ରାଜ୍ୟ

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ...

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା...

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ...

ସେପ୍ଟେମ୍ବର ୧୧ରେ ଏନ୍‌ଇଇଟି ପିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ):ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଏନ୍‌ଇଇଟି ପିଜି ୨୦୨୧ ଆସନ୍ତା ସେପ୍ଟେମ୍ବର ୧୧ରେ ଅନୁଷ୍ଠିତ ହେବ। ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍‌ଜାମିନେଶନ(ଏନ୍‌ବିଏ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପୂର୍ବରୁ ଜାନୁୟାରୀରେ ହେବାର ଥିଲା। କିନ୍ତୁ କରୋନା ଯୋଗୁ ପରୀକ୍ଷା...

ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା

ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ଗୁରୁବାରକୁ ଘୁଞ୍ଚତ୍ଛି। ପରୀର ମା’ ସୌଦାମିନୀ ଝିଅର ହତ୍ୟା ଘଟଣାର ସିବିଆଇ...

୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ଦ୍ୱିତୀୟ ନ ଯାଉଣୁ ତୃତୀୟ ଭୟ

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୧୪ା୭:ଓଡ଼ିଶାରେ କୋଭିଡ୍‌ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଗତ ଏପ୍ରିଲ ୧୩ରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମେ ୧୩ରେ ୧୯, ଜୁନ ୧୩ରେ ୪୫ ଏବଂ ଜୁଲାଇ ୧୩ରେ ୬୮ଜଣଙ୍କ ମୃତ୍ୟୁ ଘଟିଛି। ଅର୍ଥାତ୍‌ ରାଜ୍ୟରୁ କରୋନାର ଦ୍ୱିତୀୟ...

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୨୦୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି...

ହନୁମାନ ପଇସା ପାଇଁ ଦମ୍ପତିଙ୍କୁ ଅପହରଣ

ବରଗଡ଼ ଅଫିସ୍‌/ଝାରବନ୍ଧ,୧୩।୭: ହନୁମାନ ପଇସା ଲୋଭରେ ବରଗଡ଼ ଜିଲା ଝାରବନ୍ଧ ଥାନା ଭଇଁଷାଦର୍ହା ଗ୍ରାମର ଏକ ଦମ୍ପତିଙ୍କୁ ଅପହରଣ କରାଯାଇଥିଲ। ଅପହୃତ ଦମ୍ପତି ଉକ୍ତ ଗ୍ରାମର ଧରମସିଂ ନାଏକ(୩୦) ଓ ସ୍ତ୍ରୀ ବିନିତା(୨୫)ଙ୍କୁ ମଙ୍ଗଳବାର ଉଦ୍ଧାର କରିଛି ଝାରବନ୍ଧ ପୋଲିସ।...

ନିଷ୍ଠୁର ହେଲା ମା’

ଆନନ୍ଦପୁର,୧୩। ୭(ସ୍ବ.ପ୍ର.)- ପାରିବାରିକ କଳହର କରୁଣ ପରିଣତି। ନିଷ୍ଠୁର ହେଲେ ମା’। ୫ ବର୍ଷର ଶିଶୁ ପୁତ୍ରକୁ ତଣ୍ଟି ଚିପି ହତ୍ୟା କରିବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର...

ଏ ବର୍ଷ ବି ବୋଲ୍‌ବମ୍‌ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍‌ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍‌ଆର୍‌ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ଧାର୍ମିକ ସ୍ଥଳରୁ କାଉଡ଼ିଆମାନେ ଜଳ ଉଠାଇପାରିବେ ନାହିଁ। ଏଥିସହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri