ରାଜ୍ୟ

ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଶୁକ୍ରବାର ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସାଇଣ୍ଟଫିକ ଟିମ୍‌ ଓ ପୋଲିସ ପହଞ୍ଚି...

ଆଖଣ୍ଡଳମଣି ପୀଠରେ ବୈଷୟିକ ଟିମ୍‌

ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍‌। ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାର ପ୍ରାଚୀର ନିର୍ମାଣ, ଗର୍ଭଗୃହ ଚଟାଣ ମରାମତି,...

ଅଣଓଡ଼ିଆଙ୍କ ନିୟନ୍ତ୍ରଣରେ ନିଶା କାରବାର

ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ ନକଲି ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ ସ୍ପିରିଟ ଓ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ...

ଓଡ଼ିଆ ଆଇପିଏସ୍‌ ଅଧିକାରୀଙ୍କୁ ଗୁରୁତ୍ୱ

ଭୁବନେଶ୍ୱର,୧୭ା୭(ବ୍ୟୁରୋ):  ନିକଟରେ ରାଜ୍ୟର ୩ଜଣ ଓଡ଼ିଆ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଦୀର୍ଘ ଦିନ ପରେ ଓଡ଼ିଆ ଅଧିକାରୀଙ୍କୁ ଏଭଳି ପଦବୀରେ ଅବସ୍ଥାନ କରି ରାଜ୍ୟରେ ଓଡ଼ିଆ ଓ ଅଣଓଡ଼ିଆ ଅଫିସରଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧକୁ ଘୋଡ଼ାଇବାକୁ...

୧୧୫ କୋଟିର ଜିଏସ୍‌ଟି ଠକେଇ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଜାଲ୍‌ କମ୍ପାନୀ, ଜାଲ୍‌ ପଦବୀ, ଜାଲ୍‌ ବିଲ୍‌ ମାଧ୍ୟମରେ ଚାଲିଥିଲା ବହୁ କୋଟି ଟଙ୍କାର ଜିଏସ୍‌ଟି ଠକେଇ। ରାଜ୍ୟ ଜିଏସ୍‌ଟି ବିଭାଗର ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ୍‌ ଗୁରୁବାର ଏହି ବଡ଼ଧରଣର ଠକେଇ ର଼୍ୟାକେଟକୁ ଧରିବା ସହ ସମ୍ପୃକ୍ତ ଦୁଇ ମାଷ୍ଟରମାଇଣ୍ଡ୍‌ଙ୍କୁ...

ପ୍ରଥମ ଦିନରେ ଟିକା ନେଲେ ୧୨୮୪ ଗର୍ଭବତୀ

ଭୁବନେଶ୍ୱର,୧୭ା୭ (ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨ଶହ ୮୪ଜଣ ଗର୍ଭବତୀଙ୍କୁ କୋଭିଡ୍‌ ଟିକା ଦିଆଯାଇଛି। ଟିକା ନେବା ପାଇଁ କିପରି ସହଜରେ ପଞ୍ଜୀକରଣ କରିପାରିବେ ସେଥିପାଇଁ କୋଓ୍ବିନ୍‌ ପୋର୍ଟାଲରେ ସ୍ବତନ୍ତ୍ର ଫିଚର୍‌ ବ୍ୟବସ୍ଥା...

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଅପରାହ୍ନ ୫ଟା ୩୦ ମିନିଟ୍‌ରେ ବସିବାକୁ ଥିବା ବୈଠକରେ ୮ଟି ଏଜେଣ୍ଡା ଉପରେ...

ଜିଲା ବାହାରେ ଡିଏମ୍‌ଏଫ୍‌ ଖର୍ଚ୍ଚ ବନ୍ଦକର

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ। କେନ୍ଦ୍ର ସରକାରଙ୍କ ବିନା ଅନୁମୋଦନରେ ରାଜ୍ୟ ସରକାର ଏହି ପାଣ୍ଠିର କାର୍ଯ୍ୟ,...

୧୨ରୁ ୧୮ ବର୍ଗଙ୍କ ଟିକାକରଣ ଶୀଘ୍ର କରାଯାଉ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ତେଣୁ ପ୍ରାଥମିକତା ଦେଇ ୧୨ରୁ ୧୮ ବର୍ଷ ବର୍ଗଙ୍କ...

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ସହର ଭିତରେ ପ୍ରବେଶ କରୁଛି ଭାଲୁ। ଗତ ବୁଧବାର ଭାଲୁ ଜିଲାପାଳଙ୍କ...

ବାପ-ଝିଅଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ବାପ ଝିଅ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାସ୍ତାରେ ବାଲି,...

ମଡେଲଙ୍କ ଫଟୋକୁ ଏଡିଟ୍‌ କରି ବ୍ଲାକ୍‌ମେଲ୍‌ କରୁଥିଲେ

ଉମରକୋଟ, ୧୬।୭(ସ୍ବ.ପ୍ର.): ମୁମ୍ବାଇର ଜଣେ ମଡେଲଙ୍କ ଫଟୋକୁ ନଗ୍ନ ରୂପ ଦେଇ ଟଙ୍କା ମାଗିବା ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତ ସଦର ଗାଁର ସୌରଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri