ରାଜ୍ୟ

‘ଜୁଆର ପଶି ଆସିଥିବା ସ୍ଥାନ ଚିହ୍ନଟ କର’

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଲୁଣାଘେରି ବନ୍ଧ ଏବଂ ବନ୍ୟା ସୁରକ୍ଷା ଘେରିବନ୍ଧଗୁଡ଼ିକର ଦୃଢ଼ୀକରଣ ନିମନ୍ତେ ରାଜ୍ୟ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଉପଯୋଗୀ ପ୍ରକଳ୍ପ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜଳ ସମ୍ପଦ ବିଭାଗକୁ...

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଇଁ ରିହର୍ସାଲ୍‌

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଗତବର୍ଷ ପରି ଏବର୍ଷ ମଧ୍ୟ ରାଜ୍ୟରେ କଟକଣାରେ ପାଳିତ ହେବ ରାଜ୍ୟ ସ୍ତରୀୟ ୭୫ତମ ସ୍ବାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ପତାକା ଉତ୍ତୋଳନ କରିବେ। ଏନେଇ ବୁଧବାର ପୋଲିସ...

‘ପୂର୍ବତଟ ରେଳପଥରୁ ଓ୍ବାଲ୍‌ଟିୟର ଅଲଗା ନ ହେଉ’

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ୨୦୧୯ରେ ରେଳ ମନ୍ତ୍ରଣାଳୟ ପୂର୍ବତଟ ରେଳପଥ ଜୋନ୍‌ରୁ ଓ୍ବାଲ୍‌ଟିୟର ଡିଭିଜନ ଅଲଗା କରିନେଇ ଆନ୍ଧ୍ରପ୍ରଦେଶ ପାଇଁ ଏକ ସ୍ବତନ୍ତ୍ର ରେଳ ଜୋନ୍‌ ପ୍ରତିଷ୍ଠାର ଘୋଷଣା କରିଛି। ଏହି ନିଷ୍ପତ୍ତି ଯୋଗୁ ଇଷ୍ଟକୋଷ୍ଟ ଜୋନ୍‌ର ବଡ଼ କ୍ଷତି ହେବାକୁ...

୧୦୪କୁ ଦିନକୁ ଆସୁଛି ୩ଶହ ଫେକ୍‌ କଲ୍‌

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ମାଡାମ୍‌ ନମସ୍କାର, ଆମ ଘର ଗଳି ପଡିଛି, ମାଡାମ କରୋନା ଭାଇରସ୍‌ ମୋତେ ଧୋକା ଦେଇଛି, ଶହେ ଟଙ୍କା ଦିଅ ମୁଁ ମଦ ପିଇବି – ରାଜ୍ୟ ସରକାରଙ୍କ କୋଭିଡ୍‌ ହେଲ୍ପଲାଇନ୍‌ ନମ୍ବର ‘୧୦୪’କୁ ଏମିତି ପ୍ରତିଦିନ ୩ଶହରୁ...

ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାଙ୍କୀ, ୧୨ା୮(ସ୍ବ.ପ୍ର.): ଡମପଡ଼ା ବ୍ଲକ କୁସୁପଙ୍ଗି ଓ ତାଳବସ୍ତ ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ କାର୍ଯ୍ୟ ଓ ରୁବାନ ଅନୁଦାନରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକରେ ମହାଦୁର୍ନୀତିରେ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ କରିବାକୁ ଦାବି...

ରାଜ୍ୟ ତାଲିକା ଆଧାରରେ ପଛୁଆବର୍ଗକୁ ସଂରକ୍ଷଣ ମିଳୁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): କେନ୍ଦ୍ର ସରକାର ପଛୁଆବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷାକ୍ଷେତ୍ରରେ ୨୭% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି। ଓଡ଼ିଶାରେ ସରକାର ଏହି ବର୍ଗଙ୍କ ପାଇଁ ସ୍ଥାନ ସଂରକ୍ଷଣ ନ ଦେଇ ୫୦%ରୁ ଅଧିକ ସ୍ଥାନ ଦାବି କରିବା ଅମୂଳକ। ଓଡ଼ିଶା...

ଜାତିଭିତ୍ତିକ ଜନଗଣନା ହେଉ

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ପଛୁଆ ବର୍ଗ ଗଣନାକୁ ନେଇ ରାଜନୀତି ଜୋର ଧରିଛି। ଏହି ବର୍ଗଙ୍କ ପାଇଁ ବିିଭିନ୍ନ ରାଜ୍ୟରୁ ଦାବି ହେଉଥିବାବେଳେ ଓଡ଼ିଶା ପକ୍ଷରୁ ମଧ୍ୟ ଜନଗଣନାରେ ପଛୁଆବର୍ଗ ଜାତି ଗଣନା କରିବାକୁ ଦାବି କରାଯାଇଛି। ଏ ନେଇ ବିଜେଡି...

୧୫ ସୁଦ୍ଧା ସବୁ ଜିଲାରେ ଆର୍‌ଟି-ପିସିଆର୍‌ ଲାବ୍‌

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲାରେ ଚଳିତ ମାସ ୧୫ ତାରିଖ ସୁଦ୍ଧା ଆର୍‌ଟି-ପିସିଆର୍‌ ଟେଷ୍ଟ ଲାବ୍‌ କାର୍ଯ୍ୟକ୍ଷମ ହେବ। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଦ୍ଧା...

ଜଗନ୍ନାଥ ଦର୍ଶନ ପାଇଁ ଏସ୍‌ଓପି

ପୁରୀ ଅଫିସ, ୧୨ା୮: ଦୀର୍ଘ ଅଢେଇ ମାସ ପରେ କରୋନା କଟକଣା କୋହଳ ଯୋଗୁ ଶ୍ରୀମନ୍ଦିର ଖୋଲିବା ନେଇ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ପ୍ରକାଶ ପାଇଛି। ଗୁରୁବାରଠାରୁ ଶ୍ରୀମନ୍ଦିର ଖୋଲିବ। ପ୍ରଥମ ଦୁଇଦିନ ଅର୍ଥାତ ୧୨ ଓ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୧୦୭ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ କେବେ କମୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ବୃଦ୍ଧି...

ଜେଲ ଗଲେ କୋଟିପତି ଟେକ୍‌ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୧ା୮(ସ୍ବ.ପ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଭିଜିଲାନ୍ସ ଯୋଡ଼ା ବ୍ଲକରେ କାର୍ଯ୍ୟରତ ସମଗ୍ର ଶିକ୍ଷା ଅଭିଯାନର ଟେକ୍‌ନିକାଲ୍‌ କନ୍‌ସଲ୍‌ଟାଣ୍ଟ ଇଂ. କ୍ଷେତ୍ରବାସୀ ମହାନ୍ତଙ୍କୁ ବୁଧବାର ଗିରଫ କରିଛି। ମଙ୍ଗଳବାର କେନ୍ଦୁଝରସ୍ଥିତ ତାଙ୍କ ବାସଭବନ, ରଘୁନାଥପୁର ଗାଁରେ ଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri