ରାଜ୍ୟ

ରାଜ୍ୟରେ ହଜାରେ ପୁଣି ବଢିଲା କରୋନା ସଂକ୍ରମଣ: ଆଜି ହଜାରେ ଉପରେ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ କିନ୍ତୁ ଗୁରୁବାର ପୁଣି ସଂକ୍ରମଣ କିଛିଟା ବଢି ୧୦୪୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ...

ଖୋଲିପାରେ ୬ଷ୍ଠରୁ ୮ମ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ କରିବା...

ପିଲାଙ୍କୁ ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୯।୮(ବ୍ୟୁରୋ) : ରାଜ୍ୟରେ ୨ଦିନ ହେଲା କରୋନା ସଂକ୍ରମଣ ହଜାରେ ତଳେ ରହିଛି। ହେଲେ ସଂକ୍ରମିତ ପିଲା ବା ଶିଶୁଙ୍କ ସଂଖ୍ୟା ବଢ଼ୁଥିବାରୁ ଚିନ୍ତା ଘାରିଛି। ଏବେ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ପୁଣି ୧୦୦ ପାର୍‌ କରିଛି। ରାଜ୍ୟରେ...

ସିଲିଣ୍ଡରରେ ପାଣି ପୂରାଇ ଲୁଟୁଥିଲେ ଗ୍ୟାସ

ଝାରସୁଗୁଡ଼ା ଅଫିସ,୧୮ା୮: ପରିବହନ ଗାଡ଼ିରୁ ଗ୍ୟାସ୍‌ ସିଲିଣ୍ଡର ବାହାର କରି ପାଣିଭର୍ତ୍ତି ସିଲିଣ୍ଡର ବୋଝେଇ କରି ରପ୍ତାନି କରାଯାଉଥିଲା। ଏଭଳି ଅଭିନବ ଉପାୟରେ ଗ୍ୟାସ୍‌ ଚୋରି ଘଟଣାର ରହସ୍ୟ ଉନ୍ମୋଚନ କରିଛି ଝାରସୁଗୁଡ଼ା ପୋଲିସ। ଏହି ଘଟଣାରେ ପୋଲିସ ମୁଖ୍ୟ...

ଗ୍ୟାସ୍‌ ଟାଙ୍କି ବିସ୍ଫୋରଣରେ ଜଳିଗଲା ଦୋକାନ

ଜଳେଶ୍ୱର,୧୮।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ଜଳେଶ୍ୱର ନିକଟ ଲକ୍ଷ୍ମଣନାଥଠାରେ ବୁଧବାର ଏକ ଗ୍ରସରୀ ଦୋକାନରେ ଗ୍ୟାସ୍‌ ଟାଙ୍କି ବିସ୍ଫୋରଣ ଘଟିଥିଲା। ଏଥିରେ ସମ୍ପୂର୍ଣ୍ଣ ଛାରଖାର ହୋଇଯାଇଛି ୨ଟି ଦୋକାନ। ପାଖରେ ଛିଡ଼ା ହୋଇଥିବା ଏକ ଅଟୋ...

ଖୋଲିପାରେ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିଶ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ଆରମ୍ଭ କରିବା ପାଇଁ କୁହାଯିବ। ଏ...

୧୦ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୮: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏନେଇ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର...

ଖାଉଥିବା ବେଳେ ହାଣିଦେଲେ ସାନ ଭାଇ

ବେଗୁନିଆପଡ଼ା,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜଗତି ସାହିରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନ ଭାଇର କାତି ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜଗତି ସାହିର କିଶୋର ପାଣିଗ୍ରାହୀ(୫୬)। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ...

ଭିଜିଲାନ୍ସ ହାତରେ ମହିଳା କଲେଜର କିରାଣି

କଟକ ଅଫିସ,୧୮ା୮: କଟକ କଲ୍ୟାଣୀ ସ୍ଥିତ କୁସୁମଦେବୀ ସତସଙ୍ଗ ମହିଳା କଲେଜର କନିଷ୍ଠ କିରାଣୀ ଜ୍ୟୋତ୍ସ୍ନା ପରିଡ଼ା ବୁଧବାର ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଅଭିଯୋଗକାରୀ ରାଧାରାଣୀ ସାହୁଙ୍କ...

‘୫୦% ପିଲାଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବଢିଛି’

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ମଙ୍ଗଳବାର ‘କୋଭିଡର ତୃତୀୟ ଲହର ଓ ପିଲାଙ୍କ ଉପରେ ଏହାର ପ୍ରଭାବ’କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଆୟୋଗର ଅଧ୍ୟକ୍ଷା ସାବତୀ ପ୍ରଧାନ କୋଭିଡରୁ ପିଲାଙ୍କ...

ବଢୁଛି ଇକୋ-ଫ୍ରେଣ୍ଡ୍‌ଲି ରାଖୀର ଚାହିଦା

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଆଉ ୪ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସ୍ନେହ ସମ୍ପର୍କର ଅତୁଟ ଡୋରି। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଖୋଲିଲାଣି ରାଖୀ ଦୋକାନ। ଲୋକଙ୍କ ଚାହିଦାକୁ ନଜରରେ ରଖି ଚଳିତ ବର୍ଷ ବିଭିନ୍ନ ରକମର...

୬୩, ୫୦୦ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଏଣିକି ଜିଲା ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ଜିଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟା ତଦାରଖ କରିବେ। ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷାବେଳେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri