ରାଜ୍ୟ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌...

ପୁଣି କଟକରେ ଡ୍ରେନ୍ କାମ ନେଲା ଜୀବନ, ଜଣେ ମୃତ, ୨ ଗୁରୁତର

କଟକ,୮।୧୨: କଟକରେ ପୁଣି ଡ୍ରେନରେ ପଡି ଶ୍ରମିକ ମୃତ୍ୟୁ ବରଣ କରିଛନ୍ତି। ଏପ୍ରକାର ଘଟଣା ବାରମ୍ବାର ଘଟି ଚାଲିଥିଲେ ମଧ୍ୟ କଟକ ମୁନିସିପାଲିଟି କୌଣସି ଠୋସ ପଦକ୍ଷେପ ନେଇଥିବା ଦେଖାଯାଉନାହିଁ। ରବିବାର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମ ବେଳେ...

ଭୀମ ଭୋଇ ଭଜନ ସଙ୍ଗୀତ, ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର

ଭୁବନେଶ୍ୱର,୮ା୧୨ (ବନ୍ଦନା ସେଠୀ): ଓଡ଼ିଶା ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ଭୁବନେଶ୍ୱର ଏବଂ ସନ୍ଥ କବି ଭୀମଭୋଇ ଅଲେଖ ବ୍ରହ୍ମ ଟ୍ରଷ୍ଟ ପକ୍ଷରୁ ଭୀମଭୋଇ ଭଜନ ସଙ୍ଗୀତ ଓ ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର ଶନିବାର ସୂଚନାଭବନରେ ଅନୁଷ୍ଠିତ ହୋଇଯାଇଛି।...

ଏମାନଙ୍କ ଖାତାକୁ ଗଲା ଟଙ୍କା, ଶୀଘ୍ର ଚେକ୍‌ କରନ୍ତୁ…

ଭୁବନେଶ୍ୱର,୮।୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ସରକାରଙ୍କ ୨୩୦୦ MSP ସହ ୮୦୦ ଇନପୁଟ ସହାୟତା ରାଶି...

OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ, କାର୍ଯ୍ୟରେ ଯୋଗ ନ ଦେଲେ ନିଲମ୍ବନ

ଭୁବନେଶ୍ୱର,୮।୧୨: OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ । ବଦଳି ହୋଇ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବା ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ କଡା ଚେତାବନୀ । ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦିଅ,...

କଳାଗାଡି ପରେ ମିଳିଲା ଧଳାଗାଡି, ଭୁବନେଶ୍ୱରରେ ସିବିଆଇ ଫିଟାଉଛି ବଡ଼ ଗୁମର

ଭୁବନେଶ୍ୱର,୮।୧୨: ପଶ୍ଚିମବଙ୍ଗର ଏକ ର୍ନିମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ ଚଢ଼ାଉକରି ଏକ ଦାମୀ କଳା ଗାଡ଼ିରୁ...

ଏହିଦିନ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି, ଅଳଙ୍କାରକୁ…

ପୁରୀ,୮।୧୨: ରତ୍ନଭଣ୍ଡାର ମରାମତି ନେଇ ଆସିଛି ବଡ଼ ଖବର। ଆସନ୍ତା ୧୬ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଦିନକୁ ୫ଘଣ୍ଟା ମରାମତି ହେବ। ଗତ...

ଲାଞ୍ଚର ପ୍ରମାଣ ଖୋଜିଲା ବିଜେଡି

ଭୁବନେଶ୍ୱର, ୮।୧୨(ଅନିଲ ଦାସ): ଗତ ସରକାର ସମୟରେ ଏଏସ୍‌ଓ ଚାକିରି ପାଇଁ ହୋଇଥିବା ଲାଞ୍ଚ କାରବାର ଅଭିଯୋଗକୁ ନେଇ ବିଜେଡି ବିଧାନସଭାରେ ଶନିବାର ତୁମ୍ବିତୋଫାନ କରିଛି। ଘଟଣାର ତଦନ୍ତ କରିବା ସହ ଏ ନେଇ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ...

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ...

ବଙ୍ଗୋପସାଗରରେ ପୁଣି ଲଘୁଚାପ! ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୧୨:ଏଣିକି ଆହୁରି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବାବେଳେ ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪...

ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ, ୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା ନେଇ ଶନିବାର ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍‌ ପୋଲିସର ହେଲ୍‌ପଲାଇନ ନମ୍ବରକୁ ହ୍ବାଟ୍ସଆପ୍‌...

ଲାଞ୍ଚର ପ୍ରମାଣ ଖୋଜିଲା ବିଜେଡି

ଭୁବନେଶ୍ୱର, ୮ା୧୨(ଅନିଲ ଦାସ)ଗତ ସରକାର ସମୟରେ ଏଏସ୍‌ଓ ଚାକିରି ପାଇଁ ହୋଇଥିବା ଲାଞ୍ଚ କାରବାର ଅଭିଯୋଗକୁ ନେଇ ବିଜେଡି ବିଧାନସଭାରେ ଶନିବାର ତୁମ୍ବିତୋଫାନ କରିଛି। ଘଟଣାର ତଦନ୍ତ କରିବା ସହ ଏ ନେଇ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri