ରାଜ୍ୟ

ଭୀମଟାଙ୍ଗିରେ ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣା: ହତ୍ୟାର ୪ଦିନ ପୂର୍ବରୁ କରିଥିଲେ ଯୋଜନା

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍‌-୧ ପ୍ଲଟ୍‌ ନଂ. ଏ/ଏଲ୍‌-୧ରେ ଭଡ଼ାରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କମିଶନରେଟ୍‌ ପୋଲିସ ବୁଧବାର କୋର୍ଟଚାଲାଣ କରିଛି। ଜାମିନ...

ରାଜଧାନୀରୁ ସାଇବର ଠକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ବିଭିନ୍ନ ଯୁବତୀଙ୍କ ନାମରେ ଫେସ୍‌ବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ଏହା ସାହାଯ୍ୟରେ ଯୁବକଙ୍କ ସହ ଅଶ୍ଳୀଳ ଚାଟ୍‌ କରୁଥିଲେ। ଏମିତି କି ଯୁବକଙ୍କୁ ଅଶ୍ଳୀଳ ଫଟୋ ପଠାଇବା ସହ ଭିଡ଼ିଓ କଲିଂ କରୁଥିଲେ। ପରବର୍ତ୍ତୀ ମୁହୂର୍ତ୍ତରେ ସମ୍ପୃକ୍ତ ଯୁବକଙ୍କୁ...

ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ‘ଦେବଦୂତ’

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଈଶା ଭିଜନ ବ୍ୟାନରରେ ପ୍ରସ୍ତୁତ କ୍ଷୁଦ୍ର ଚଳଚ୍ଚିତ୍ର ‘ଦେବଦୂତ’ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଶଂସା ସାଉଁଟିଛି। ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଅନୁଷ୍ଠିତ ରୋଷନି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ୫ଟି ବିଶେଷ ବିଭାଗରେ ଏହି ଚଳଚ୍ଚିତ୍ର ୮ରୁ ଅଧିକ...

ଡାକ୍ତରଙ୍କ ଅଭିଯୋଗରେ ମାମଲା ରୁଜୁ

ନିଶ୍ଚିନ୍ତକୋଇଲି, ୨୨ା୭ (ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମଙ୍ଗଳବାର ରାତିରେ ରୋଗୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଏଥିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଙ୍କ ଅବହେଳାକୁ ଦାୟୀ କରି ନିଶ୍ଚିନ୍ତକୋଇଲି ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ ତାଙ୍କୁ ଆକ୍ରମଣ...

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ ହାତ ସହ ସେ ପିନ୍ଧିଥିବା ପ୍ୟାଣ୍ଟ୍‌ ଓ ଚପଲ ବାହରକୁ ଦିଶୁଛି। ପୋଲିସ...

ସୁନାବେଶରେ ଦାରୁଦିଅଁ

ପୁରୀ ଅଫିସ,୨୨ା୭: ତିନିରଥ ଉପରେ ବୁଧବାର ସୁନାବେଶରେ ଦର୍ଶନ ଦେଇଛନ୍ତି ଦାରୁଦିଅଁ। ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ବିଗ୍ରହଙ୍କୁ ଅଢ଼େଇ ମହଣ ସୁନାରେ ସଜ୍ଜିତ କରାଯାଇଛି। ତେବେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଛି ମହାମାରୀ କରୋନା। ରଥଯାତ୍ରା...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୩୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ...

୪୮ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨ଦିନ ପ୍ରବଳରୁ ଅତି ପ୍ରବଳ...

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଗତ ଦୁଇଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ...

ଏସିଏଫ୍‌ ମୃତ୍ୟୁ ଘଟଣା: ଡିଏଫ୍‌ଓ, ଗୁରାଣ୍ଡି ଓଆଇସି ହେବେ ଜେରା

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ଘଟଣାର ୯ ଦିନ ପରେ ବି ମୃତ୍ୟୁ ରହସ୍ୟରୁ ପରଦା ହଟୁନି। ସୌମ୍ୟଙ୍କ ଶରୀରର...

୨୬ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ଖୋଲୁଛି। ସେମାନଙ୍କ ପାଇଁ ଉକ୍ତଦିନଠାରୁ ହଷ୍ଟେଲ ମଧ୍ୟ ଖୋଲିବ। ପୂର୍ବରୁ ହଷ୍ଟେଲ ଖୋଲିବ ନାହିଁ ବୋଲି ଘୋଷଣା କରାଯାଇଥିଲା। ବର୍ତ୍ତମାନର...

ଅନୁମୋଦନ ଅପେକ୍ଷାରେ ରାଜ୍ୟ ଇ-ଭେହିକଲ୍‌ ନୀତି

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ, କୋଇଲା ଭଳି ଇନ୍ଧନ ବ୍ୟବହାରକୁ ହ୍ରାସ କରିବା ଉପରେ ବିଶ୍ୱସ୍ତରରେ ଗୁରୁତ୍ୱ ଦିଆଯାଉଛି। ବିଶ୍ୱର ଅନେକ ଦେଶ ଇଲେକ୍ଟ୍ରିକ୍‌ ଯାନବାହନ ଚଳାଚଳକୁ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ଭାରତ ସରକାର ମଧ୍ୟ ଇଲେକ୍ଟ୍ରିକ୍‌ ଯାନବାହନ ଚଳାଚଳକୁୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri