ରାଜ୍ୟ

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭ ହଜାରକୁ ବୃଦ୍ଧି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ...

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୬ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ...

ପ୍ରଥମ ରନର୍ସ ଅପ୍‌ ହେଲେ ଗଞ୍ଜାମର ଗୁଞ୍ଜନ

ଭୁବନେଶ୍ୱର, ୧୭।୮ (ବ୍ୟୁରୋ)-ରାଜ୍ୟ ତଥା ଜାତୀୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କମାଲ୍‌ ଦେଖାଉଛନ୍ତି ଓଡ଼ିଆ ଝିଅ। ନୂଆଦିଲ୍ଲୀରେ ଅନୁଷ୍ଠିତ ସର୍ବଭାରତୀୟ ସୁନ୍ଦରୀ ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ୍‌ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଗୁଞ୍ଜନ ପ୍ରିୟଦର୍ଶିନୀ। କୌଶିକ୍‌ ଇଭେଣ୍ଟ ଦ୍ୱାରା...

ବେଙ୍ଗଲ-ଓଡ଼ିଶା ସୀମାରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମେଡିକାଲ କଲେଜ, ଇଞ୍ଜିନିୟରିଂ କଲେଜଠାରୁ ଆରମ୍ଭ କରି ବିଭିନ୍ନ ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ଦେବାକୁ କହି ଛାତ୍ରୀଛାତ୍ରଙ୍କୁ ଠକୁଥିବା ଜଣେ ଯୁବକଙ୍କୁ ସୋମବାର କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ ସ୍କ୍ବାଡ୍‌ ଟିମ୍‌ ବେଙ୍ଗଲ-ଓଡ଼ିଶା ସୀମାରୁ ଗିରଫ କରି କୋର୍ଟ ଚାଲାଣ...

ଜାତୀୟ ଶିକ୍ଷାନୀତି ୨୦୨୦- ବିଶ୍ୱ ଜ୍ଞାନ ଅର୍ଥନୀତିରେ ଶୀର୍ଷସ୍ଥାନ ହାସଲ କରିବାର ଆୟୁଧ

୧୭।୮(ଧରିତ୍ରୀ): ଚଳିତବର୍ଷ ଜୁଲାଇ ୮ ତାରିଖରେ ମୁଁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କଲି। ଶିକ୍ଷା ଭଳି ଏକ ପ୍ରତିଷ୍ଠିତ ଓ ଖ୍ୟାତିସମ୍ପନ୍ନ ବିଭାଗର ଦାୟିତ୍ୱ ଗ୍ରହଣ କରିବା ଉଭୟ ଉତ୍ସାହଜନକ ତଥା କଷ୍ଟସାଧ୍ୟ। ବିଶେଷ କରି ଏବେ ଦୀର୍ଘ...

ନକଲି ସିମେଣ୍ଟ କାରଖାନା ଠାବ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜଧାନୀ ଉପକଣ୍ଠ ପାତ୍ରପଡ଼ାରେ ପୋଲିସ ଆଖିରେ ଧୂଳି ଦେଇ ଦୀର୍ଘ ବର୍ଷ ଧରି ଚାଲୁଥିଲା ନକଲି ସିମେଣ୍ଟ କାରଖାନା। ଏହି କାରଖାନାରେ ନକଲି ସିମେଣ୍ଟ ପ୍ରସ୍ତୁତ କରାଯାଇ ବିଭିନ୍ନ ଦାମୀ କମ୍ପାନୀର ଲୋଗୋ ଲଗାଇ ପ୍ୟାକିଂ କରାଯାଉଥିଲା। ପରେ...

ଲଘୁଚାପ:ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ତେବେ ଏହା ସେତେ ବଳଶାଳୀ ହେବ ନାହିଁ। ରାଜ୍ୟକୁ ଆବଶ୍ୟକ ଅନୁଯାୟୀ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେଲେ ମଧ୍ୟ...

ବାହାରିନ୍‌ରୁ ମୃତଦେହ ଓଡ଼ିଶା ଫେରାଇ ଆଣିଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ବାହାରିନ୍‌ରେ କାର୍ଯ୍ୟରତ ଜଣେ ପ୍ରବାସୀ ଓଡି଼ଆଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ଏଭଳି ସ୍ଥିତିରେ ମୃତକଙ୍କ ପାର୍ଥିବ ଶରୀରକୁ ଓଡ଼ିଶା ଫେରାଇ ଆଣିବା ସହ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏଥିପାଇଁ ଓଡ଼ିଶା-ମୋ ପରିବାର ପକ୍ଷରୁ ସମ୍ପୂର୍ଣ୍ଣ...

ଶିକ୍ଷକ ପଦବୀ ପୂରଣ ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଖାଲି ପଡ଼ିଥିବା ୪,୬୧୯ ପଦବୀ ପୂରଣ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୋଗ୍ୟ...

ରାସ୍ତାରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାସ୍ତାରୁ ୧୫ ବର୍ଷରୁ ଊଦ୍ଧର୍‌ବ ପୁରୁଣା ଗାଡ଼ି ହଟିବ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁରୁଣା ଗାଡ଼ି ଚିହ୍ନଟ କାର୍ଯ୍ୟ ସରିଛି। ପରିବହନ ବିଭାଗ ଏଥିପାଇଁ ପ୍ରକ୍ରିୟା...

୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଓଡ଼ିିଶା ପୋଲିସ ନିକଟରେ ସୋମବାର ଛତିଶଗଡ଼ କ୍ୟାଡର ୩ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋଡଙ୍ଗା ମହାନଦୀ ସଂଯୁକ୍ତ ଏରିଆ କମିଟିର ଲକ୍ମା ମାଡ୍‌ଭି ଓରଫ ଲଖନ, ଗଙ୍ଗା ମାଡକାମୀ ଓରଫ ସେଣ୍ଡରା ଓ ଶୁକା...

କରୋନା ଭଲ ନାଗରିକ କରିଦେଇଛି

କ୍ରିଟିକାଲ କେୟାର ମେଡିସିନ କ୍ଷେତ୍ରରେ ଜଣେ ଜଣାଶୁଣା ବିଶେଷଜ୍ଞ ହେଲେ ଡା. ପ୍ରଜ୍ଞାନ ରାଉତରାୟ। ଭୁବନେଶ୍ୱର ନିବାସୀ ଡା. ରାଉତରାୟଙ୍କ ପ୍ରକୃତ ଘର ପୁରୀ। ସେ କଟକ ଏସ୍‌ସିବି ମେଡିକାଲ କଲେଜରୁ ଏମ୍‌ବିବିଏସ୍‌ ଓ ମେଡିସିନ ସ୍ପେଶାଲାଇଜେଶନ କରିଥିଲେ। ଏହାପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri