ରାଜ୍ୟ

ଭିଜିଲାନ୍ସ ହାତରେ ମହିଳା କଲେଜର କିରାଣି

କଟକ ଅଫିସ,୧୮ା୮: କଟକ କଲ୍ୟାଣୀ ସ୍ଥିତ କୁସୁମଦେବୀ ସତସଙ୍ଗ ମହିଳା କଲେଜର କନିଷ୍ଠ କିରାଣୀ ଜ୍ୟୋତ୍ସ୍ନା ପରିଡ଼ା ବୁଧବାର ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଅଭିଯୋଗକାରୀ ରାଧାରାଣୀ ସାହୁଙ୍କ...

‘୫୦% ପିଲାଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବଢିଛି’

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ମଙ୍ଗଳବାର ‘କୋଭିଡର ତୃତୀୟ ଲହର ଓ ପିଲାଙ୍କ ଉପରେ ଏହାର ପ୍ରଭାବ’କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଆୟୋଗର ଅଧ୍ୟକ୍ଷା ସାବତୀ ପ୍ରଧାନ କୋଭିଡରୁ ପିଲାଙ୍କ...

ବଢୁଛି ଇକୋ-ଫ୍ରେଣ୍ଡ୍‌ଲି ରାଖୀର ଚାହିଦା

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଆଉ ୪ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସ୍ନେହ ସମ୍ପର୍କର ଅତୁଟ ଡୋରି। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଖୋଲିଲାଣି ରାଖୀ ଦୋକାନ। ଲୋକଙ୍କ ଚାହିଦାକୁ ନଜରରେ ରଖି ଚଳିତ ବର୍ଷ ବିଭିନ୍ନ ରକମର...

୬୩, ୫୦୦ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଏଣିକି ଜିଲା ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ଜିଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟା ତଦାରଖ କରିବେ। ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷାବେଳେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି...

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ କରିଛନ୍ତି । ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଥ...

ଲଘୁଚାପ ଉତ୍ତର ଭାରତ ମୁହାଁ

ଭୁବନେଶ୍ୱର,୧୮ା୮(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓଡ଼ିଶା ଉପକୂଳ ଛୁଇଁଛି । ଏହାର ପ୍ରଭାବରେ ସୋମବାର ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି।...

ଯୁକ୍ତ୩ ନାମଲେଖା ପାଇଁ ୨୦ରୁ ଆବେଦନ

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଶ୍ରେଣୀରେ ନାମ ଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ୨୦ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ...

‘ଘଟଣା ବେଳେ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ ଥିଲେ ଜିଲାପାଳ’

ପାରଳାଖେମୁଣ୍ଡି, ୧୮ା୮ (ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଜେରା ଜାରି ରହିଛି। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ ୬ ଜଣଙ୍କୁ ଜେରା କରାଯାଇଥିଲା। ଦ୍ୱିତୀୟ ଦିନର ଜେରାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌କୁ କେତେକ...

ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ...

ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ୪୧୫ଟି ହେଉଛି ଲୋକାଲ କେସ। ବାକି ୧୩୮...

ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ...

ଫରେଷ୍ଟରଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ପଦ୍ମପୁର,୧୭।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଫରେଷ୍ଟର ସୁଶାନ୍ତ ଦାଶଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ତାଙ୍କ ପଦ୍ମପୁର ବାସଭବନ ଏବଂ ଝାରବନ୍ଧ ଅଫିସରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri