ରାଜ୍ୟ

ଓମ୍‌ଫେଡ କେନ୍ଦ୍ରରେ ଗ୍ୟାସ ଲିକ୍‌

କୋକସରା୧୬।୭: କଳାହାଣ୍ଡି ଜିଲା କୋକସରା ଓମ୍‌ଫେଡ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ମରାମତି ବେଳେ ଶୁକ୍ରବାର ଗ୍ୟାସ ଲିକ୍‌ ହୋଇଛି। ଏଥିରେ ୩ ମେକାନିକ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲିକ୍‌ ହେଉଥିବା ଗ୍ୟାସକୁ...

ଥାନା ସମ୍ମୁଖରେ ଚାଲିଥିଲା ନକଲି ମଦ କାରଖାନା

ରୂପ୍‌ସା/ବସ୍ତା,୧୬।୭: ବାଲେଶ୍ୱର ଜିଲା ଓ ବସ୍ତା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଶୁକ୍ରବାର ସିଂଲା ଥାନା ସମ୍ମୁଖ ବଜାରରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ମଦ ବ୍ୟବସାୟୀ ତାରାଶଙ୍କର ଜେନାଙ୍କୁ ଗିରଫ କରାଯାଇଛି।...

ମନ୍ଦିରରେ କଳାକନା ବୁଲାଇଲେ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍‌ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର ବିଳମ୍ବିତ ରାତିରେ ମନ୍ଦିରର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡିରୁ ପ୍ରାୟ ୨୦...

ଏଟିଏମ୍‌ରୁ ଝାମ୍ପିନେଇଥିଲେ ପର୍ସ: ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍‌ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ନୀଳାଦ୍ରି ବିହାରର ଏକ ଏଟିଏମରୁ ଦୁଇ ଜଣ ଯୁବତୀ ଟଙ୍କା ଉଠାଉ...

ପୁଣି ଏନ୍‌କାଉଣ୍ଟର: ଟଳିଲେ ୩ ମାଓବାଦୀ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦନ୍ତେଓ୍ବାଡା ଜିଲାରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ପ୍ରାଣ ହରାଇଥିବା ବେଳେ...

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏହି ଚଢ଼ାଉ କରାଯାଇଛି । ମସୁଦ ସୁବର୍ଣ୍ଣପୁର ଜିଲାର...

ଦିନକରେ କରୋନା ନେଲା ୬୪ ଜୀବନ

ଭୁବନେଶ୍ୱର,୧୬/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ...

୪ ଶିଶୁ ଅପପୁଷ୍ଟିର ଶିକାର

କଳିଙ୍ଗନଗର,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ସଂସାଇଲୋ ପଞ୍ଚାୟତ ଅଧୀନ ନାକଦେଇ ଗ୍ରାମ। ସେହି ଗ୍ରାମର ୪ ଆଦିବାସୀ ଭାଇଭଉଣୀ ଏବେ ଅପପୁଷ୍ଟିର ଶିକାର ହୋଇଛନ୍ତି। ଚାଲିବାକୁ ସେମାନଙ୍କର ଶକ୍ତି ନାହିଁ। ସାନ ଭାଇ ଓ ଭଉଣୀ ଏବେ ବିଛଣାରୁ...

ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ଏବେ ଅଗଷ୍ଟ ୨୬,୨୭, ୩୧ ଏବଂ...

ଆଜି ବିଶ୍ବ ସର୍ପ ଦିବସ: ସାପ କାମୁଡ଼ାରେ ପ୍ଲାଷ୍ଟିକ ସର୍ଜରି

ଭୁବନେଶ୍ୱର( ଅସମାପିକା ସାହୁ): ସାପ କାମୁଡ଼ିବା ପରେ ଚିକିତ୍ସାକୁ ନେଇ ଅନେକ ସମୟରେ ଲୋକମାନେ ଦ୍ୱନ୍ଦ୍ୱରେ ଥାଆନ୍ତି। ବିଭିନ୍ନ ସମୟରେ ଡାକ୍ତରଖାନାକୁ ନ ନେଇ ଝଡ଼ାଫୁଙ୍କା ବା ଚେରମୂଳି ଚିକିତ୍ସା କରିଥାନ୍ତି। ଗୁରୁତର ହେଲେ ଡାକ୍ତରଖାନା ନେବାବେଳକୁ ବହୁ ବିଳମ୍ବ...

ଯୁକ୍ତ୨ ସିଟ୍‌ ବୃଦ୍ଧି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍‌ ବୃଦ୍ଧି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ଭିତ୍ତିଭୂମି ଥିବା ଶିକ୍ଷାନୁଷ୍ଠାନର ସିଟ୍‌ ବୃଦ୍ଧି...

ଆଜି ହେରାପଞ୍ଚମୀ

ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ ମହାପ୍ରଭୁ ସାଙ୍ଗରେ ନବଦିନାତ୍ମକ ଯାତ୍ରାରେ ନେଇ ନ ଥିବାରୁ ସେ ଅଭିମାନରେ ନନ୍ଦିଘୋଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri