ରାଜ୍ୟ

ରାସ୍ତାରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାସ୍ତାରୁ ୧୫ ବର୍ଷରୁ ଊଦ୍ଧର୍‌ବ ପୁରୁଣା ଗାଡ଼ି ହଟିବ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁରୁଣା ଗାଡ଼ି ଚିହ୍ନଟ କାର୍ଯ୍ୟ ସରିଛି। ପରିବହନ ବିଭାଗ ଏଥିପାଇଁ ପ୍ରକ୍ରିୟା...

୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଓଡ଼ିିଶା ପୋଲିସ ନିକଟରେ ସୋମବାର ଛତିଶଗଡ଼ କ୍ୟାଡର ୩ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋଡଙ୍ଗା ମହାନଦୀ ସଂଯୁକ୍ତ ଏରିଆ କମିଟିର ଲକ୍ମା ମାଡ୍‌ଭି ଓରଫ ଲଖନ, ଗଙ୍ଗା ମାଡକାମୀ ଓରଫ ସେଣ୍ଡରା ଓ ଶୁକା...

କରୋନା ଭଲ ନାଗରିକ କରିଦେଇଛି

କ୍ରିଟିକାଲ କେୟାର ମେଡିସିନ କ୍ଷେତ୍ରରେ ଜଣେ ଜଣାଶୁଣା ବିଶେଷଜ୍ଞ ହେଲେ ଡା. ପ୍ରଜ୍ଞାନ ରାଉତରାୟ। ଭୁବନେଶ୍ୱର ନିବାସୀ ଡା. ରାଉତରାୟଙ୍କ ପ୍ରକୃତ ଘର ପୁରୀ। ସେ କଟକ ଏସ୍‌ସିବି ମେଡିକାଲ କଲେଜରୁ ଏମ୍‌ବିବିଏସ୍‌ ଓ ମେଡିସିନ ସ୍ପେଶାଲାଇଜେଶନ କରିଥିଲେ। ଏହାପରେ...

୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ ୧୮ ଓ ୧୯ ରେ ୮ ଜଣ ମନ୍ତ୍ରୀ ମାଲକାନଗିରି ଗସ୍ତରେ...

ସାଢେ ୩ କୋଟିଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୭୫ ତମ ସ୍ବାଧୀନତା ଦିବସ ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ୯୬ ଲକ୍ଷ ପରିବାର, ସାଢ଼େ ୩ କୋଟି ଲୋକଙ୍କୁ...

ଆଜି ହକି ଟିମ୍‌କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୮ (କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଏବଂ ୪ର୍ଥ ସ୍ଥାନ ହାସଲ କରିଥିବା ମହିଳା ଦଳ ମଙ୍ଗଳବାର ଭୁବନେଶ୍ୱର ଆସିବେ। ଦିନ ୧୧ଟା ବେଳେ ସେମାନେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ...

୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ...

ବଢ଼ିଲା ପିଲାଙ୍କ ଚିନ୍ତା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଏବେ ଶିଶୁଙ୍କ ଉପରେ କରୋନାର ଆଖି ପଡ଼ିଲାଣି। ଫଳରେ ଚିନ୍ତା ବଢିଛି। ଗତ ଦୁଇଦିନରେ ୧୮ବର୍ଷରୁ କମ୍‌ ବୟସ ବର୍ଗରେ ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଦିନରେ ରାଜ୍ୟରେ ଚିହ୍ନଟ ହୋଇଥିବା ଦୈନିକ...

ପ୍ରି-ବିଡିଂ ବୈଠକ ହୋଇନି

ଅନୁଗୋଳ ଅଫିସ, ୧୭ା୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ମାନବ ସମ୍ବଳ କାର୍ଯ୍ୟ ପାଇଁ କରାଯାଇଥିବା ପେପର ଟେଣ୍ଡରରେ କୌଣସି ଅନିୟମିତତା ହୋଇ ନ ଥିବା ସଫେଇ ଦିଆଯାଉଛି। ହେଲେ ଏକ ଠିକା ସଂସ୍ଥାକୁ...

ରାତି ସାରା ଝୁଲି ରହିଲା ତ୍ରିରଙ୍ଗା

କୋକସରା,୧୬।୮(ଡି.ଏନ୍‌.ଏ.): ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି। ରାତି ସାରା ଝୁଲି ରହିଛି ପତାକା। ଏଭଳି ଏକ ଅଭିଯୋଗ ଆସିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନ ଲଡୁଗାଁ ପଞ୍ଚାୟତ ସୁପାଡ ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ...

ପଥରରେ ଛେଚି ଦେଲେ

ବଡ଼ବିଲ,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ କ୍ୟାମ୍ପ ହଟିଂ ନିକଟସ୍ଥ ଜଙ୍ଗଲରେ ରବିବାର ରାତିରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଘନଶ୍ୟାମ ସମାସି(୩୦)। ହତ୍ୟାକାଣ୍ଡରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।...

ଧାନ ରୋଇବାକୁ ଯାଇ ଆଉ ଫେରିଲେନି

ବନ୍ତ,୧୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ଯୁବ ଚାଷୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସେକ୍‌ ସଫିରୁଦ୍ଦିନ(୨୨)। ସୂଚନା ମୁତାବକ, ସଫିରୁଦ୍ଦିନ ଜମିକୁ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri