ରାଜ୍ୟ

ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା

ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା ପାଇଁ ବାରଣ ଥିବାରୁ ବାହାରେ ରହି ପୂଜା କରିଥିବା ଦେଖିବାକୁ ମିଳିଛି ସୋସିଆଲ...

ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ଗଞ୍ଜାମରେ ଅଣାୟତ୍ତ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୧୩।୧୦:ଗଞ୍ଜାମ ଜିଲାର ୧୯ ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମରେ ଅକ୍ଟୋବର ୧୨ ତାରିଖ ସୁଦ୍ଧା ୧୫୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ବ୍ରହ୍ମପୁର ମହାନଗର ନିଗମ ଅଧୀନରେ...

୯୦ ପ୍ରତିଶତ କମିଛି ନଳିତା ଚାଷ

କେନ୍ଦ୍ରାପଡ଼ା ଅଫିସ,୧୩।୧୦: କେନ୍ଦ୍ରାପଡ଼ା ଜିଲାକୁ ଶିଳ୍ପବିହୀନ ଜିଲା ଭାବେ ଗଣାଯାଏ । ଏଠାରେ ଖଣି ନ ଥିଲେ ମଧ୍ୟ କୃଷିଭିିତ୍ତିକ ଶିଳ୍ପ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଅଛି । ଏକଦା ଝୋଟ ଉତ୍ପାଦନ କ୍ଷେତ୍ରରେ ଏହି ଜିଲା ସୁନାମ ଆଣିଥିଲା...

ରସୁଲପୁର ଶାଖା ଡାକଘରେ ସେବା ବାଧାପ୍ରାପ୍ତ

ରସୁଲପୁର,୧୩।୧୦(ଡି.ଏନ.ଏ.): ରସୁଲପୁର ଶାଖା ଡାକଘର ଓ ଏହା ଅଧୀନରେ ଥିବା ୬ଟି ଉପଡାକଘରେ ଗ୍ରାହକ ସେବା ବାଧାପ୍ରାପ୍ତ ହୋଇଛି। ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ଇଣ୍ଟରନେଟ୍‌ ସେବା ଅଚଳ ହୋଇପଡ଼ିଥିବାରୁ ଗ୍ରାହକ ଅତ୍ୟାବଶ୍ୟକ ସେବାରୁ ବଞ୍ଚତ୍ତ ହେଉଛନ୍ତି। ଅନ୍ୟପକ୍ଷରେ...

କୀଟନାଶକ ପିଇ ଜଣେ ମୃତ

ପୁରୁଣା ଭୁବନେଶ୍ୱର, ୧୩।୧୦(ଡି.ଏନ୍‌.ଏ.): ପାରିବାରିକ କଳହରୁ କୀଟନାଶକ ଔଷଧ ପିଇଥିବା ଜଣେ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଧଉଳି ଥାନା ଅନ୍ତର୍ଗତ ଜୟପୁରପାଟଣା ଗ୍ରାମର ଶ୍ୟାମଘନ ଜେନା(୪୫)। ସୂଚନା ମୁତାବକ, କୌଣସି କାରଣକୁ ନେଇ...

ବଢ଼ିଲା ଜବତ ଟଙ୍କା, ସମ୍ପତ୍ତି ତାଲିକା

କଟକ ଅଫିସ,୧୩।୧୦: ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଗିରଫ ହୋଇଥିବା ୩ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଦିନକୁ ଦିନ ଅଧିକ ତଥ୍ୟ ମିଳିବାରେ ଲାଗିଛି। ସେମାନଙ୍କୁ ମାରାଥନ ଜେରା କରାଯିବା ପରେ ୨ଅଧିକାରୀଙ୍କଠାରୁ ଭିଜିଲାନ୍ସ ପୁଣି ଲକ୍ଷାଧିକ ଟଙ୍କା ଓ...

୩ ମାଓବାଦୀ ନିହତ

ମାଲକାନଗିରି,୧୩।୧୦ (ଡି.ଏନ.ଏ.): ମାଲକାନଗିରି ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ...

ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୩।୧୦: ରାଜ୍ୟର ବିଭିନ୍ନ ବେଳାଭୂମିରେ ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ବେଳାଭୂମିର ପରିବେଶ ନଷ୍ଟ ହେବା ସହ ଅପରାଧ ବୃଦ୍ଧି ପାଇବ। ତେଣୁ ସେଠାରେ ମଦ ଦୋକାନ ଖୋଲା ନ...

ଭସାଣିରେ ବନ୍ଦ ରହିବ ମଦ ଦୋକାନ

ପୁରୁଣା ଭୁବନେଶ୍ୱର,୧୩।୧୦(ଡି.ଏନ୍‌.ଏ.): ଚଳିତ ଦଶହରା ଭସାଣିରେ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ ଥିବା ୧୮୭ଟି ମଦ ଓ ବାର୍‌ଗୁଡ଼ିକୁ ବନ୍ଦ ରଖାଯିବା ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୬ତାରିଖରେ ହେବାକୁ ଥିବା ଭସାଣି ଉତ୍ସବକୁ ନିରାଡ଼ମ୍ବର...

କୋଇଲା ସଙ୍କଟ: ବିଦ୍ୟୁତ୍‌ ଦର ବୃଦ୍ଧି ନ କରିବାକୁ ରାଜ୍ୟକୁ ଚେତାବନୀ

ବାଙ୍ଗାଲୋର, ୧୩।୧୦: ଏସିଆର ତୃତୀୟ ବୃହତ୍‌ ଅର୍ଥନୀତି କ୍ଷେତ୍ର କୁହାଯାଉଥିବା ଭାରତରେ ଏବେ ବିଦ୍ୟୁତ୍‌ କ୍ଷେତ୍ର ସଙ୍କଟ ଦେଇ ଗତି କରୁଛି। କୋଇଲା ଅଭାବ ଯୋଗୁ ଅନେକ ପାଓ୍ବାର ପ୍ଲାଣ୍ଟରେ ଅଚଳାବସ୍ଥା ଲାଗି ରହିଛି। ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହେଉଥିବାରୁ...

ପାଇଖାନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଆରମ୍ଭ

ଗୋପ,୧୩।୧୦(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପାଇଖାନା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ମଙ୍ଗଳବାର ଭୁବନେଶ୍ବର ଭିଜିଲାନ୍ସ ବିଭାଗର ଏକ ୩ଜଣିଆ ଟିମ୍‌ ଉକ୍ତ ପଞ୍ଚାୟତରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। କିନ୍ତୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri