ରାଜ୍ୟ

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼ ନେତା ଭାଜପାରେ ଯୋଗଦେବେ। ବିଜେଡି ଏବେ ସଙ୍କଟରେ, ଦଳ ରହିବ କି ନାହିଁ...

Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି,...

କ’ଣ ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ

ଭୁବନେଶ୍ୱର,୭।୯: ସୁଜିତ କୁମାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପ୍ରସଙ୍ଗରେ ଭାଜପା ବିଧାୟକ ବାବୁ ସିଂ ଏହାକୁ ନେଇ କହିଛନ୍ତି ଶୁଆ ଶାରୀ ଉପାଖ୍ୟାନ । ବିଜେଡିର ନାଁ ନ ନେଇ ବାବୁ ସିଂ କହିଛନ୍ତି, କେଉଁଠି ସେମାନେ...

ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ, କିଏ ଆଉ ଦଳ ଛାଡ଼ିବେ…

ଭୁବନେଶ୍ୱର,୭।୯: ଏମ୍‌ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ । ଦେଇ ସେ କହିଛନ୍ତି, ମୋ ପାଖେ ତଥ୍ୟ ନାହିଁ, କିଏ ଆଉ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଗଣମାଧ୍ୟମ ଜରିଆରେ ବାରମ୍ବାର ଲୋକଙ୍କୁ ସଚେତନତା ବାର୍ତ୍ତା...

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିଛି…

ଭୁବନେଶ୍ୱର,୭।୯: ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି  । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା...

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ ମୁର୍ମୁଙ୍କ ଅଭିଯୋଗ ଅନୁସାରେ ସରପଞ୍ଚ ଭାବେ ସସ୍ମିତା ଓଝା ନିର୍ବାଚିତ ହେବା...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଲ୍‌ ଗଲେ ଜେଲ୍‌ ସୁପରିଟେଣ୍ଡେଣ୍ଟ

ଭୁବନେଶ୍ୱର,୭।୯: ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନର ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ତାଙ୍କୁ ଶନିବାର ଗିରଫ କରାଯାଇଛି। ରାଜ୍ୟରେ ଗତ କିଛି...

‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୯: ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ...

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…

ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri