ରାଜ୍ୟ

ଖତ କରି ବିକିଦେଲେ, ହିସାବ ଲୁଚାଇଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ‘ମୋ ସାଇକେଲ’ ପରି ‘ସିଟି ବସ୍‌’ ଯୋଜନା ମଧ୍ୟ ବାଟବଣା ହୋଇ କବାଡିଖାନାକୁ ଯାଇଛି। ପୋଖରୀପୁଟସ୍ଥିତ ଡିପୋରେ ୩ବର୍ଷ ପଡିରହିବା ପରେ ବସ୍‌ଗୁଡିକୁ ସ୍କ୍ରାପ୍‌ ଦରରେ ବିକ୍ରି କରିଦିଆଯାଇଛି। ୧୨୫ ବସ୍‌ ମଧ୍ୟରୁ ୧୨୨ଟିକୁ କୋଲକାତାର ଏକ...

ଜଳସଙ୍କଟ, ଶିଳ୍ପ ପ୍ରଦୂଷଣ ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳ ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ...

ବ୍ରାଉନ୍‌ସୁଗାର କାରବାର: ଖୋର୍ଦ୍ଧାର ବିଟେକ୍‌ ଛାତ୍ରଙ୍କୁ ବାନ୍ଧିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା ଅଫିସ,୪।୯ : ଖୋର୍ଦ୍ଧା ପାଲଟିଛି ବ୍ରାଉନସୁଗାରର ପେଣ୍ଠସ୍ଥଳୀ। ଯେତିକି ଧରପଗଡ ଚାଲିଛି, ସେତିକି କାରବାର ବଢିଚାଲିଛି। ବାଲେଶ୍ବର ଜଳେଶ୍ବରଠାରୁ ଚେର ଖୋର୍ଦ୍ଧା ପର୍ଯ୍ୟନ୍ତ ଲମ୍ବିଛି। ଏଠାରୁ ଜିଲାର ବିଭିନ୍ନ ଗ୍ରାମକୁ ବ୍ରାଉନସୁଗାର ପଠାଯାଉଛି। ବାରମ୍ବାର ଏସ୍‌ଟିଏଫ୍‌ ପକ୍ଷରୁ ଧରପଗଡ...

ରାଜ୍ୟରେ ଆଇନ ତା’ ବାଟରେ ଯାଉନାହିଁ: ଭାଜପା

ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟରେ ଆଇନ ତା’ ନିଜ ବାଟରେ ଯାଉନାହିଁ। ଶାସକ ବିଜେଡିର ତୁଙ୍ଗନେତା ଏହାର ବଡ଼ ବାଧକ ସାଜିଛନ୍ତି ା ରାଜ୍ୟରେ ଘଟିଯାଉଥିବା ପ୍ରମୁଖ ହତ୍ୟାକାଣ୍ଡ ଓ ଦୁର୍ନୀତି ପଛରେ ଶାସକ ବିଜେଡିର ବହୁ ମନ୍ତ୍ରୀ ଓ ନେତାଙ୍କ...

ଗଡ଼ିଲା ୧୧୦ ଅତ୍ୟାଧୁନିକ ବସ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ଏଜି ଛକସ୍ଥିତ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ ନୂଆ ଅତ୍ୟାଧୁନିକ ବସ୍‌ର ଶୁଭାରମ୍ଭ କରିଛନ୍ତି। ଯାତ୍ରୀଙ୍କୁ ବସ୍‌ଯାତ୍ରାର ଆରାମଦାୟକ ଅନୁଭୂତି ପ୍ରଦାନ କରିବା ଲାଗି...

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, କେନ୍ଦ୍ରାପଡ଼ା,...

ଆକ୍ରାନ୍ତ ହେଉଛନ୍ତି ପିଲା; ଆଜି ୬୮୧ ସଂକ୍ରମିତରେ ଅଛନ୍ତି ୧୧୮ଜଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୧୮ ଆକ୍ରାନ୍ତ ଅଛନ୍ତି। ୬୮୧ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୯୮ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୮୩ ଲୋକାଲ...

ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ

ଭୁବନେଶ୍ୱର(ବ୍ୟୁରୋ)/ଭଦ୍ରକ ଅଫିସ,୪।୯: ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ ମହାପାତ୍ର। କରୋନାରେ ଗୁରୁତର ହେବା ପରେ କୋଲକାତାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଶୁକ୍ରବାର ରାତିରେ ଅଭିଷେକଙ୍କ ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିବାରପକ୍ଷରୁ ସୂଚନା ମିଳିଛି। ଅଭିଷେକଙ୍କ ଘର...

ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଟିଡିସିକୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ...

ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ପରିବର୍ତ୍ତନ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏହା ସେପ୍ଟେମ୍ବର ୧୩ରୁ ଆରମ୍ଭ ୧୬ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୧ରୁ ୧୫ ଯାଏଁ ନିର୍ଦ୍ଧାରିତ ହୋଇଥିଲା। ଯୁକ୍ତ ୩...

ୱେବ୍‌ ପୋର୍ଟାଲ ସମ୍ପାଦକ ସୁଧାଂଶୁ ଶେଖର ଅଟକ

ଭୁବନେଶ୍ୱର,୪।୯(ବ୍ୟୁରୋ) : ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାମରେ ଅପମାନଜନକ ଖବର ପ୍ରସାରଣ କରିବା ସହ ଧମକ ଦେଇ ବଟି ମାଗିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା ପୋଲିସ ଫୋକସ୍‌ ପ୍ଲସ୍‌ ୱେବ୍‌ ପୋର୍ଟାଲର ସମ୍ପାଦକ ସୁଧାଂଶୁ ଶେଖର ରାଉତଙ୍କୁ ଅଟକ...

୯୦ ପ୍ରତିଶତ ଫେରିଲେଣି ଚୁଲିକୁ

ପରିକ୍ଷିତ ସାହୁ ବଇଣ୍ଡା,୪ା୯ – ମାଟି ଚୁଲି ଧୂଆଁ ଯନ୍ତ୍ରଣାରୁ ମୁକ୍ତି ପାଇବେ ଗରିବ ପରିବାରର ମହିଳା। ଶ୍ୱାସଜନିତ ରୋଗରେ ପଡ଼ିବେନି ଏହି ମା’ମାନେ। ଉକ୍ତ ଉଦ୍ଦେଶ୍ୟରେ ଉଜ୍ଜ୍ୱଳା ଯୋଜନା ଆରମ୍ଭ କରିଥିଲେ କେନ୍ଦ୍ର ସରକାର। ବିନା ମୂଲ୍ୟରେ ଏପରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri