ରାଜ୍ୟ

ଡ. ଇତି ସାମନ୍ତ ହେଲେ ‘ୱାଜା ଓଡ଼ିଶା’ ଅଧ୍ୟକ୍ଷା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଲେଖକ-ସାମ୍ବାଦିକଙ୍କ ପ୍ରଥମ ଜାତୀୟ ସ୍ତରୀୟ ମିଳିତ ମଞ୍ଚ ‘ରାଇଟର୍ସ ଆଣ୍ଡ୍‌ ଜର୍ନାଲିଷ୍ଟ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ (ଓ୍ବାଜା ଇଣ୍ଡିଆ)’ର ଓଡ଼ିଶା ପ୍ରଦେଶ ଅଧ୍ୟକ୍ଷା ଭାବେ ବିଶିଷ୍ଟ ଲେଖିକା, ସାମାଜିକ କର୍ମୀ, ଉଦ୍ୟୋଗୀ ତଥା ‘କାଦମ୍ବିନୀ’ର ସମ୍ପାଦିକା ଡ. ଇତି...

ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କଲା ହାଇଦ୍ରାବାଦ ପୋଲିସ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଓଡ଼ିଶାରୁ ଅପରେଟ ହେଉଛି ସାଇବର ଠକେଇ ର଼୍ୟାକେଟ। ହାଇଦ୍ରାବାଦ ପୋଲିସ ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଛି। ମାନାପୁରମ୍‌ ଫାଇନାନ୍ସ ସଂସ୍ଥାରୁ ୩୦ଲକ୍ଷ ଟଙ୍କା ଠକେଇ ଘଟଣାରେ ଓଡ଼ିଶା ଲିଙ୍କ୍‌ ଥିବା ଜାଣିବା ପରେ...

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ କାମ କରିଥିବା...

ତଦନ୍ତ ନିର୍ଦ୍ଦେଶ ଦେଲେ ମାନବାଧିକାର କମିଶନ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ବାରିପଦାରେ ଏକ ଘରୋଇ ସଂସ୍ଥା ଦ୍ୱାରା ପରିଚାଳିତ କୋଭିଡ୍‌ ହସ୍ପିଟାଲ୍‌ରେ ରୋଗୀଙ୍କୁ ଅବହେଳା ନେଇ ଅଭିଯୋଗ ଆସିଥିଲା। ଏ ସଂକ୍ରାନ୍ତ ମାମଲାର ଶୁଣାଣି କରି ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ତଦନ୍ତ ପାଇଁ ପିଆର୍‌ଏମ୍‌ ମେଡିକାଲ କଲେଜ ଓ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୮ ଜୀବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶୁକ୍ରବାର ରାଜ୍ୟରେ କରୋନାଜନିତ ୬୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ...

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ଶୁକ୍ରବାର ରାଜ୍ୟରେ ୨,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର...

ଶୌଚ ସ୍ଥାନରେ ସାମଗ୍ରୀ

ଛେଣ୍ଡିପଦା,୧୦ା୭ (ସ୍ବ.ପ୍ର.) ସ୍ବଚ୍ଛ ଭାରତ ଯୋଜନାରେ ଗାଁ ଗାଁରେ ନିର୍ମାଣ ହେଉଛି ପାଇଖାନା। ଖୋଲାସ୍ଥାନ ପରିବର୍ତ୍ତେ ଶୌଚାଳୟରେ ଶୌଚ ହେବାକୁ କରାଯାଉଛି ସଚେତନ। ଶତପ୍ରତିଶତ ଲୋକେ ଏହାକୁ ପାଳନ କରିବା ପରେ ପ୍ରଶାସନ ଲଗାଉଛି ‘ବାହ୍ୟ ମଳମୁକ୍ତ ଗାଁ ’...

୬ ଜିଲାରେ ନୂଆ ଏସ୍‌ପି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣଙ୍କ ବଦଳି ଓ ନୂଆ ଦାୟିତ୍ୱ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର...

ଶୀତଳଭଣ୍ଡାର ବିକିବାକୁ ଗରାଖ ଖୋଜା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଆଳୁ ଚାଷ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଳୁ ରଖିବା ଏବଂ ଉପଯୁକ୍ତ ବଜାର ସୁବିଧା ମିଳୁ ନ ଥିବାରୁ ଚାଷୀମାନେ ଏଥିପ୍ରତି ଆଗ୍ରହ ଦେଖାଉନାହାନ୍ତି । କେବଳ ଖାଇବା ଆଳୁ ନୁହେଁ, ମଞ୍ଜି ପାଇଁ...

ଯୁବକଙ୍କୁ ପିଟି ପିଟି ହତ୍ୟା, ଭିଡିଓ ଭାଇରାଲ

ରାଉରକେଲା ଅଫିସ୍‌,୯।୭: ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆର୍‌ଏସ୍‌ପି) ପରିସରରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରିଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ମୃତକ ହେଲେ ଲାଠିକଟା ଅଞ୍ଚଳର ମୂଳବାସିନ୍ଦା ତଥା ରାଉରକେଲା ସହର ଉପକଣ୍ଠ ଦେଓଗାଁରେ ରହୁଥିବା ସଚିନ ଗୋପେ(୩୦)।...

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ବଡ଼ଦାଣ୍ଡରେ ମୁଣ୍ଡିଆ ମାରିଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୯।୭: ୧୫ ଦିନିଆ ଅଣସର ସରିବା ପରେ ଶୁକ୍ରବାର ମହାପ୍ରଭୁ ନବଯୌବନ ଦର୍ଶନ ଦେଇଛନ୍ତି। ଖଡ଼ିଲାଗି ଓ ବନକଲାଗି ନୀତି ପରେ ନୂଆ ରୂପରେ ଚମକିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ତେବେ କରୋନା କଟକଣା ଯୋଗୁୁ ଶ୍ରଦ୍ଧାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ...

କଦଳୀ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri