ରାଜ୍ୟ

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟ ସରକାର ଓ ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୯ ଜଣ (ଓଏଏସ୍‌) ଅଫିସରଙ୍କ ବଦଳି କରାଯାଇଛି । ଝାରସୁଗୁଡ଼ା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ସମ୍ବଲପୁର ମହାନଗର...

ମୁଣ୍ଡଳି ଟ୍ରାଜେଡି: ଆସିଲା ହାତୀର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ, ଏହି କାରଣରୁ ହୋଇଥିଲା ମୃତ୍ୟୁ

କଟକ ଅଫିସ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି।...

ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍‌ଆଇସି ଏଜେଣ୍ଟ୍‌

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍‌ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି।...

ଆଜିଠୁ ବିଇଡି ,ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆରମ୍ଭ

ଭୁବନେଶ୍ବର, ୭।୧୦(ବ୍ୟୁରୋ) : ବିଇଡି ଓ ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ଗୁରୁବାର ଠାରୁ ଆରମ୍ଭ ହୋଇଛି ପ୍ରବେଶିକା ପରୀକ୍ଷା। ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଗୁରୁବାର ଏବଂ ଶୁକ୍ରବାର ପ୍ରବେଶିକା...

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୦: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ତୃତୀୟ ବର୍ଷର ଜଣେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଘଟଣା ଜଣାପଡ଼ିବା ପରେ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ହଇଚଇ ସୃଷ୍ଟି ହୋଇଥିଲା। ଲେଡିଜ୍‌ ହଷ୍ଟେଲ...

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୭।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ଅଛନ୍ତି। ଏହି ୫୮୨ ଜଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ବେଆଇନ ଗଞ୍ଜେଇ ଚାଷ ବନ୍ଦ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ବେଆଇନ ଗଞ୍ଜେଇ ଚାଷ ବନ୍ଦ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ଏକ ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ...

୨.୨୧ କୋଟିର ଚାଉଳ ଆତ୍ମସାତ୍‌

ଯାଜପୁର ଅଫିସ,୭।୧୦:ରାଜ୍ୟର ଯାଜପୁର ଜିଲା ସମେତ ଭଦ୍ରକ, ଗଞ୍ଜାମ ଓ ନବରଙ୍ଗପୁର ଜିଲାର ୨୩ ଜଣ ଯୋଗାଣ ବିଭାଗ ଅଧିକାରୀ ୨ କୋଟି ୨୧ ଲକ୍ଷ ୪୬ ହଜାର ୯୪୮ ଟଙ୍କାର ସରକାରୀ ଚାଉଳ ଆତ୍ମସାତ୍‌ କରିଛନ୍ତି। ସ୍ବତନ୍ତ୍ର ଅଡିଟ୍‌...

ତୃତୀୟ ଲିଙ୍ଗୀଙ୍କୁ ମିଳିବ ସମାନ ସୁବିଧାସୁଯୋଗ

ଭୁବନେଶ୍ୱର,୭।୧୦(ବ୍ୟୁରୋ):ତୃତୀୟ ଲିଙ୍ଗୀ(କିନ୍ନର)ମାନେ କୌଣସି କ୍ଷେତ୍ରରେ ଅବହେଳିତ ହେବେ ନାହିଁ। ସେମାନଙ୍କୁ ଅନ୍ୟମାନଙ୍କଠାରୁ ବାଛବିଚାର କରାଯିବ ନାହିଁ। ବିଭିନ୍ନ କ୍ଷେତ୍ରରେ ଅନ୍ୟମାନଙ୍କ ଭଳି କିନ୍ନରମାନଙ୍କୁ ସମାନ ସୁବିଧାସୁଯୋଗ ଦେବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ବୁଧବାର ସାମାଜିକ...

ବିଲିୟନ ଡଲାର କମ୍ପାନୀ ଗଢ଼ିଲେ ଓଡ଼ିଆ ପୁଅ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆଇଆଇଟି ମାଡ୍ରାସରେ ପଢ଼ାପରେ ବିଦେଶରେ ଏକ ଭଲ ପ୍ୟାକେଜରେ ଚାକିରି ପାଇଥିଲେ। ହେଲେ ନିଜେ କିଛି କରି ଦେଖାଇବାର ଇଚ୍ଛା ତାଙ୍କ ମନକୁ ସବୁବେଳେ ଆନ୍ଦୋଳିତ କରୁଥିଲା। ଆମେରିକାର ମୋଟା ଅଙ୍କର ଦରମା ଛାଡ଼ି ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେ।...

ପୁଅକୁ ନିର୍ଦ୍ଦୋଷ କହିଲେ ବାପା

ରାଉରକେଲା ଅଫିସ, ୭।୧୦: ସମୁଦ୍ର ଭିତରେ କ୍ରୁଜ ଜାହାଜରେ ଚାଲିଥିବା ଡ୍ରଗ୍ସ ପାର୍ଟି ମାମଲାରେ ରାଉରକେଲାର ୨ଯୁବକଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଗିରଫ କରିଛି। ସେମାନେ ହେଲେ ସିଭିଲଟାଉନଶିପ କ୍ୱାର୍ଟର୍ସ ନଂ. ପି ୨୧ରେ ବାସ କରୁଥିବା ଅଭିନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri