ରାଜ୍ୟ

ଗାନ୍ଧୀ ମାର୍ଗରେ ହେଉ ଗାନ୍ଧୀ ଭବନ

ଅନୁଗୋଳ ଅଫିସ, ୫ା୧୦ ଗାନ୍ଧୀଙ୍କ ସ୍ମୃତି ବହନ କରୁଛି ଅନୁଗୋଳର ଗାନ୍ଧୀ ମାର୍ଗ (୧୯୩୪ର ହୁଲୁରିସିଂହା ଛକରୁ ରାଣୀଗୁଡ଼ା ଆମ୍ବତୋଟା ରାସ୍ତା)। ସେତେବେଳେ ଏହି ପଥରେ ପଡ଼ିଥିଲା ମହାତ୍ମାଙ୍କ ପାଦ। ଏଠାରେ ସାଧାରଣ ସଭାକୁ ସମ୍ବୋଧିତ କରି ବାପୁ ଯାଇଥିଲେ...

୩୫ ବର୍ଷରେ ଚୋରି କରିଥିଲେ ୫ କୋଟି ଟଙ୍କା

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଚୋରି କରିବା ଥିଲା ନିଶା, ଆଉ ପେସା। ବାରମ୍ବାର ଚୋରି କରି ଗିରଫ ହେଉଥିଲେ, ଜେଲ ବି ଯାଉଥିଲେ। ହେଲେ ଜେଲରୁ ବାହାରିବା ପରେ ପୁଣି ସେହି ଧନ୍ଦା ଜାରି ରଖୁଥିଲେ। ଦୀର୍ଘ ୩୫ ବର୍ଷ ଧରି ଓଡ଼ିଶା...

ଏବେ ବି ଝିଅ ନିଖୋଜ

ସମ୍ବଲପୁର,୪ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡ଼ା ମହିଳା ଘାଟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଅଙ୍କୁ ବଞ୍ଚାଇବାକୁ ଯାଇ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଭାସିଯାଇଥିଲେ। ସେମାନେ ହେଲେ ଧନୁପାଲି ଥାନା ପେନସନ୍‌ପଡ଼ାର ବାପା ମହମ୍ମଦ ଅଲତାଫ...

ବନ୍ଧା ହେଲେ ସିଡିପିଓ

ଲାଞ୍ଜିଗଡ଼/ଭବାନୀପାଟଣା, ୪।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସିଡିପିଓ (ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରୀ) ମୀନା କୁମାରୀ ପାତ୍ର ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ସିଡିପିଓ ମୀନା...

ପ୍ଲାଷ୍ଟିକ ପାଣି ଟବ୍‌ରେ ପଡ଼ିଗଲେ ୯ ମାସର ଶିଶୁ

ନବରଙ୍ଗପୁର,୪।୧୦: ଖେଳୁଥିଲେ ଭାଇ ଭଉଣୀ। କିନ୍ତୁ ଛପି ବସିଥିଲା ମୃତ୍ୟୁ। ଖେଳିବାବେଳେ ଏକ ପ୍ଲାଷ୍ଟିକ ପାଣି କୁଣ୍ଡରେ ପଡ଼ିଯିବାରୁ ଜଣେ ୯ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ମୃତକ ହେଲେ ନବରଙ୍ଗପୁର ଥାନା ଅଧୀନ ବଡ଼ଡାଇଭଟ୍ଟା ଗ୍ରାମର ଯୁଗଳ ଭତରାଙ୍କ ପୁଅ...

ବାପା, ଝିଅ ନିଖୋଜ

ସମ୍ବଲପୁର ଅଫିସ,୪।୧୦: ସମ୍ବଲପୁର ଜିଲା ଦଲେଇଗଡ଼ା ମହାନଦୀ ଘାଟରେ ଗାଧୋଇବାକୁ ଯାଇ ବାପ, ପୁଅ ଓ ଝିଅ ଭାସି ଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ ବାହିନୀ ବହୁ ଖୋଜାଖୋଜି ପରେ ପୁଅଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ପୁଅଙ୍କୁ ଜିଲା...

୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି।  ସମୁଦ୍ର ପତ୍ତନଠାରୁ...

ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଛାତ୍ର ଗୁରୁତର ଅଛନ୍ତି। ମୃତକ ଛାତ୍ର ହେଲେ ମୟୂରଭଞ୍ଜ ଜିଲା...

କଠୋର ହେଲା ବିଏମ୍‌ସି

ଭୁବନେଶ୍ୱର,୪।୧୦: ଆଗକୁ ଆସୁଛି ଶୀତ ଋତୁ। ଶୀତରେ କରୋନା ସଂକ୍ରମଣ ବଢିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପୁଣି କୋଭିଡ୍‌ କଟକଣାକୁ କଠୋର କରିଛିି। ବିବାହ, ବ୍ରତ ଓ ଶୁଦ୍ଧି କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ...

ହାଇଦରଙ୍କ ପୁଅଙ୍କୁ ଆଜୀବନ ଜେଲ୍‌

କେନ୍ଦ୍ରାପଡା ଅଫିସ୍‌,୪।୧୦: ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। କେନ୍ଦ୍ରାପଡା ଜିଲା ଦୌରା ଜଜ ଏକ ଶୁଣାଣି କରି ଏହି ଦଣ୍ଡ ଦେଇଛନ୍ତି॥ ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି...

ଏଣିକି ନୂଆ ପଦ୍ଧତିରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪।୧୦(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଯୁକ୍ତ୨ ପରୀକ୍ଷାକୁ ନୂଆ ପଦ୍ଧତିରେ କରିବାକୁ ନିଷ୍ପତ୍ତି ନେଇଛି। ଦୁଇବର୍ଷ ମଧ୍ୟରେ ୬ଟି ଇଣ୍ଟରନାଲ ଓ ୨ଟି ଆନୁଆଲ ପରୀକ୍ଷା ହେବ। ତିନି ମାସକୁ ଥରେ...

ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

ଗଜପତି,୪ା୧୦(ଡି.ଏନ୍‌.ଏ.): ଆଜି ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଗଜପତିର ୧ ଲକ୍ଷ ୩୭ ହଜାର ପରିବାର ଏହି ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ। ଏହା ସହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri