ରାଜ୍ୟ

୩ରେ ଖୋଲିବ ନନ୍ଦନକାନନ

ବାରଙ୍ଗ,୨ା୮(ଡି.ଏନ୍‌.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ...

ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ ରହିଥିବା ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ଅନୁଯାୟୀ ମନ୍ଦିର...

ଓଡ଼ିଶା ସୀମା ସମସ୍ୟା ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନାହିଁ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଓଡ଼ିଶାର ସୀମା ସମସ୍ୟା ସମ୍ପର୍କିତ ତଥ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ନାହିଁ। ଏହା ଏକ ନିନ୍ଦନୀୟ ପ୍ରସଙ୍ଗ ବୋଲି ଉତ୍କଳ ସମ୍ମିଳନୀ କହିଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା କହିଛନ୍ତି, ନିକଟରେ ଲୋକ ସଭାରେ...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟ ସରକାର ରବିବାର ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ପାଇଛନ୍ତି। ମହିଳା ଓ...

ଝୁଲିରହିଛି ୮ ରେଳ ପ୍ରକଳ୍ପ

ଯାଜପୁର ଅଫିସ,୨।୮: ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଲାଖିରହିଛି ଓଡ଼ିଶାରେ ୮ଟି ନୂତନ, ଦୋହରୀକରଣ ଓ ସମ୍ପ୍ରସାରଣ ରେଳ ପ୍ରକଳ୍ପ। ଏହି ପ୍ରକଳ୍ପଗୁଡିକ ପାଇଁ ୪୬୨୬.୩୦ ହେକ୍ଟର ଘରୋଇ, ସରକାରୀ ଏବଂ ଜଙ୍ଗଲ ଜମି ଚିହ୍ନଟ ହୋଇଥିଲାବେଳେ ସେଥିରୁ ୨୫୩୮.୨୮ ହେକ୍ଟର...

କେଉଁଠୁ ଆସିଲା ଧଳା ରଙ୍ଗର ବଜ୍ରକାପ୍ତା: ବଜାର ମୂଲ୍ୟ ୫ ଲକ୍ଷ

କୋଟପାଡ଼,୧ା୮(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ବଜ୍ରକାପ୍ତା ଚୋରାଚାଲାଣ ବେଳେ ବନ ବିଭାଗ ଚଢ଼ାଉ କରି ଶନିବାର ଧରିଛି। ତେବେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ବିଶାଳ କୁମାର ଫେରାର ହୋଇଯାଇଛନ୍ତି। କୋଟପାଡ଼ ନିକଟସ୍ଥ ବଣିଆ ଗ୍ରାମର ଇନ୍ଦ୍ରାବତୀ ପୋଲଠାରେ ବଜ୍ରକାପ୍ତା...

ପଲିଥିନରୁ ବାହାରୁଥିଲା ପଚା ଦୁର୍ଗନ୍ଧ, ଲୋକେ ଡକାଇଲେ ପୋଲିସ

ବାସୁଦେବପୁର,୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ଭୈରବପୁର ଛକ ନିକଟସ୍ଥ ରାସ୍ତାପାର୍ଶ୍ୱରେ ପଡିରହିଥିଲା ପଲିଥିନ ଭିତରେ ଏକ ମୃତଦେହ। ଏଥିରୁ ବାହାରୁଥିଲା ପଚା ଦୁର୍ଗନ୍ଧ। ଏହି ଖବର ପ୍ରଚାରିତ ହେବା ପରେ ଘଟଣା ସ୍ଥଳରେ ଜମିଥିଲା ଲୋକଙ୍କ ଭିଡ଼।...

ଘାଇ ପଛର କାରଣ ଜାଣିବା ପାଇଁ ଆରମ୍ଭ ହେଲା ତନାଘନା

ଭବାନୀପାଟଣା/କୋକସରା,୧ା୮(ସ୍ବ.ପ୍ର/ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗୁଡ଼ା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରେ ଘାଇ ସୃଷ୍ଟି ହୋଇଥିଲା। ରବିବାର ଘଟଣାର ତଦନ୍ତ ପାଇଁ ଭୁବନେଶ୍ୱରରୁ ବିଭାଗୀୟ ଉଚ୍ଚପଦସ୍ତ ଅଧିକାରୀଙ୍କ ସମେତ ଇନ୍ଦ୍ରାବତୀ ଓ ଏଲ୍‌ଏଣ୍ଡଟି...

ସିବିଆଇ ତଦନ୍ତ ହେଲେ ସାମ୍ନାକୁ ଆସିବ ସୌମ୍ୟଙ୍କ ମୃତ୍ୟୁ ପଛର ରହସ୍ୟ

ସୋର,୧।୮: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ପରିବାର ଲୋକେ । ଏଥିସହ ପୋଲିସର ତଦନ୍ତକୁ ନେଇ ପରିବାର ଲୋକେ ପ୍ରଶ୍ନ ଉଠାଇଛନ୍ତି। ପୋଲିସ ତଦନ୍ତ ଉପରୁ ଭରସା ତୁଟି ଗଲାଣି । ଘଟଣାକୁ...

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନେଇ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): : ଅଗଷ୍ଟ ମାସ ପାଇଁ ଯେଉଁ କୋଭିଡ୍‌ ଗାଇଡଲାଇନ ଜାରି କରାଯାଇଛି, ସେଥିରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ସମ୍ପୃକ୍ତ ବିଭାଗଗୁଡ଼ିକ ନିଷ୍ପତ୍ତି ନେଇ ପାରିବେ ବୋଲି କୁହାଯାଇଛି। ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବ କି...

ଏରିଆ କମାଣ୍ଡର ମାଓବାଦୀଙ୍କ ଆତ୍ମସମର୍ପଣ

ବଲାଙ୍ଗୀର ଅଫିସ,୧ା୮: କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ଼ (କେକେବିଏନ) ଡିଭିଜନ ସିପିଆଇ (ମାଓବାଦୀ) ଦଳର ଜଣେ ସକ୍ରିୟ ସଦସ୍ୟ ଆଇତୁ କୋରସା ଓରଫ ସୁରଜନ ଓରଫ ଅମିତ୍ (୨୩) ବଲାଙ୍ଗୀର ଏସ୍‌ପି ଅଫିସରେ ରବିବାର ଆତ୍ମସମର୍ପଣ କରିଛନ୍ତି। ଉତ୍ତରାଞ୍ଚଳ ଡିଆଇଜି ଡା. ଦୀପକ କୁମାର...

ଗୁପ୍‌ଚୁପ୍‌ ବ୍ୟବସାୟୀଙ୍କ ମହାନତା: ୨୧ ହଜାର ଟଙ୍କା ଫେରାଇଦେଲେ

ଫୁଲନଖରା,୧।୮(ଡି.ଏନ.ଏ.): ଅର୍ଥସର୍ବସ୍ବ ସମାଜରେ ଜଣେ ଗୁପ୍‌ଚୁପ୍‌ ବ୍ୟବସାୟୀ ଜଣେ ମହିଳାଙ୍କ ୨୧ ହଜାର ଟଙ୍କା ଫେରସ୍ତ କରି ମହାନତା ଦେଖାଇଛନ୍ତି। ସେ ହେଲେ କଟକ ଜିଲା ବାରଙ୍ଗ ବ୍ଲକ ନଗରୀ ପଞ୍ଚାୟତ ଅନ୍ତର୍ଗତ ମହୀଧରପଡା ରଙ୍ଗଣୀସାହିର ସୂର୍ଯ୍ୟକାନ୍ତ ସାହୁ। ପ୍ରତିଦିନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri