଗଛ କାଟି ନେଇଛନ୍ତି। ସୂଚନା ଅନୁଯାୟୀ, ଷ୍ଟାଫ୍‌ କ୍ୱାର୍ଟର୍ସରେ ପାରାଷ୍ଟାଫ୍‌ ଏମ୍‌ ଡି...

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୫ ମାଓବାଦୀ

ମାଲକାନଗିରି,୮।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ସକ୍ରିୟ ଥିବା ୫ ମାଓବାଦୀ ରବିବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମାଡ଼ବି ରାଜୁ, ଦେବା ମାଡ଼ବି, ସୁନ୍ନମ ଭେଙ୍କଟସ୍‌, କୱାସୀ ହିଡ଼ମା ଓ ସୋଡି ଗଙ୍ଗା। ସୂଚନା ଅନୁଯାୟୀ,...

ଦାମୀ କାରରୁ ଟଙ୍କା ମିଳିବା ଘଟଣା: ପିଏସୟୁ ଅଧିକାରୀ, କଣ୍ଟ୍ରାକ୍ଟରଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୮।୧୨: ଶନିବାର ଭୁବନେଶ୍ୱରରେ ଏକ ବିଳାସପୂର୍ଣ୍ଣ ଗାଡିରୁ ନଗଦ ଟଙ୍କା ଜବତ ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ତିନି ଜଣଙ୍କୁ ଗିରଫ କରିଛି। ସିବିଆଇ ଅଧିକାରୀମାନେ ବିଳାସପୂର୍ଣ୍ଣ (ମର୍ସିଡିଜ୍) ଓଡି-୦୫-ବିଭି-୯୯୯୯ ଗାଡିରୁ ପ୍ରାୟ ୧୦ ଲକ୍ଷ ଟଙ୍କା...

ବିସ୍ଫୋରକ ଫାଟି ହାତୀ ଶାବକ ମୁହଁରେ ଆଘାତ: ଜୀବନ ସହ ସଂଘର୍ଷ କରି ମୃତ

ରାଇଘର, ୮।୧୨ (କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରୁ ପଘାରପାଣି ଜଙ୍ଗଲକୁ ପଶି ଆସିଥିବା ଆହତ ହାତୀ ଶାବକର ମୃତ୍ୟୁ ଘଟିଛି । ଶିକାରୀଙ୍କ ଦ୍ବାରା ଜଙ୍ଗଲରେ ଲଗାଯାଇଥିବା ବିସ୍ଫୋରକ ଫାଟି ହାତୀ ଶାବକର...

ମାଓବାଦୀଙ୍କ ବର୍ବରକାଣ୍ଡ: ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା

ମାଲକାନଗିରି,୮।୧୨(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ରବିବାର ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ସୁକରା ୟାଲାମ। ବିଜାପୁରର ଲୋଦେଡ ଗ୍ରାମରେ ଏକ ଦମ୍ପତିଙ୍କୁ ଘରୁ କେତେଜଣ ମାଓବାଦୀ ଶନିବାର ଅପହରଣ କରି ଗଁାଠାରୁ ୩ କି.ମି.ଦୂରରେ ଥିବା ଜଙ୍ଗଲକୁ...

ଟ୍ରଲର-ବାଇକ୍‌ ଧକ୍କା: ୨୦ ଘଣ୍ଟା ପରେ ରାସ୍ତାରୁ ଉଠିଲା ମୃତଦେହ

ତେନ୍ତୁଳିଖୁଣ୍ଟି, ୮।୧୨ (ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳ ଆଉଁଳିଗୁମ୍ମା ଛକ ନିକଟରେ ଏକ ଟ୍ରଲର ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ନିକଟ ବଡ଼ଯିଉନି ଗ୍ରାମର ରବି...

ଟ୍ୟୁଶନରୁ ଫେରିବାବେଳେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ୪ ବର୍ଷ ପରେ ରାୟ

ବ୍ରହ୍ମପୁର,୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶନିବାର ଜଣେ ନାବାଳିକା ଛତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ସେ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ବିଭୀଷଣ ଗୌଡ(୫୪)।...

୨କୋଟିର ବ୍ରାଉନ୍‌ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ

ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା...

ଇନ୍‌ପୁଟ ସହାୟତା ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇବ: ଆଇନ ମନ୍ତ୍ରୀ

ଖୋର୍ଦ୍ଧା,୮।୧୨(ପ୍ରଭାତ ପାଣିଗ୍ରାହୀ): ଚାଷୀଙ୍କ ଖାତାକୁ ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲା ସୋହେଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଖୋର୍ଦ୍ଧା ଜିଲାସ୍ତରୀୟ ଶୁଭାରମ୍ଭ ସମାବେଶ ହାବେଳି ପଡ଼ିଆରେ ଆୟୋଜିତ...

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌...

ପୁଣି କଟକରେ ଡ୍ରେନ୍ କାମ ନେଲା ଜୀବନ, ଜଣେ ମୃତ, ୨ ଗୁରୁତର

କଟକ,୮।୧୨: କଟକରେ ପୁଣି ଡ୍ରେନରେ ପଡି ଶ୍ରମିକ ମୃତ୍ୟୁ ବରଣ କରିଛନ୍ତି। ଏପ୍ରକାର ଘଟଣା ବାରମ୍ବାର ଘଟି ଚାଲିଥିଲେ ମଧ୍ୟ କଟକ ମୁନିସିପାଲିଟି କୌଣସି ଠୋସ ପଦକ୍ଷେପ ନେଇଥିବା ଦେଖାଯାଉନାହିଁ। ରବିବାର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମ ବେଳେ...

ଭୀମ ଭୋଇ ଭଜନ ସଙ୍ଗୀତ, ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର

ଭୁବନେଶ୍ୱର,୮ା୧୨ (ବନ୍ଦନା ସେଠୀ): ଓଡ଼ିଶା ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ଭୁବନେଶ୍ୱର ଏବଂ ସନ୍ଥ କବି ଭୀମଭୋଇ ଅଲେଖ ବ୍ରହ୍ମ ଟ୍ରଷ୍ଟ ପକ୍ଷରୁ ଭୀମଭୋଇ ଭଜନ ସଙ୍ଗୀତ ଓ ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର ଶନିବାର ସୂଚନାଭବନରେ ଅନୁଷ୍ଠିତ ହୋଇଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri