ରାଜ୍ୟ

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା...

ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ: ଜଙ୍ଗଲ ମଝିରେ ଜୀବନ ବଞ୍ଚାଇବାକୁ ରାତିସାରା ସଂଘର୍ଷ

ରେଢାଖୋଲ ୪/୯(ଅଚ୍ୟୁତାନନ୍ଦ ପୁରୋହିତ): ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ। ଜୀବନ ବଞ୍ଚାଇବାକୁ ରାତି ସାରା ଜଙ୍ଗଲ ମଝିରେ କଲେ ସଂଘର୍ଷ। ତଥାପି ସାହାସୀ ପ୍ରତିଶ ରାତିସାରା ଟ୍ରେନ ଟ୍ରାକ କଡରେ ବସି ରହି ଶେଷରେ...

ଲୋକମାନେ ନିର୍ବାଚିତ କରିଛନ୍ତି ତାଙ୍କ କଥା ବୁଝିବା ପାଇଁ, ଅଭିଯୋଗ ଆସିଲେ…

କଟକ,୪ା୯: କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ବୁଧବାର ବିଧାନସଭା ଅଧିବେଶନ ସରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସାମ୍ନାରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ଅଭିଯୋଗ ଆସିଲେ, ଲୋକେ ହଇରାଣ ହେଲେ ମୁଁ ସବୁ...

ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ...

ନୂଆଁଖାଇ ଉପଲକ୍ଷେ ସୋମ‌ବାର‌ ବନ୍ଦ ରହିବ ବିଦ୍ୟାଳୟ

ଭୁବନେଶ୍ୱର,୪।୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ...

ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ...

କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ

ଭୁବନେଶ୍ୱର,୪।୯: ଓଡ଼ିଶା ସରକାରଙ୍କ ମେଗା ସ୍କିମ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ରାଜ୍ୟର ବିଭିନ୍ନ ଜନସେବା କେନ୍ଦ୍ର ମାନଙ୍କରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଯୁବତୀଙ୍କଠାରୁ ମହିଳାମାନେ ସେମାନଙ୍କ ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରରେ ଲମ୍ବା ଲାଇନ୍ ଲଗାଉଛନ୍ତି। ଏହାରି...

ସୁଭଦ୍ରା ଯୋଜନା: ଶେଷ ମୁହୂର୍ତ୍ତରେ ଆଧାର ସଂଶୋଧନ ପାଇଁ ଜନସେବା କେନ୍ଦ୍ରରେ ବିଶୃଙ୍ଖଳା

ସୋର,୪।୯(ଜନ୍ମେଜୟ ମିଶ୍ର): ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ସୁଭଦ୍ରା ଯୋଜନା’ ଶହ ଶହ ମହିଳାଙ୍କୁ ଆଧାର କାର୍ଡ ଅପଡେଟ୍ / ସଂଶୋଧନ କରିବା ପାଇଁ ଆଧାର ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରକୁ ଦୌଡ଼ିବାକୁ ବାଧ୍ୟ କରିଛି। ଶେଷ ମୁହୂର୍ତ୍ତରେ...

ଜାଣନ୍ତୁ ନିର୍ବାଚନ ପୂର୍ବରୁ ବଣ୍ଟାଯାଇଥିବା ଝୋଟ ବ୍ୟାଗ୍‌ରେ କେତେ ହୋଇଥିଲା ଖର୍ଚ୍ଚ : ଶୁଣିଲେ ଉଡିବ ହୋସ

ଭୁବନେଶ୍ୱର,୪।୯: ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଝୋଟ ବ୍ୟାଗ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ। ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ...

ରାଶନ କାର୍ଡ E-KYCକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ: ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ..

ଭୁବନେଶ୍ୱର,୪।୯ : ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ମିଳିବ ନୂଆ ରାସନ କାର୍ଡ। ବିଧାନସଭା ଅଧିବବେଶନ ଚାଲିଥିବା ବେଳେ ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି। E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ...

ଆଧାର କାର୍ଡରେ ଅଛିକି ତ୍ରୁଟି, ସୁଭଦ୍ରା ଯୋଜନାରୁ ପଡ଼ିବେ….

ପଦ୍ମପୁର, ୪।୯ (ପ୍ରଦୀପ୍ତ ଦାଶ): ରାଜ୍ୟ ସରକାର ସୁଭଦ୍ରା ଯୋଜନା ଘୋଷଣା ପରେ ମହିଳାଙ୍କ ମଧ୍ୟରେ ଖୁସି ଦେଖାଦେଇଛି। ମାତ୍ର ଏବେ ଆଧାର କାର୍ଡକୁ ନେଇ ମହିଳାମାନେ ଚିନ୍ତାରେ ପଡିଛନ୍ତି। ସେମାନଙ୍କ ଆଧାର କାର୍ଡରେ ବୟସ ସହିତ ମୋବାଇଲ ନମ୍ବର...

କର୍କଟ ପାଇଁ …

ବରଗଡ଼୪।୯( ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ମଙ୍ଗଳବାର କର୍କଟ ରୋଗ ନିରାକରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଇନରହିଲ କ୍ଲବ ଅଫ ବରଗଡ଼ ପକ୍ଷରୁ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ଇନରହିଲ କ୍ଲବ ଅଫ୍‌ ବରଗଡ଼ର ପୂର୍ବ ଡିଷ୍ଟ୍ରିକ୍ଟ ଚେୟାରମେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri