ରାଜ୍ୟ

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭବାନୀପାଟଣା/ଥୁଆମୂଳ ରାମପୁର,୬।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତୀ ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି...

ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼

ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ। ଶୁକ୍ରବାର ମଧ୍ୟାହ୍ନରେ ଏପରି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଶାନ୍ତିନଗର ଅଞ୍ଚଳରେ। ଗୁଳି...

ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ...

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର,୬।୯: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି। ରାଜ୍ୟରେ ପ୍ରାୟ...

‘ମୁଁ ଆଗ ଇସ୍ତଫା ଦେଇଥିଲି ବହିଷ୍କାର ଶୁଣି ହସମାଡ଼ୁଛି’

ଭୁବନେଶ୍ୱର,୬।୯: ଭାଜପାରେ ମିଶିବା ପରେ ସୁଜିତ କୁମାର ପ୍ରତିକ୍ରିୟା ରଖିଛନ୍ତି। ବହିଷ୍କାର ନେଇ ସେ କହିଛନ୍ତି, ଇସ୍ତଫା ପରେ ବହିଷ୍କାର ହାସ୍ୟାସ୍ପଦ । ଆଗ ମୁଁ ବିଜେଡିରୁ ଇସ୍ତଫା ଦେଇଥିଲି। ଏ ସଂପର୍କରେ ମୋ ଇ-ମେଲ୍ରେ ପ୍ରମାଣ ରହିଛି। ଇସ୍ତଫା...

ସୁଜିତ୍‌ଙ୍କ ବିସ୍ଫୋରକ ବୟାନ: କହିଲେ ଦୁଇ ନେତାଙ୍କ ପାଇଁ…

ଭୁବନେଶ୍ୱର,୬ା୯: ଭାଜପାରେ ମିଶିବା ପରେ ସୁଜିତ୍‌ କୁମାର ବିସ୍ଫୋରକ ବୟାନ ଦେଇଛନ୍ତି। ସୁଜିତ୍‌ କହିଛନ୍ତି, ମୋତେ ଦୁଇ ନେତାଙ୍କ ଗୋଲାମୀ ପାଇଁ ବାଧ୍ୟ କରାଯାଉଥିଲା। ପ୍ରାୟ ଦେଢ଼ବର୍ଷ ହେଲା ଦଳରେ ମୋତେ ଅଣଦେଖା କରାଯାଉଥିଲା। କୌଣସି ଦଳୀୟ କାର୍ଯ୍ୟରେ ମୋତେ...

ନବୀନ, ପାଣ୍ଡିଆନଙ୍କ ନାଁରେ ଦୁର୍ନୀତି ଅଭିଯୋଗ: ଝୋଟ ବ୍ୟାଗ୍‌ରେ ହୋଇଥିଲା….

ଭୁବନେଶ୍ୱର,୬।୯: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ  କାର୍ତ୍ତିକ ପାଣ୍ଡିଆନଙ୍କ ନାଁରେ ଦୁର୍ନୀତି ଅଭିଯୋଗ ହୋଇଛି  । ଏ ନେଇ ଜଣେ ଆଇନଜୀବୀ ଭିଜିଲାନ୍ସ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମୋ ସ୍କୁଲ ଓ ଝୋଟ ବ୍ୟାଗ ବଣ୍ଟନରେ କୋଟି...

ଦିନକୁ ୧୫ ମୁଣ୍ଡ ନେଉଛି ସଡ଼କ ଦୁର୍ଘଟଣା: ଏହି ଜିଲାରେ ସର୍ବାଧିକ ମୃତ୍ୟୁ

ଭୁବନେଶ୍ୱର, ୬।୯: ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଦିନକୁ ଦିନ ବଢିବାରେ ଲାଗିଛି। ସଡକ ଦୁର୍ଘଟଣାରେ ଦିନକୁ ପ୍ରାୟ ୧୫ ଜଣଙ୍କ ପ୍ରାଣହାନୀ ଘଟୁଛି। ୨୦୨୩ରେ ୫ ହଜାର ୬୯୬ ଜଣଙ୍କର ସଡ଼କ ଦୁର୍ଘଟଣା ମୃତ୍ୟୁ ଘଟିଛି। ବିଧାନସଭାରେ ପ୍ରଶ୍ନକାଳରେ ବିଜେଡି...

ରାଜ୍ୟରେ ୫ ବର୍ଷରେ ୫୭୨ ଆଦିବାସୀ ଛାତ୍ରୀ, ମହିଳା ହୋଇଛନ୍ତି ବଳାତ୍କାରର ଶିକାର: ଫଇସଲା ହୋଇଥିବା ମାମଲା ସଂଖ୍ୟା….

ଭୁବନେଶ୍ୱର,୬।୯ : ରାଜ୍ୟରେ ୫ ବର୍ଷରେ ୫୭୨ ଆଦିବାସୀ ଛାତ୍ରୀ ଓ ମହିଳା ବଳାତ୍କାରର ଶିକାର ହୋଇଛନ୍ତି । ଶୁକ୍ରବାର ବିଧାନ ସଭାରେ ଜୟପୁର ବିଧାୟକଙ୍କ ପ୍ରଶ୍ନରେ ଏସ୍‌ସି/ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଏନେଇ ଉତ୍ତର ରଖିଛନ୍ତି। ତେବେ ଥାନାରେ ରୁଜୁ...

ଭାଜପାରେ ସାମିଲ ହେବା ପରେ ଆସିଲା ସୁଜିତଙ୍କ ପ୍ରତିକ୍ରିୟା: ଇସ୍ତଫା ଦେବାର ବଡ଼ କାରଣ ଖୋଲିକି କହିଦେଲେ

ଭୁବନେଶ୍ୱର,୬।୯: ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି ସୁଜିତ କୁମାର । ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ବିଜେପିରେ ଯୋଗ ଦେବା ପରେ ସୁଜିତ କହିଛନ୍ତି, ମୁଁ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ...

ପାଇଖାନା ଟାଙ୍କିରେ ଚାଲିଗଲା ୩ ଜୀବନ

ବାରଙ୍ଗ,୬ା୯(ଲିଙ୍ଗରାଜ ରାଉତ): ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ନରଣପୁରଠାରେ ନୂତନ ଭାବରେ ନିର୍ମାଣ ହୋଇଥିବା କୋଠାଘର ପାଇଖାନା...

ପଦ୍ମ ଧରିଲେ ସୁଜିତ

ଭୁବନେଶ୍ୱର,୬।୯:ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ।ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଥିଲା । ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri