ରାଜ୍ୟ

ରାଜ୍ୟରେ ୧,୯୧୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୯୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି...

ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ଜାତିସଂଘ ଟ୍ୟାକ୍ସ କମିଟି ବିଶେଷଜ୍ଞ

ନୂଆଦିଲ୍ଲୀ, ୨୩ା୭: ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଥିବା ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ରଶ୍ମିରଞ୍ଜନ ଦାସ ୨୦୨୧-୨୦୨୫ ବର୍ଷ ପାଇଁ ଜାତିସଂଘ ଟ୍ୟାକ୍ସ କମିଟି ସଦସ୍ୟ ନିଯୁକ୍ତ ହୋଇ ବିଶ୍ୱର ୨୫ ଜଣ ଟିକସ ବିଶେଷଜ୍ଞଙ୍କ ମଧ୍ୟରେ ଏକମାତ୍ର ଭାରତୀୟ...

ୟୁସି ଦେବାରେ ଓଡ଼ିଶା ବିଫଳ

ନୂଆଦିଲ୍ଲୀ, ୨୩ା୭: ଓଡ଼ିଶା ସରକାର ପୂର୍ବବର୍ଷ ପାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର (ୟୁସି) କେନ୍ଦ୍ର ନିକଟରେ ଦାଖଲ କରିବାରେ ବିଫଳ ହୋଇଛନ୍ତି। ଏଥିଯୋଗୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ଆଦିବାସୀ ଯୋଜନାକୁ ସ୍ବତନ୍ତ୍ର କେନ୍ଦ୍ରୀୟ ସହାୟତା (ଏସ୍‌ସିଏ ଟୁ ଟିଏସ୍‌ଏସ୍‌)ରେ...

୫ ବିଧାୟକଙ୍କୁ ଅଟକ ରଖିଲେ ଖବରଦାତା

କେନ୍ଦ୍ରାପଡ଼ା ଅଫିସ,୨୧ା୭: କେନ୍ଦ୍ରାପଡ଼ା ରିଜର୍ଭ ପୋଲିସର ଜଣେ ମହିଳା କନ୍‌ଷ୍ଟେବଳ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଭୀମସେନ ସେଠୀ ନାମକ ଜଣେ ଖବରଦାତାଙ୍କୁ ମାଡ ମାରିଥିଲେ। ଘଟଣାର ଭିଡିଓ ଭାଇରାଲ ପରେ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ବିରୋଧକରି...

ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା

ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ ସୁନାବେଶ ଭଳି ଅଧରପଣା ନୀତି ବିନା ଭକ୍ତରେ ସମ୍ପନ୍ନ ହୋଇଛି। ସିଂହଦ୍ବାର ସମ୍ମୁଖ...

୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଟେକ୍‌ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜନ କରାଯିବ। ଏଥିପାଇଁ ୨୩ରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖରେ ସରିବ। ଅଗଷ୍ଟ...

ଶିକ୍ଷକଙ୍କ ଲାଗି କୌଣସି ଟିକାକରଣ ବ୍ୟବସ୍ଥା ନାହିଁ

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ ଆସିବେ। ତେବେ ପ୍ରାଥମିକତା ଭିତ୍ତିରେ ଶିକ୍ଷକଙ୍କୁ ଆଗ ଟିକା ଦିଆଯିବ ବୋଲି ଗଣଶିକ୍ଷା ବିଭାଗ...

ଲାଞ୍ଚ ପାଇଁ ମୂଲଚାଲ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୨ା୭: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବାଲିଖାଦାନ ସବ୍‌ ଲିଜଧାରୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲାଞ୍ଚ ନେବା ଓ ପରେ ଅଧିକ ଅର୍ଥ ପାଇଁ ମୂଲଚାଲ କରିବା ଘଟଣା ସାମ୍ନାକୁ ଆସିଛି। ଏହାର ଭିଡିଓ ଭାଇରାଲ...

ମନ୍ଦିରରୁ ଚୋରି ହେଲା ଠାକୁରଙ୍କ ମୁକୁଟ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ଜାନୁଗଞ୍ଜ ସ୍ଥିତ ଶନି ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଦାନବାକ୍ସକୁ ଭାଙ୍ଗି ଟଙ୍କା ନେଇ ବାହାରେ ଫିଙ୍ଗି ଦେଇଛନ୍ତି। ତେବେ ଏହି ଚୋରି ସମୟର ଭିଡିଓ ସିସିଟିଭିରେ କଏଦ ହୋଇଛି।...

୨୫ ଯାଏ ଜାରି ରହିବ ବର୍ଷା

ଭୁବନେଶ୍ବର,୨୨।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଏନେଇ ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇଏମଡି ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫...

ଆଜି ଶ୍ରୀଜିଉଙ୍କ ଅଧରପଣା

ପୁରୀ ଅଫିସ,୨୨ା୭: ସୁନାବେଶ ପରଦିନ ରଥ ଉପରେ ହୋଇଥାଏ ଶ୍ରୀଜିଉଙ୍କ ଅଧରପଣା ନୀତି। ରତ୍ନ ସିଂହାସନ ଛାଡ଼ି ରଥରେ ଅବତରଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡିଚାମୁଣ୍ଡା, ଅଶରିରୀମାନେ ଘୂରି ବୁଲୁଥାନ୍ତି । ଏମାନଙ୍କୁ ତୃପ୍ତ...

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଦିନକୁ ଦିନ ସୌମ୍ୟଙ୍କ ମୃତ୍ୟୁ ମାମଲା ଭିନ୍ନ ମୋଡ଼ ନେଉଛି। ଏହାର ସତ୍ୟାସତ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri