ରାଜ୍ୟ

ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ମୁଣ୍ଡା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଏପରି ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଛି। ମଙ୍ଗଳବାର ମୃତଦେହକୁ ସ୍ତ୍ରୀ ସ୍ବର୍ଗରଥରେ ନେଇଯାଉଥିବାବେଳେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ...

କୃଷି ପ୍ରଗତି ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଏବଂ ବିଲ୍‌ ଓ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନ ମଧ୍ୟରେ ମଙ୍ଗଳବାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏହା ମାଧ୍ୟମରେ ଗେଟ୍‌ସ ଫାଉଣ୍ଡେଶନ ଓ ଏହାର ଭାଗୀଦାରମାନେ କୃଷି ଡାଟା ସିଷ୍ଟମ୍‌,...

୫୫ନଂ.ଏନ୍‌ଏଚ୍‌ ସମ୍ପ୍ରସାରଣ ସରୁନାହିଁ

ଯାଜପୁର ଅଫିସ,୨୨।୯: କଟକ-ଅନୁଗୋଳ ଓ ସମ୍ବଲପୁର-ଅନୁଗୋଳ ସେକ୍ସନ ୫୫ ନଂ. ଜାତୀୟ ରାଜପଥ(ଏନ୍‌ଏଚ୍‌) ୪ ଲେନ୍‌ ସମ୍ପ୍ରସାରଣ କାମର ଅଗ୍ରଗତି ବାଧାପ୍ରାପ୍ତ ହେଉଛି। ଠିକାସଂସ୍ଥା ଗାୟତ୍ରୀର ଦୁର୍ବଳ ଆର୍ଥିକ ପରିଚାଳନା ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏହାବାଦ୍‌...

ଶିଶୁ ଅଧିକାର ସୁରକ୍ଷା ପାଇଁ ବିଧାନସଭା ଫୋରମ୍‌ ହେବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ଶିଶୁ ଅଧିକାର ସୁରକ୍ଷା ସହ ସେମାନଙ୍କ ଶିକ୍ଷା, ଦକ୍ଷତାର ବିକାଶ, ଶିଶୁର ମାନସିକ ବିକାଶ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି ସକାଶେ ଓଡ଼ିଶାରେ କର୍ନାଟକ ଭଳି ବିଧାନସଭା ଫୋରମ୍‌ ଗଠନ କରାଯିବ। ମଙ୍ଗଳବାର ବାଚସ୍ପତିଙ୍କ ପ୍ରକୋଷ୍ଠରେ ବାଚସ୍ପତି...

ରପ୍ତାନିରେ ୧ଲକ୍ଷ କୋଟିରେ ପହଞ୍ଚିବ ଓଡ଼ିଶା

ଭୁବନେଶ୍ୱର,୨୨।୯: ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ ପରିସରରେ ବାଣିଜ୍ୟ ଉତ୍ସବ ଆୟୋଜିତ ହୋଇଯାଇଛି ା ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର...

କାଲି ବାଘ, ଆଜି ଚିତା ବିରାଡ଼ି

ଭୁବନେଶ୍ୱର, ୨୨।୯(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌, ଡବ୍ଲ୍ୟୁସିସିବି ଓ ବାରିପଦା ବନଖଣ୍ଡ ସୋମବାର ବାରିପଦାଠାରେ ମିଳିତ ଚଢ଼ାଉ କରି ଦୁଇଜଣଙ୍କୁ ଗିରଫ କରିବା ସହ ବାଘଛାଲ ଜବତ କରିଥିଲା। ଜବତ ଛାଲକୁ ଗଣମାଧ୍ୟମ ସମ୍ମୁଖରେ ରଖି ତାହା ଏକ ଛୁଆ କଲରାପତରିଆ...

ଭାଜପା ପତାକା ଚିରି ଗାଡ଼ି ଭାଙ୍ଗିଲେ

ପିପିଲି/ଡେଲାଙ୍ଗ,୨୨।୯(ସ୍ବ.ପ୍ର./ଡି.ଏନ୍‌.ଏ.):ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ପ୍ରଚାର ଆରମ୍ଭ ହୋଇଛି। ୩୦ତାରିଖରେ ଭୋଟ ହେବାକୁ ଥିବାରୁ ପ୍ରଚାର ପାଇଁ ହାତରେ ଆଉ ମାତ୍ର ୭ଦିନ । ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ପକ୍ଷରୁ ପ୍ରଚାର ଜୋରଦାର...

୧୦ ଜିଲାର ଏସ୍‌ଏଚ୍‌ଜିଙ୍କୁ ଦକ୍ଷତା ତାଲିମ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ମିଳିତ ଜାତିସଂଘ ମହିଳା (ୟୁଏନ୍‌ ଓ୍ବିମେନ୍‌)ର ଭାରତ ପ୍ରତିନିଧି ସୁଶାନ ଜେନ୍‌ ଫର୍ଗୁଶନ୍‌ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କ ନେତୃତ୍ୱରେ ଆସିଥିବା ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କୁ...

୧୧ ସହରାଞ୍ଚଳରେ ସ୍ଥାପନ ହେବ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୨୨।୯ବ୍ୟୁରୋ):  ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡ୍‌ସି) ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦.୬୫ କୋଟି ଟଙ୍କାର ପ୍ରକଳ୍ପକୁ ସବୁଜ ସଙ୍କେତ...

ଚତୁର୍ଥ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍‌ ମାଣ୍ଡବ୍ୟ ଉନ୍ମୋଚନ କରିଥିବା ଏହି ରିପୋର୍ଟ ଅନୁଯାୟୀ ଖାଦ୍ୟ ସୁରକ୍ଷାରେ ଗୁଜରାଟ...

ଆରମ୍ଭ ହେଲା ମୁକୁଳା ନାଳ ସମୀକ୍ଷା: ପଡ଼ିବ ସ୍ଲାବ, ବଦଳିବ ଡିଜାଇନ୍‌

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ ସବୁ ଜିଲାରେ ମୁକୁଳା ପଡିଥିବା ସବୁ ଡ୍ରେନ ଉପରେ ସ୍ଲାବ ପଡିବା ନେଇ...

ଦୁବାଇରୁ ଆସୁଥିଲା ଟଙ୍କା

କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri