ରାଜ୍ୟ

‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ...

ରାଜଧାନୀରେ ଥମୁନି ଡେଙ୍ଗୁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା ପରେ ଏବେ ଡେଙ୍ଗୁ ସଂକ୍ରମଣରେ ଅତିଷ୍ଠ ହେଲେଣି ରାଜଧାନୀବାସୀ। ଜ୍ୱର ହେବାମାତ୍ରେ ଭୟ ଘାରୁଛି। କେଉଁ ଜ୍ୱର ଡେଙ୍ଗୁର ଲକ୍ଷଣ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡୁଛନ୍ତି ସାଧାରଣ ଲୋକେ। ଡେଙ୍ଗୁ ଦମନରେ ପ୍ରଥମରୁ ଅବହେଳା ଯୋଗୁ ସହରରେ...

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୨୩ରୁ ଆରମ୍ଭ ହେବ ଏକକ ପିଜି ପରୀକ୍ଷା। ଏନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁସାରେ, ନାମଲେଖା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଅଗଷ୍ଟ ୨ରୁ ୧୪ ତାରିଖ...

ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି...

ଆଜିଠାରୁ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା: ୫୦୪ ପରୀକ୍ଷା କେନ୍ଦ୍ରରେ ଦେବେ ୧୫ ହଜାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଶୁକ୍ରବାରଠାରୁ ସ୍ବତନ୍ତ୍ର ମାଟ୍ରିକ ପରୀକ୍ଷା-୨୦୨୧ ଆରମ୍ଭ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜୁନ୍‌ ୨୫ରେ ଘୋଷଣା କରାଯାଇଥିବା ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଏବଂ ଅକୃତ କାର୍ଯ୍ୟ ହୋଇଥିବା ୧୫,୧୩୬ ଛାତ୍ରୀଛାତ୍ର ଏହି...

ବନ୍ଧ୍ୟାକରଣ ବାଟବଣା

ଭୁବନ, ୩୦।୭(ଡି.ଏନ୍‌.ଏ.) ମୁଣ୍ଡବ୍ୟଥା ବଢ଼ାଇଛନ୍ତି ବୁଲାକୁକୁର। ଗଳିକନ୍ଦିରେ ପଲପଲ ହୋଇ ବୁଲୁଛନ୍ତି। ରାଜରାସ୍ତାକୁ ଅକ୍ତିଆରକୁ ନେଉଛନ୍ତି। ଏକଲା ମଣିଷ ଦେଖିଲେ କାମୁଡ଼ିବାକୁ ଗୋଡ଼ାଉଛନ୍ତି। ସେମାନଙ୍କ ଦୌରାତ୍ମ୍ୟରେ ସବୁଠାରୁ ବେଶି ପ୍ରଭାବିତ ହେଉଛନ୍ତି ବାଇକ୍‌ ଆରୋହୀ। ପରସ୍ପର ଭିତରେ କାମୁଡ଼ା କାମୁଡ଼ି...

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ। ହେଲେ ଆଷାଢ଼ ଯାଇ ଶ୍ରାବଣ ଆରମ୍ଭ ହୋଇଥିଲେ ମଧ୍ୟ ଅନୁଗୋଳ ଜିଲାରେ ସ୍ବାଭାବିକ...

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାରିପଦା ଅଫିସ, ୩୦ା୭-ଶିମିଳିପାଳରୁ ବାହାରିଥିବା ବୁଢ଼ାବଳଙ୍ଗ ନଦୀ ମୟୂରଭଞ୍ଜ ଜିଲା ସଦର ମହକୁମା ଦେଇ ପ୍ରବାହିତ ହେଉଛି। ଏହି ନଦୀ ଅବବାହିକାରେ ଅବସ୍ଥିତ ଅନେକ ଗଁାଗଣ୍ଡା ବନ୍ୟା ସମୟରେ ପ୍ରଭାବିତ ହୋଇଆସୁଛି। ସଦର ମହକୁମାରୁ ୧୦କି.ମି. ଦୂରରେ ଥିବା ଗଁାଗୁଡ଼ିକ...

୩୦ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ

ବାଲିଗୁଡା,୨୯ା୭(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ୨୦୦୮ କନ୍ଧମାଳ ଦଙ୍ଗା ମାମଲାର ବିଚାର କରି କନ୍ଧମାଳ ଜିଲା କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାରପତି ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଦେହୁରୀ ୩୦ଜଣ ଅଭିଯୁକ୍ତଙ୍କୁ ୨...

ମନ୍ତ୍ରୀଙ୍କ ଗାଡ଼ି ପଛରେ ଆସିବାରୁ ମାଡ଼ ଖାଇଲେ ୪ ବ୍ୟବସାୟୀ

ବାଉଁଶୁଣୀ,୨୯ା୭(ଡି.ଏନ୍‌.ଏ.): ମନ୍ତ୍ରୀଙ୍କ ଗାଡିକୁ ପିଛା କରିବା ଅଭିଯୋଗରେ ବୁଧବାର ରାତିରେ ପୋଲିସଠାରୁ ମାଡ ଖାଇ ୪ ଜଣ ଯୁବକ ମନମୁଣ୍ଡା ଥାନାରେ ଅଟକ ରହିବା ଘଟଣା ଗୁରୁବାର ଭିନ୍ନ ମୋଡ ନେଇଛି। ତଦନ୍ତରୁ ସତ୍ୟାସତ୍ୟ ଜଣାପଡିବା ପରେ ସେମାନଙ୍କୁ ପୋଲିସ...

ସକ୍ରିୟ ହେଲା ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହୋଇ ପଶ୍ଚିମବଙ୍ଗ ଏବଂ ବାଙ୍ଗଲାଦେଶ ଉପରେ ସକ୍ରିୟ ରହିଛି । ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି...

କାଲିଠୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା: ପହଞ୍ଚିସାରିଛି ପ୍ରଶ୍ନପତ୍ର, ଉତ୍ତରଖାତା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବିନା ପରୀକ୍ଷାରେ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏହାକୁ ନେଇ ବହୁ ବାଦବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରମାନେ ଆଶା କରୁଥିବା ମାର୍କଠାରୁ କମ୍‌ ମାର୍କ ପାଇଥିବା ନେଇ ଅଭିଯୋଗ ଆଣି ରାସ୍ତାକୁ ଓହ୍ଲାଇଥିଲେ। ଏହାପରେ ଅସନ୍ତୁଷ୍ଟ ପିଲାମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri