ରାଜ୍ୟ

ସରକାର ମରୁଡ଼ି ସ୍ବୀକାର କରନ୍ତୁ: ବିରୋଧୀ

ଭୁବନେଶ୍ୱର,୭।୯(ବ୍ୟୁରେ): ରାଜ୍ୟରେ ସ୍ବଳ୍ପ ବର୍ଷା ଯୋଗୁ ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷକାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଏହାକୁ ନେଇ ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି। ମରୁଡ଼ି ପରିସ୍ଥିତିକୁ ନେଇ ରାଜ୍ୟ...

୨ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଦେଇଛି ୪୦୫ କୋଟି

ଭୁବନେଶ୍ୱର,୭।୯(ବ୍ୟୁରୋ): କୋଭିଡ୍‌ ସମୟରେ ଗତ ୨ ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪୦୫ କୋଟି ଟଙ୍କା ଦେଇଛନ୍ତି। ସୋମବାର ବିଜେଡି ସଭ୍ୟ ମୌଷଧୀ ବାଗଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୦୬୨କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ଅନୁଗୋଳ, କଟକ, ଖୋର୍ଦ୍ଧାରୁ ୨ ଲେଖାଏ ଓ ପୁରୀରୁ ଜଣେଅଛନ୍ତି।

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୩ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ...

୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ୍‌ରେ ମରିଛନ୍ତି ୮୦୨୮

ଭୁବନେଶ୍ୱର, ୭।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ମୃତ୍ୟୁକୁ ନେଇ ସବୁବେଳେ ଦ୍ୱନ୍ଦ୍ୱ ଲାଗି ରହିଛି। ରାଜ୍ୟ ସରକାର ଦେଉଥିବା ତଥ୍ୟ ଠିକ୍‌ ନୁହେଁ ବୋଲି ବିରୋଧୀ ଅଭିଯୋଗ କରିଆସୁଛନ୍ତି। ତେବେ ସରକାର ଦୈନିକ ଯେଉଁ ତଥ୍ୟ ଦେଉଛନ୍ତି ତା’ଠାରୁ ଢେର ଅଧିକ...

୩୨୦୬.୮୮ କୋଟି ଜିଏସ୍‌ଟି କ୍ଷତିପୂରଣ ମିଳିନି

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ବାବଦରେ କେନ୍ଦ୍ର ନିକଟରେ ୮୬୮୮.୧୯ କୋଟି ଟଙ୍କାର କ୍ଷତିପୂରଣ ଦାବି କରିଥିଲେ। ସେଥିମଧ୍ୟରୁ ରାଜ୍ୟ ସରକାର ୧୬୫୯.୩୧ କୋଟିର କ୍ଷତିପୂରଣ ପାଇଥିବା ବେଳେ...

ଓଡ଼ିଶାରେ ୬୦% ଟିକାକରଣ

ଭୁବନେଶ୍ୱର, ୭।୯(ବ୍ୟୁରୋ):  ଓଡ଼ିଶାରେ ପ୍ରଥମ ଡୋଜ୍‌ ଟିକାକରଣ ୬୦% ରହିଛି। ତେବେ ଦେଶରେ ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶ ଯୋଗ୍ୟ ହିତାଧିକାରଙ୍କୁ ଶତ ପ୍ରତିଶତ ଟିକାକରଣ କରିବାରେ ସଫଳତା ହାସଲ କରିଛି। ଏଥିପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଜଗଦୀଶ, ଜୟନ୍ତ ପାଇବେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’

ଭୁବନେଶ୍ୱର, ୭।୯ (ବ୍ୟୁରୋ): ଇମ୍ଫା ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ୨୦୨୧ ମସିହା ପାଇଁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଘୋଷଣା ହୋଇଛି। କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ବରିଷ୍ଠ ଚିତ୍ରକର ଜଗଦୀଶ ଚନ୍ଦ୍ର କାନୁନ୍‌ଗୋ ଓ ପ୍ରସିଦ୍ଧ...

ନୂତନ ଥାନା, ଫାଣ୍ଡି ଦାବିରେ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଅପରାଧ ବଢ଼ିଚାଲିଛି। ଏଥିସହିତ ରାଜ୍ୟରେ ପୋଲିସ କର୍ମଚାରୀଙ୍କ ଅଭାବ ରହିଛି। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ସଭ୍ୟମାନେ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନସଂଖ୍ୟା ବଢୁଥିବାରୁ ରାଜ୍ୟରେ ଖାଲିଥିବା ପୋଲିସ...

ବଢୁଛି ମହିଳା ବିରୋଧୀ ହିଂସା

ଜ୍ଞାନକୌଶଳ ବଳରେ ରାଜ୍ୟ ତଥା ଦେଶରେ ଯେତେ ପ୍ରଗତି ହେଲେ ମଧ୍ୟ ଅପରାଧ କମିପାରୁନାହିଁ। ବିଶେଷକରି ମହିଳା ବିରୋଧୀ ହିଂସା ଉପରେ ଲଗାମ ଲାଗିପାରୁନାହିଁ। ଜନସଂଖ୍ୟା ତୁଳନାରେ ଅପରାଧ ହ୍ରାସ ପାଇଁ ଆବଶ୍ୟକ ଭିତ୍ତିଭୂମି ଉପଲବ୍ଧ କରିବାରେ ସରକାର ବିଫଳ...

ସଂରକ୍ଷଣ ସୀମା ୫୦% ଟପିବନି

ସଂରକ୍ଷଣ ସୀମା ୫୦% ଟପିବ ନାହିଁ ବୋଲି ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨ଟି ଅଧିନିୟମରେ ସଂଶୋଧନ ଆଣିଛନ୍ତି। ସେଥିରୁ ଗୋଟିଏ ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ଏହାଦ୍ୱାରା ସଂରକ୍ଷଣ ସୀମା...

ଆକର୍ଷଣୀୟ ହେବନି ଆରାଧନା

ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍‌କୋନଗର। ଚମତ୍କାର ସାଜସଜ୍ଜା ସହ ପ୍ରତିଯୋଗିତାମୂଳକ ପୂଜାମଣ୍ଡପ, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ରହିଥାନ୍ତେ ସ୍ମେଲଟର ଓ ସିପିପି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri