ରାଜ୍ୟ

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ସେ ୭୬ ବର୍ଷରେ ପଦାର୍ପଣ କରିଛନ୍ତି। ଏ ନେଇ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ...

ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ହେଲେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେନି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ...

ମନୀଷ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅମ୍ରିତ ବିଶ୍ୱାଳ, ଦିନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମିଶ୍ର। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି।...

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୧୬।୧୦: ଶ୍ରୀମନ୍ଦିରରେ ପବିତ୍ର କାର୍ତ୍ତିକ ନୀତି ଶନିବାର ଆରମ୍ଭ ହେଇଛି। ଆଜିଠାରୁ ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେବେ। ଏହି ବେଶରେ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ବାଳଧୂପ ନୀତି ହୋଇଥାଏ। ଆଜି ସିଂହଦ୍ୱାର ସମ୍ମୁଖରେ ଗୋଷାଣୀ...

ରାଜ୍ୟରେ ୪୭ ଜଣ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶନିବାର ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...

ଶୋଇଥିଲେ କ୍ଷେତରେ, ରାତି ଅଧରେ ପହଞ୍ଚିଲା ମୃତ୍ୟୁ

ବନ୍ତଳା,୧୫।୧୦(ବ୍ୟୁରୋ): ରାତିରେ ଫସଲକୁ ଜଗିବା ପାଇଁ କ୍ଷେତରେ ମଞ୍ଚ ଉପରେ ଶୋଇଥିଲେ। ଅଧରାତିରେ ହଠାତ୍‌ ମୃତ୍ୟୁ ରୂପେ ପହଞ୍ଚିଥିଲା ହାତୀ। ହାତୀ ଦଳି ଦେବାରୁ କ୍ଷେତରେ ଫସଲ ଜଗିଥିବା ପ୍ରକାଶ ସାହୁ(୪୭)ଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ରେଞ୍ଜ କୋଟ ଥାନା...

୧୯ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ : କାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଶୁକ୍ରବାର ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲାରେ ଘଡ଼ଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।...

ଏଥର ମଧ୍ୟ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଚଳିତ ବର୍ଷ ନିଜର ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଶନିବାର ଜନ୍ମଦିନ ପାଳିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଏବଂ ଆଶୀର୍ବାଦ ପାଇଁ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ୍‌ ୨୦୨୧ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୩୪୮ ନମ୍ବର ରଖି ଦିଲ୍ଲୀର ମ୍ରିଦୁଲ ଅଗ୍ରଓ୍ବାଲ ଟପ୍‌ ରାଙ୍କରେ ଅଛନ୍ତି। ମହିଳା ବର୍ଗରେ କାବ୍ୟା ଚୋପ୍ରା ଟପର୍‌ ହୋଇଛନ୍ତି। ମୋଟ୍‌ ୧ଲକ୍ଷ ୪୧ ହଜାର ୬୯୯...

୨୧ରୁ ଏକାଦଶ, ୨୫ରୁ ୮ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ଓ ଗଣଶିକ୍ଷା ବିଭାଗ। ପିଲାମାନେ ଅଫଲାଇନ୍‌ ମୋଡ୍‌ରେ ପାଠ ପଢ଼ିପାରିବେ। ତେବେ କ୍ଲାସରୁମକୁ କେମିତି ପରିଚାଳନା କରାଯିବ ଓ ଗାଇଡଲାଇନ୍‌...

ରାଜ୍ୟରେ ୪୬୭ ପଜିଟିଭ୍‌: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri