ରାଜ୍ୟ

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ:ପିପିପି ମୋଡ୍‌ରେ ଖୋଲାଯିବ ଶୀତଳଭଣ୍ଡାର

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୨୦୨୪-୨୫ ଆର୍ଥିକ ବର୍ଷର ଖର୍ଚ୍ଚଦାବିକୁ ଗୁରୁବାର ବିଧାନସଭାରେ ଅନୁମୋଦନ ମିଳିଛି। ଏହି ବିଭାଗର ଆଲୋଚନା ପରେ ଏହା ଉପରେ ଉତ୍ତର ରଖିବା ସମୟରେ ବିଭାଗୀୟ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ବିରୋଧୀଙ୍କ...

ସୁଭଦ୍ରା ଯୋଜନା ଅପଡେଟ୍‌: ଗାଇଡ୍‌ଲାଇନରେ ପରିବର୍ତ୍ତନ ଆଣିଲେ ସରକାର, ଏଣିକି ଏହି ଆଧାରରେ ହେବ ଆବେଦନ

ଭୁବନେଶ୍ୱର,୬।୯: ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଏହି ସମୟରେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ ନମ୍ବର ଲିଙ୍କ...

ତାମିଲବାବୁଙ୍କୁ ଧନ୍ୟବାଦ ଦେଲେ ଭାଜପା ନେତା: କହୁ କହୁ କହିଦେଲେ….

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ଶସକ୍ତୀକରଣ ବିଭାଗର ଖର୍ଚ୍ଚଦାବି ଆଲୋଚନା ବେଳେ ବିରୋଧୀ ଓ ଶାସକ ଦଳ ସଦସ୍ୟମାନେ କଥା କଟାକଟି ହେବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଆଲୋଚନା ସମୟରେ ଶାସକ ଦଳ ସଦସ୍ୟ ବିଭୂତି ଭୂଷଣ...

ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍‌

କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ ସ୍ବାଇଁଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ...

ରେଭେନ୍‌ଶାଙ୍କ ପରେ ଫକୀରମୋହନଙ୍କ ପାଳି

ଭୁବନେଶ୍ୱର,୬।୯(ଅନିଲ ଦାସ): ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ଭାଜପା ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଶଙ୍ଖଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି...

ଆକ୍ସନ ମୋଡ୍‌ରେ ନବୀନ: ସିଧାସିଧା କହିଦେଲେ ୱକଫ୍‌ ବିଲ୍‌କୁ ବିରୋଧ କରିବ ବିଜେଡି

ଭୁବନେଶ୍ୱର,୬।୯(ଅନିଲ ଦାସ):ଏ ଦେଶ ଆମର, ଏ ମାଟି ଆମର। ଏହି ଭାବନା ନେଇ ଭାରତ ତଥା ପ୍ରିୟ ଓଡ଼ିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟାଲଘୁ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି। ଗୁରୁବାର ଶଙ୍ଖ...

ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଏଭଳି କାର୍ଯ୍ୟ କରିବାକୁ ଯାଉଛନ୍ତି ମୋହନ ମାଝୀ

ସମ୍ବଲପୁର,୭।୯ (ଭବାନୀ ଶଙ୍କର ଭୋଇ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୮ ତାରିଖ ସମ୍ବଲପୁର ଗସ୍ତରେ ଆସି ନୂଆଖାଇ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ୮ ତାରିଖ ପୂର୍ବାହ୍ନ ୧୧ଟା ୩୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ...

ବଜ୍ରପାତ ସହ ବର୍ଷା: ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬ା୯ (ଅନୁରାଧା ମହାରଣା):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଦୁଇଦିନ ଧରି ଉତ୍ତର ଦିଗରେ ଗତି କରିବ। ଏହାର ପ୍ରଭାବରେ ଗୁରୁବାରଠାରୁ ବର୍ଷା ପରିମାଣ ବଢିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର...

ହିତାଧିକାରୀଙ୍କୁ ସଚେତନ କରିବା ପାଇଁ ଗାଁ ଗାଁ ଗଡିବ ସୁଭଦ୍ରା ରଥ

ଭୁବନେଶ୍ୱର,୫ା୯: ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଗୁରୁବାର ସଂଧ୍ୟା ସୁଦ୍ଧା କାର୍ଯ୍ୟ ଅଗ୍ରଗତି କିପରି ରହିଛି , ସେ ସଂପର୍କରେ ରାଜସ୍ୱ ଆୟୁକ୍ତ,ଜିଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଭାସୀ...

ନୂଆଁଖାଇ ପାଇଁ ଏହି ସବୁ ଜିଲାରେ ଛୁଟି

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏନେଇ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଅନ୍ୟପକ୍ଷେ ନୂଆଁଖାଇ ପାଇଁ ଆସନ୍ତା ୧୦ ତାରିଖରେ ବଲାଙ୍ଗୀର ଓ ନୂଆପଡ଼ା ଜିଲା ପାଇଁ ଛୁଟି ଘୋଷଣା କରିଛନ୍ତି ଉତ୍ତରାଞ୍ଚଳ ଆର୍‌ଡିସି। ପଶ୍ଚିମ...

ଆବେଦନ ଲାଗି ଟଙ୍କା ମାଗିବାରୁ ୨ ଜନସେବା କେନ୍ଦ୍ର ଉପରେ କଡା କାର୍ଯ୍ୟାନୁଷ୍ଠାନ: ଅଙ୍ଗନୱାଡି କର୍ମୀଙ୍କ ଦରମା ବନ୍ଦ

କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): ରାଜ୍ୟ ସରକାରଙ୍କ ବହୁଚର୍ଚ୍ଚିତ ସୁଭଦ୍ରା ଯୋଜନା କାର୍ଯ୍ୟକାରିତାରେ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ବାଧା ସୃଷ୍ଟି ହୋଇଛି। ଏପରି ଅଭିଯୋଗ ପରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ସହ ୩ ଜଣଙ୍କ ଉପରେ ଗୁରୁବାର...

ସୁଭଦ୍ରା ଫର୍ମ ପାଇଁ ଟଙ୍କା ମାଗିଲେ କାର୍ଯ୍ୟାନୁଷ୍ଠାନ, ଜିଲାପାଳଙ୍କୁ ନିର୍ଦ୍ଧେଶ

ଭୁବନେଶ୍ୱର,୫।୯: ସୁଭଦ୍ରା ଫର୍ମ ପାଇଁ ଟଙ୍କା ମାଗିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ବିଭିନ୍ନ ଜିଲାରୁ ଫର୍ମ ପାଇଁ ଟଙ୍କା ମଗାଯାଉଥିବାର ଅଭିଯୋଗ ଆସିବା ପରେ ୭ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ମହିଳା ଓ ଶିଶୁ ବିକାଶ ବିଭାଗର ଅତିରକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri