ରାଜ୍ୟ

୪ ଜିଲାରେ ପାଇଲଟ୍‌ ପ୍ରକଳ୍ପ

ଭୁବନେଶ୍ୱର,୩।୮(ବ୍ୟୁରୋ): କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘ବୃହତ୍‌ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧୀକରଣ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର କୃଷିଭବନଠାରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏହାର ଉଦ୍‌ଘାଟନ...

‘ଓଏସ୍‌ଏସ୍‌ସି ଦୁର୍ନୀତି ଚପାଇବାକୁ ଉଦ୍ୟମ’

ଭୁବନେଶ୍ୱର, ୩।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ମହାଦୁର୍ନୀତି ପ୍ରତିବାଦରେ ସୋମବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଷ୍ଟାଫ୍‌ ସିଲେକ୍ସନ କମିଶନ କାର୍ଯ୍ୟାଳୟ ସମ୍ମୁଖରେ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଛାତ୍ର କଂଗ୍ରେସ କର୍ମକର୍ତ୍ତାମାନେ...

ବାହାଘରରେ ୨୫, ଅନ୍ତ୍ୟେଷ୍ଟିକ୍ରିୟାରେ ୨୦

ପୁରୀ ଅଫିସ,୨।୮: ଶ୍ରୀମନ୍ଦିର ବ୍ୟତୀତ ଜିଲାର ଅନ୍ୟ ସମସ୍ତ ଧାର୍ମିକ ଅନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀକୁ ଖୋଲି ଦିଆଯାଇଛି। କୋଭିଡ୍‌ କଟକଣା ପାଳନ ପୂର୍ବକ ଲୋକେ ସର୍ବସାଧାରଣ ସ୍ଥାନକୁ ଯାଇପାରିବେ। ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ ଶନିବାର ଓ ରବିବାର ପୁରୀ...

କଟକଣାରେ ଖୋଲିଲା

ଭୁବନେଶ୍ୱର, ୩।୮ (ବ୍ୟୁରୋ): ଦୀର୍ଘ ୩ ମାସର କରୋନା କଟକଣା ପରେ ସୋମବାର ରାଜଧାନୀରେ ଶପିଂ ମଲ, ପାର୍କ ଓ ରେଷ୍ଟୁରାଣ୍ଟ ଖୋଲିଛି। ପ୍ରଥମ ଦିନରେ ସହରରେ ନୂଆ ଚିତ୍ର ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ସହରବାସୀ ପାର୍କ ମୁହାଁ...

ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା

ଭୁବନେଶ୍ୱର,୩।୮(ବ୍ୟୁରୋ): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଉପେନ୍ଦ୍ର ତ୍ରିପାଠୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା ତଥା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏଥିପାଇଁ ତାଙ୍କୁ ରାଜ୍ୟ ମନ୍ତ୍ରୀ...

ଅଭିନୟରେ ଅଧିକ ଆତ୍ମସନ୍ତୋଷ ମିଳେ

ଚିନ୍ତାମଣି ବିଶ୍ୱାଳ ଏକାଧାରରେ ଜଣେ ଅଭିନେତା, ଚିତ୍ରଶିଳ୍ପୀ, କବିତା, ଗଳ୍ପ ଲେଖକ ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ପଞ୍ଚଟିକିରି ଗ୍ରାମରେ ଏକ ନିମ୍ନମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିବା ଚିନ୍ତାମଣି ବହୁ...

ହକି ଗୌରବ ପ୍ରଚ୍ଛଦରେ ଓଡ଼ିଶା

ଜାପାନର ଟୋକିଓରେ ଚାଲିଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସେମିଫାଇନାଲରେ ପ୍ରବେଶ କରି ଦେଶର ହକି ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ଭାରତୀୟ ପୁରୁଷ ଦଳ ଦୀର୍ଘ ୪୯ ବର୍ଷ ବ୍ୟବଧାନରେ...

ରାଜ୍ୟରୁ ପୁଣି ୬୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି। ୬୯ ମୃତକଙ୍କ...

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୧୨୯

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୫୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ନିଷ୍ପତ୍ତିରେ ବିଳମ୍ବ ନ ହେଉ

ଅନୁଗୋଳ ଅଫିସ, ୩ା୮ କୋଭିଡ୍‌ ସଂକ୍ରମଣ ସାମାନ୍ୟ ଥମିଛି। ତେଣୁ ଅନଲକ୍‌କୁ ଯାଇଛନ୍ତି ରାଜ୍ୟ ସରକାର। ଦୀର୍ଘଦିନ ଧରି ବନ୍ଦ ରହିଥିବା ଶପିଂ ମଲ, ସିନେମା ହଲ, ପାର୍କ ଆଦିକୁ ଜନସାଧାରଣଙ୍କ ପାଇଁ ଖୋଲାଯାଇଛି। ଅଧା ଦର୍ଶକରେ ଯାତ୍ରାକୁ ଅନୁମତି...

ସଚେତନ କରୁଛି ବାଇକର୍ସ କ୍ଲବ

ଢେଙ୍କାନାଳ ଅଫିସ, ୩ା୮ ସଡ଼କ ସୁରକ୍ଷା ସହ ଦୁର୍ଘଟଣା ରୋକିବା ଦିଗରେ କାର୍ଯ୍ୟ କରୁଛି ଢେଙ୍କାନାଳ ବାଇକର୍ସ କ୍ଲବ। କ୍ଲବର ମୋଟ୍‌ ୧୨ଜଣ ସଦସ୍ୟ ବର୍ଷକ ମଧ୍ୟରେ ପ୍ରାୟ ୪ ହଜାର କିଲୋମିଟର ପରିଭ୍ରମଣ କରି ଯୁବ ଗୋଷ୍ଠୀଙ୍କୁ ସଚେତନ...

କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୋମବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri