ରାଜ୍ୟ

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ନଦୀର ଜଳପତ୍ତନ ହ୍ରାସ ପାଇଛି। ସୁରକ୍ଷିତ ସ୍ଥାନରେ ଆଶ୍ରୟ...

ହାତୀଗୋଠରେ୨ ନୂଆ ଅତିଥି

ଚମ୍ପୁଆ,୨୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଜାମୁଦଲକ ଜଙ୍ଗଲରେ ରହିଥିବା ହାତୀପଲ ମଧ୍ୟରେ ଗୁରୁବାର ସକାଳୁ ୨ ଶାବକ ଜନ୍ମ ନେଇଛନ୍ତି। ଗୋଟିଏ ମାଈହାତୀ ପ୍ରସବ ବେଦନାରେ ଛଟପଟ ହେଉଥିବା ସୂଚନା ମିଳିଛି। ବନବିଭାଗ, ପୋଲିସ ଓ ପ୍ରାଣୀଧନ...

ସୁବର୍ଣ୍ଣରେଖାରେ ପୁଣି ବନ୍ୟା -୨୫ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୪।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡ ରାଞ୍ଚତ୍ ମାଳଭୂମି ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହୁଥିବାରୁ ପ୍ରବଳ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଚାନ୍ଦିଲି ଡ୍ୟାମ୍‌ ସହିତ ଗାଲୁଡିହି, କରକାଇ, ବାଙ୍କବଲ ଆଦି ଜଳାଧାରରୁ ଉଦ୍‌ବୃତ୍ତ ବର୍ଷାଜଳ ପର୍ଯ୍ୟାୟକ୍ରମେ ସୁବର୍ଣ୍ଣରେଖାକୁ ନିଷ୍କାସିତ ହେଉଛି।...

କମୁଛି ଜଳକା : ଦୁର୍ଦ୍ଦଶାରେ ୪୧ ଗାଁ ବାସିନ୍ଦା

ବସ୍ତା/ରୂପ୍‌ସା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ବୁଧବାର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ଗୁରୁବାର ଜଳସ୍ତର ବିପଦସଂକେତ ଉପରେ ପ୍ରବାହିତ ହେଉଥିଲେ ହେଁ ବୁଧବାର ଅପେକ୍ଷାକୃତ ହ୍ରାସ ପାଇଥିବାରୁ ବନ୍ୟା ଆଶଙ୍କା ନାହିଁ। ବସ୍ତା ବ୍ଲକର...

ଜାଲରେ ପଡୁନାହାନ୍ତି ବଡ଼ ଇଲିଶି

ଭୋଗରାଇ, ୨୪।୯(ଡି.ଏନ.ଏ.)- କଥାରେ ଅଛି ଚାକିରି କରିବ ପୋଲିସ, ମାଛ ଖାଇବ ଇଲିଶି। ଇଲିଶି ନଁା ଶୁଣିଲେ ଆମିଷ ପ୍ରେମୀଙ୍କ ପାଟିରୁ ଲାଳ ଗଡ଼େ। ଇଲିଶି ମାଛର ସ୍ବାଦ ଅନ୍ୟ ମାଛଠାରୁ ନିଆରା ହୋଇଥିବାରୁ ଏହାର ଚାହିଦା ଅଧିକ। କିନ୍ତୁ...

କଳିଙ୍ଗରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୪।୯(ସ୍ପୋଟର୍‌ସ ବ୍ୟୁରୋ):ଭୁବନେଶ୍ୱରରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ମେଗା ଇଭେଣ୍ଟ। ଆଉ ଠିକ୍‌ ଦୁଇମାସ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଆୟୋଜନ ହେବ। ଗୁରୁବାର ଆୟୋଜିତ ଏକ...

ଦ୍ୱିତୀୟ ଡୋଜ୍‌ ନେଉନାହାନ୍ତି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଟିକାକରଣକୁ ବିଶ୍ୱବ୍ୟାପୀ ଗୁରୁତ୍ୱ ଦିଆଯାଉଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହାକୁ ନେଇ ଏକପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଥିଲା। ଏବେ ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁୁ ସେତେଟା ଆଗ୍ରହ ପ୍ରକାଶ ପାଉନାହିିଁ।...

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା ମହିଁଷାଳି ପୋଲ ନିକଟ ସମୁଦ୍ର ଭିତରେ ଫସିଯାଇଥିବା ସୂଚନା ମିଳିଛି। ଗତ ଏପ୍ରିଲରେ...

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ ଜିଲା ବିଜେପୁର ତାଳପଦର ଗ୍ରାମର ଯୁଧିଷ୍ଠିର ପ୍ରଧାନ(୩୬)। ତାଙ୍କ ନିକଟରୁ ପୋଲିସ ୨ମୋବାଇଲ୍‌,...

ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ

ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର...

ଦୁବାଇରୁ ଓଡ଼ିଶା ଯାଏ ଚାଲିଛି ଆଇପିଏଲ୍‌ ବେଟିଂ

ଝାରସୁଗୁଡ଼ା ଅଫିସ,୨୩ା୯: ଦୁବାଇରେ ଆଇପିଏଲ୍‌ କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ପୂରା ଦେଶରେ ସକ୍ରିୟ ହୋଇ ଉଠିଛି ବେଟିଂ ର଼୍ୟାକେଟ୍‌। ଝାରସୁଗୁଡ଼ାରେ ଏହାର ଲିଙ୍କ୍‌ ଉନ୍ମୋଚନ କରିବାରେ ସଫଳ ହୋଇଛି ପୋଲିସ। ବେଟିଂରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...

ଦୂତୀ – ପୋଲିସ ଅଧିକାରୀ ମୁହାଁମୁହିଁ

ରସୁଲପୁର,୨୩।୯(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଧୀନ  ଚକଗୋପାଳପୁର ଗାଁର ଚାନ୍ଦ ସାହିରେ ଖୁଦୁରୁକୁଣି ମେଢ଼ ଭସାଣିକୁ ନେଇ ବିବାଦ ସୃଷ୍ଟି ହୋଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କରି ସାହିର ଯୁବତୀଯୁବକ ଡିଜେ ବଜାଇ ନାଚଗୀତ କରୁଥିବାରୁ ପୋଲିସ ପହଞ୍ଚତ୍...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri