ରାଜ୍ୟ

୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍ସ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚ...

ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ବାଇଁ ମଧ୍ୟ ମାଟ୍ରିକ...

ଲଘୁଚାପ ସତ୍ତ୍ୱେ ହାଲୁକା ବର୍ଷା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହୁଛି। ଇତିମଧ୍ୟରେ ଲଘୁଚାପ ଓ୍ବେଲ୍‌ମାର୍କ ଲୋପ୍ରେସରରେ ପରିଣତ ହୋଇ ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଆଡ଼କୁ ଚାଲିଗଲାଣି।...

ପିଏମ୍‌ଇଜିପି ଅଗ୍ରଗତିରେ ଓଡ଼ିଶା ପଛୁଆ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ କର୍ମନିୟୋଜନ ସୃଷ୍ଟି କାର୍ଯ୍ୟକ୍ରମ (ପିଏମ୍‌ଇଜିପି) ଲକ୍ଷ୍ୟ ହାସଲରେ ଓଡ଼ିଶା ଧିମେଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶା ଜାତୀୟସ୍ତରରେ ୧୧୪.୭% ହାସଲ କରି ୩ୟ ସ୍ଥାନରେ ଥିବାବେଳେ ଚଳିତବର୍ଷ ବହୁ ପଛରେ ପଡ଼ିଛି। ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ମୁଖ୍ୟାଳୟ...

ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା ଆରମ୍ଭ ହୋଇଛି ା ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ...

ଯାଜପୁର ମ୍ୟୁନିସିପାଲିଟି: ୩.୫୯ ଲକ୍ଷ ଟଙ୍କା ଆତ୍ମସାତ୍‌

ଯାଜପୁର ଅଫିସ,୩୦।୭: ଯାଜପୁର ମ୍ୟୁନିସିପାଲିଟିରେ ହୋଲ୍‌ଡିଂ ଟ୍ୟାକ୍ସ, ପେନାଲ୍ଟି ଫି, ହାଉସ ରେଣ୍ଟ, ଟେଣ୍ଡର ପେପର ଇତ୍ୟାଦି କ୍ଷେତ୍ରରେ ଅର୍ଥ ଆଦାୟ କରାଯାଇ ୩,୫୯,୭୮୪ ଟଙ୍କା ଆତ୍ମସାତ୍‌ କରାଯାଇଛି। ୨୦୧୯-୨୦ ଅଡିଟ୍‌ ରିପୋର୍ଟରୁ ଏହା ଜଣାପଡିଛି। ଏହିମର୍ମରେ ଗୃହ ଓ...

ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣଙ୍କୁ ଏନ୍‌ସିବି ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଧିକାରୀ ତଥା ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ମହାନିର୍ଦ୍ଦେଶକ(ଡିଜି) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗୁରୁବାର ଆଇପିଏସ୍‌ ଅଫିସର ରାକେଶ ଆସ୍ଥାନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସତ୍ୟନାରାୟଣ ଏନ୍‌ଡିଆରଏଫ୍‌ରେ ନିଜ...

ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୮୩୪ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ...

ବିଶାଳ ଦେବ ଅର୍ଥ ସଚିବ

ଭୁବନେଶ୍ୱର,୩୦।୭ (ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର...

‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ...

ରାଜଧାନୀରେ ଥମୁନି ଡେଙ୍ଗୁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା ପରେ ଏବେ ଡେଙ୍ଗୁ ସଂକ୍ରମଣରେ ଅତିଷ୍ଠ ହେଲେଣି ରାଜଧାନୀବାସୀ। ଜ୍ୱର ହେବାମାତ୍ରେ ଭୟ ଘାରୁଛି। କେଉଁ ଜ୍ୱର ଡେଙ୍ଗୁର ଲକ୍ଷଣ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡୁଛନ୍ତି ସାଧାରଣ ଲୋକେ। ଡେଙ୍ଗୁ ଦମନରେ ପ୍ରଥମରୁ ଅବହେଳା ଯୋଗୁ ସହରରେ...

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୨୩ରୁ ଆରମ୍ଭ ହେବ ଏକକ ପିଜି ପରୀକ୍ଷା। ଏନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁସାରେ, ନାମଲେଖା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଅଗଷ୍ଟ ୨ରୁ ୧୪ ତାରିଖ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri