ରାଜ୍ୟ

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨୯।୯: ବୁଧବାର ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରେଜଲ୍ଟ । ପରୀକ୍ଷାରେ ୪୯ ହଜାର ୨୭୯ ଜଣ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇ ନାମଲେଖା ପାଇ ର଼୍ୟାଙ୍କ ପାଇଛନ୍ତି। ଛାତ୍ରୀଛାତ୍ର ୱେବସାଇଟ www.ojee.nic.in ଓ www.odishajee.comରୁ ନିଜ ର଼୍ୟାଙ୍କ...

ବଳଙ୍ଗା ଥାନା ବିସ୍ଫୋରଣ ଘଟଣା: ଏସ୍‌ଆଇ ନିଲମ୍ବିତ

ପୁରୀ ଅଫିସ,୨୯ା୯: ପୁରୀ ଜିଲା ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ବଳଙ୍ଗା ଥାନା ଏସ୍‌ଆଇ ତଅପୋଇ ନାୟକଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗ ପୁରୀ ଏସ୍‌ପି କନଓ୍ବର ବିଶାଲ ସିଂହ ତାଙ୍କୁ ନିଲମ୍ବନ କରିଛନ୍ତି। ଏହି ଥାନାର ମାଲଖାନା...

ପିପିଲି ଉପନିର୍ବାଚନ ଲାଗି କାଉଣ୍ଟଡାଉନ୍‌ ଆରମ୍ଭ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୯।୯: ଗୁରୁବାର ପିପିଲି ଉପନିର୍ବାଚନ ଲାଗି ଭୋଟଗ୍ରହଣ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବାକୁ ଥିବା ବେଳେ ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚିଛନ୍ତି। ମତଦାନକୁ ଦୃଷ୍ଟିରେ...

୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୯(ବ୍ୟୁରୋ): ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ଦୁଇ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କିଛିଦିନ ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭ ଓ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିଲା। ତେବେ ବୁଧବାର ୩ ଜଣଙ୍କ...

ନାଁକୁ ପଲିଥିନ କଟକଣା

ଭୁବନେଶ୍ୱର,୨୯ା୯(ବ୍ୟୁରୋ):ଗାଁଠାରୁ ସହର, ଯୁଆଡ଼େ ଦେଖିବ ପଲିଥିନର ବହୁଳ ବ୍ୟବହାର ଚାଲିଛି। ଶସ୍ତାରେ ଉପଲବ୍ଧ ହେଉଥିବାରୁ ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକେ ଏହାକୁ ଏକ ଜରୁରୀ ସାମଗ୍ରୀ ଭାବେ ଧରିନେଲେଣି। ତେବେ ସାଧାରଣ ଭାବେ ବ୍ୟବହାର ହେଉଥିବା ପଲିଥିନ ପରିବେଶ...

ବରଗଡ଼ରେ ଚାଞ୍ଚଲ୍ୟ: ଯୁବକଙ୍କ ଗଳା କାଟି ହତ୍ୟା

ବରଗଡ଼ ଅଫିସ,୨୯।୯: ବରଗଡ଼ ସହର ଉପକଣ୍ଠ ଅମ୍ବାପାଲି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ଅତାବିରାର ଏମ୍‌ଡି...

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୨ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ଅଛନ୍ତି। ଏହି ୫୬୫ ଜଣଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ହାଇ ପ୍ରୋଫାଇଲ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଯାଉଥିଲେ। ରାଜ୍ୟରୁ ରାଜ୍ୟ ବୁଲି...

ଲଘୁଚାପ: ୪ ଯାଏ ବର୍ଷିବ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର...

କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ହଜାର ଟଙ୍କା

ଭୁବନେଶ୍ୱର, ୨୯।୯(ବ୍ୟୁରୋ):କରୋନାରେ ମୃତ୍ୟୁ ହୋଇଥିଲେ ପରିବାରକୁ ମିଳିବ ୫୦ ହଜାର ଟଙ୍କା। ଏହି ସହାୟତା ଦେବେ ରାଜ୍ୟ ସରକାର। ଏନେଇ ଡିଏମ୍‌ଇଟି ଡା. ସିବିକେ ମହାନ୍ତି ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସହାୟତା ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri