ରାଜ୍ୟ

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ୩ କଟ୍‌ଅଫ୍‌ ମାର୍କ

ଭୁବନେଶ୍ୱର,୯।୯(ବ୍ୟୁରୋ): ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଏହି ତାଲିକାରେ ସବୁଠୁ ଆଗରେ ରହିଛି ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ। ଭୂଗୋଳରେ କଟ୍‌ଅଫ୍‌ ମାର୍କ ୯୫.୨୦ ଥିବାବେଳେ, ପଦାର୍ଥ ବିଜ୍ଞାନରେ ୯୬.୪୦,...

ବଢୁଛି ସଂକ୍ରମଣ, ଚିନ୍ତାରେ ଅଭିଭାବକ

ଭୁବନେଶ୍ୱର,୯।୯(ବ୍ୟୁରୋ) ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ହଜାରେ ତଳକୁ ରହୁଥିବା ବେଳେ, ପିଲାଙ୍କ ସଂକ୍ରମଣ ଚିନ୍ତା ବଢାଇବାରେ ଲାଗିଛି। ଦୈନିକ ଶହେରୁ ଊର୍ଦ୍ଧ୍ୱ ଶିଶୁ ଓ କିଶୋର ଚିହ୍ନଟ ହେଉଛନ୍ତି। ବୁଧବାର ରାଜ୍ୟରୁ ୧୮ବର୍ଷରୁ କମ୍‌ ୧୦୨ଜଣ ସଂକ୍ରମିତ ହୋଇଥିବାବେଳେ...

ଋଣ ବୋଝ ନେଲା ଚାଷୀଙ୍କ ଜୀବନ

ବରୀ,୯ା୯(ଡି.ଏନ.ଏ.): ସରକାର ଚାଷୀଙ୍କ ବିକାଶ ପାଇଁ ଅନେକ ଯୋଜନା କରୁଛନ୍ତି। ଏ ସବୁ ସତ୍ତ୍ୱେ ଚାଷୀ ଅବହେଳାର ଶିକାର ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଉଛନ୍ତି। ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବୋଦୁଅ ପଞ୍ଚାୟତ କନ୍ତିଆ ଗ୍ରାମରେ...

ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି: ଦୁର୍ବୃତ୍ତ ଝାମ୍ପିନେଲେ ବ୍ୟାଗ; ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିଲେ ବ୍ୟବସାୟୀ

କଟକ ସଦର,୯।୯(ଡି.ଏନ୍‌.ଏ.): ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି। ଏଭଳି ଘଟଣା ଘଟିଛି କଟକ ଜିଲା କନ୍ଦରପୁର ଥାନା ଅଥଙ୍ଗାରେ ନିକଟରେ। ଏଥିରେ ଜଗତସିଂହପୁର ଜିଲା କେନ୍ଦାଳ ଗ୍ରାମର କ୍ଷୀରୋଦ ସାହୁ ନାମକ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି।...

ପ୍ରକାଶ ପାଇବ ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର,୯।୯ (ବ୍ୟୁରୋ) : ଗୁରୁବାର ଅପରାହ୍ନ ୪ଟାରେ ଯୁକ୍ତ ୩ ଆଡମିଶନ ପାଇଁ ପ୍ରଥମ ପଯର୍‌ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଫିସିଆଲ ଓ୍ବେବସାଇଟର ସୂଚନା ଅନୁଯାୟୀ, ଏହି ତାଲିକା ଷ୍ଟୁଡେଣ୍ଟ...

ବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଧାନସଭା ମୁଲତବୀ

ଭୁବନେଶ୍ୱର,୯ା୯(ବ୍ୟୁରୋ): ଗୁରୁବାର ମୌସୁମୀ ଅଧିବେଶନର ଶେଷଦିନ। ତଥାପି ସ୍ବାଭାବିକ ଭାବେ ଚାଲିପାରୁନି ଗୃହକାର୍ଯ୍ୟ। ଆଜି ପ୍ରଶ୍ନକାଳ ଆରମ୍ଭରୁ ଦୁଷ୍ମନ୍ତ ମୃତ୍ୟୁ ଏବଂ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ହୋ-ହଲ୍ଲା କରିଥିଲେ ବିରୋଧୀ। ବାଚସ୍ପତିଙ୍କ ପୋଡିୟମ ତଳେ ଉଭୟ ଭାଜପା ଏବଂ...

ଆଜି କରୋନା ନେଲା ୮ ଜୀବନ

ଭୁବନେଶ୍ୱର,୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୦୭୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ୧୧୭ ପିଲା କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ ଅଛନ୍ତି। ଏହି ୭୭୧ଜଣଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୬ଟି...

୭ଦିନରେ ୭୯୪ ପିଲା ସଂକ୍ରମିତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାରେ ତଳେ ରହୁଛି। ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି। କେବଳ ୭ ଦିନରେ ୭୯୪ ଶିଶୁ ଓ କିଶୋର ଆକ୍ରାନ୍ତ ହୋଇଥିବାବେଳେ ଶେଷ ୨୪ ଘଣ୍ଟାରେ...

ବାଚସ୍ପତିଙ୍କୁ ଗୃହକୁ ଛାଡ଼ିଲେନି

ଭୁବନେଶ୍ୱର,୯।୯(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କଲେ ନାହିଁ। ଏହାକୁ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହୁଲସ୍ଥୂଲ କରିଛନ୍ତି। ମୁଲତବୀ ଗ୍ରହଣ କର, ନଚେତ୍‌ ଗୃହ ଚଳାଇ ଦେବୁନାହିଁ। ଏଭଳି ଜିଦ୍‌ରେ...

ଖୋଜି ଖୋଜି ୩ ମାଓବାଦୀଙ୍କୁ ଧରିଲେ

ମାଲକାନଗିରି,୮ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନବେଳେ ମାଓବାଦୀଙ୍କ ଏକ ସ୍ମାରକୀ ସ୍ତୂପକୁ ଭଙ୍ଗାଯିବା ସହ ବିଜାପୁର ଜିଲା ବାସାଗୁଡ଼ା ଥାନା ମୁରୁଦଣ୍ଡାପଟେଲପାରା ଜଙ୍ଗଲରୁ ୩ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଜାଗରଗୁଣ୍ଡାର...

ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଗଲା ଜୀବନ

କଟକ ଅଫିସ୍‌,୮।୯: ବିଧାନସଭା ଆଗରେ ବୁଧବାର ହାତ କାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ଜଗତସିଂହପୁର ଜିଲା କୁଜଙ୍ଗର ଦୁଷ୍ମନ୍ତ ଦାସ । ସେ କଟକ ଏସ୍‌ସିବି ମେଡିକାଲରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri