ରାଜ୍ୟ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୨୬ ଆକ୍ରାନ୍ତ; ଅଛନ୍ତି ୬୮ ପିଲା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ଜଣ ୧୮ ବର୍ଷରୁ କମ୍‌ ବର୍ଗର। ଏହାଛଡ଼ା କ୍ୱାରାଣ୍ଟାଇନ୍‌ରୁ ୩୦୩ ରହିଥିବା ବେଳେ ୨୨୩ ସ୍ଥାନୀୟ ସଂକ୍ରମଣ ରହିଛି। ଏହାକୁ ମିଶାଇ...

ସୀମାନ୍ତ ରାଜ୍ୟରେ ଓଡ଼ିଆକୁ ୨ୟ ଭାଷାରୁ ବାଦ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଆ ଭାଷା ଗୃହ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। କମିଟି ଅଧ୍ୟକ୍ଷ ତଥା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ବିଧାନସଭା ସଚିବାଳୟ ୫୪ନମ୍ବର ପ୍ରକୋଷ୍ଠରେ...

ଖୋଲିବ ରୁଚି ଫ୍ରୋଜିଟ୍‌ର ସର୍ବବୃହତ୍‌ ଷ୍ଟୋର

କଟକ ଅଫିସ,୯।୧୦: ରୁଚି ଫ୍ରୋଜିଟ୍‌ର ସର୍ବବୃହତ୍‌ ଷ୍ଟୋର ରବିବାର କଟକ ମହାନଦୀ ବିହାରରେ ଶୁଭାରମ୍ଭ ହେବ। ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏବଂ ଅଭିନେତା ଶୁଭାଶିଷ୍‌ ଏହାର ଉଦ୍‌ଘାଟନ କରିବେ। ଶୁକ୍ରବାର ସ୍ଥାନୀୟ ଲିଙ୍କ୍‌ ରୋଡ୍‌ସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ...

ନନ୍ଦନକାନନକୁ ୪ପ୍ରଜାତିର ୮ ପଶୁପକ୍ଷୀ ଆସିଲା

ବାରଙ୍ଗ, ୯।୧୦(ଡି.ଏନ୍‌.ଏ.): ନନ୍ଦନକାନନକୁ ଶୁକ୍ରବାର ରାତିରେ ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ଜୟପୁର ନହରଗଡ଼ ଜୈବ ଉଦ୍ୟାନରୁ ୪ପ୍ରଜାତିର ୮ଟି ନୂଆ ଅତିଥି ଆସିଛନ୍ତି। ନୂଆ ଅତିଥି ହେଲେ ହଳେ କଲରାପତରିଆ ବାଘ, ହଳେ ଧୂସର ଗଧିଆ, ୨ଟି ଅଣ୍ଡିରା ଘଡ଼ିଆଳ...

ପ୍ରକାଶ ପାଇଲା ଚିଠା ସଂରକ୍ଷଣ ବିଜ୍ଞପ୍ତି

ଭୁବନେଶ୍ୱର,୯।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜିଲାସ୍ତରରେ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ତେବେ ମିିଳିଥିବା ସୂଚନା ଅନୁଯାୟୀ ୧୪ ଜିଲା ଚିଠା ସଂରକ୍ଷଣ ତାଲିକା...

ପିଏମ୍‌ଇସି, ଜିଇସିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ (ଏସଡିଟିଇ) ଅଧୀନରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ (ପିଏମ୍‌ଇସି) ବ୍ରହ୍ମପୁର ଓ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିଇସି) କେଉଁଝରଠାରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ। ଏନେଇ ୱାଲର୍‌ଡ...

୩୨୬ ଗ୍ରାମକୁ ସୁନାମୀ ମୁକାବିଲା ଲାଗି ପ୍ରସ୍ତୁତ କରାଯିବ

ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ ନିମନ୍ତେ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ...

ନନ୍ଦନକାନନରେ ପୁଣି ଗଡ଼ିଲା ଟୟ ଟ୍ରେନ୍‌

ବାରଙ୍ଗ,୯।୧୦(ଡି.ଏନ୍‌.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର ଲୋକାର୍ପଣ...

ସଂଶୋଧନ ହେଲା ଜିଆଇଏସ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍‌) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍‌ ପେ’ ପାଉଥିବା କର୍ମଚାରୀଙ୍କୁ ଜିଆଇଏସ୍‌ ବାବଦରେ ୭,୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(ଇଷ୍ଟେଟ୍‌) ସୁଶାନ୍ତ କୁମାର ଦାଶଙ୍କୁ ବୟନ ନିର୍ଦ୍ଦେଶକ...

ଟାର୍ଗେଟ୍‌ରେ ବାହାର ରାଜ୍ୟ ଟ୍ରକ୍‌

ଅନୁଗୋଳ ଅଫିସ,୯ା୧୦ କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଜୋର୍‌ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ ଅନୁଗୋଳ ଜିଲାକୁ ଦୈନିକ ଆତଯାତ କରୁଛି ରାଜ୍ୟ ବାହାରର ସହସ୍ରାଧିକ ଟ୍ରକ୍‌। ଆଉ...

କୃଷିରୁ ମଧ୍ୟସ୍ଥ ହଟାଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୦: କୃଷକମାନଙ୍କ ଆୟ ବୃଦ୍ଧି ପାଇଁ ସେମାନଙ୍କୁ ସିଧାସଳଖ ବଜାର ସହିତ ଯୋଡ଼ିବା ଦରକାର। କୃଷି ଏବଂ ବଜାର ମଧ୍ୟରେ ଥିବା ମଧ୍ୟସ୍ଥ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି। ଶୁକ୍ରବାର ଲୋକସେବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri