ରାଜ୍ୟ

ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ

ଭୁବନେଶ୍ୱର,୯।୭(ବ୍ୟୁରୋ):ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍‌ଲାଇନ ଅନୁସାରେ ଖୁବ୍‌ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁବାର ସୂଚନା ଦେଇଛନ୍ତି। ଟିକା ନେବା...

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ବିଲ୍ଡର ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ):ଯୌତୁକ ସାମଗ୍ରୀ ହାତେଇବା ପରେ ପ୍ରଥମ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଏବେ ଦ୍ୱିତୀୟ ସ୍ତ୍ରୀ ଆଣିଛନ୍ତି ସମାନ ଅଭିଯୋଗ। ତାଙ୍କ ଅଭିଯୋଗ ଆଧାରରେ କ୍ୟାପିଟାଲ ଥାନା ପୋଲିସ ଗୁରୁବାର ଅଭିଯୁକ୍ତ ସ୍ବାମୀ ତଥା ବିଲ୍ଡର ସୂର୍ଯ୍ୟନଗରରେ...

ଚାଇଲ୍ଡ ଲାଇନ୍‌ର ତଦନ୍ତ, ବାପାଙ୍କ ବିରୋଧରେ ଏତଲା

ଭୁବନେଶ୍ୱର,୯।୭(ବ୍ୟୁରୋ):୭ ବର୍ଷର ଝିଅ ପ୍ରତି ବାପା ଓ ସାବତ ମା’ର ଅକଥନୀୟ ନିର୍ଯାତନା ଘଟଣାରେ ଚାଇଲ୍ଡ ଲାଇନ୍‌ ହସ୍ତକ୍ଷେପ କରିଛି। ଗୁରୁବାର ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଥିବା ପୀଡିତା ଶିଶୁ ଓ ତାଙ୍କ...

ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ବାକ୍ସରେ ଲୁଚାଇଲେ ପ୍ରେମିକା

ବାରିପଦା ଅଫିସ,୯ା୭:ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଞ୍ଚଳର ଜଣେ ଯୁବତୀ ଧରାପଡ଼ିବା ଭୟରେ ନିଜ ପ୍ରେମିକଙ୍କୁ ବାକ୍ସରେ ଲୁଚାଇ ରଖିବା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ, ଯୁବତୀ...

ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ...

୧୧ ଖଣି ପାଇଁ ଇ- ନିଲାମ ଆରମ୍ଭ

ଭୁବନେଶ୍ୱର,୯ା୭(ବ୍ୟୁରୋ):ରାଜ୍ୟ ସରକାର ଆଉ ୧୧ ଖଣିର ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ୭ଟି ଲୁହାପଥର, ୨ଟି ଲୁହାପଥର ଓ ମାଙ୍ଗାନିଜ, ଗୋଟିଏ ଲୁହାପଥର ଓ ଡୋଲୋମାଇଟ ଓ ଗୋଟିଏ ବକ୍ସାଇଟ୍‌ ଖଣି ରହିଛି। ୭ଟି ଲୁହାପଥର...

ଘର ନ କଲେ ପ୍ଲଟ୍‌ ରଦ୍ଦ ହେବ

ଭୁବନେଶ୍ୱର,୯ା୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଦୀର୍ଘବର୍ଷ ହେଲା ଜାଗା ନେଇ ଘର କରି ନ ଥିବା ବ୍ୟକ୍ତିଙ୍କ ପ୍ଲଟ୍‌ ରଦ୍ଦ ହେବ। ଏ ନେଇ ପ୍ଲଟ୍‌ ନେଇଥିବା ବ୍ୟକ୍ତିଙ୍କୁ ସତର୍କ କରାଇଛି ବିଡିଏ। ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା...

ଆମେ ଆନ୍ଧ୍ରରେ ମିଶିବୁ

ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ...

ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ଲୁଚାଇ ଦେଲେ ବାକ୍ସରେ

ବାରିପଦା ଅଫିସ,୮ା୭- ପରିବାର ଲୋକଙ୍କ ଅନୁପସ୍ଥିତିରେ ପ୍ରେମିକଙ୍କୁ ଘରକୁ ଡାକିଥିଲେ ପ୍ରେମିକା। ଦୁହେଁ ବ୍ୟସ୍ତ ଥିବାବେଳେ ହଠାତ୍‌ ଘରେ ପହଞ୍ଚିଥିଲେ ଯୁବତୀଙ୍କ ଭାଇ। କିଛି ଉପାୟ ନ ପାଇ ଘରେ ଥିବା ଏକ ବାକ୍ସ ଭିତରେ ପ୍ରେମିକଙ୍କୁ ଲୁଚାଇ ତାଲା...

ଟିକା ପାଇଁ ଲମ୍ବାଧାଡିରେ ଅପେକ୍ଷା କରିବେ ନାହିଁ ଗର୍ଭବତୀ

ଭୁବନେଶ୍ୱର,୮।୭(ବ୍ୟୁରୋ): ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍‌ଲାଇନ ଅନୁସାରେ ଖୁବ୍‌ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁବାର ସୂଚନା ଦେଇଛନ୍ତି। ଟିକା...

ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,୮।୭: ୩ ଦିନ ପରେ ରଥଯାତ୍ରା। ଚଳିତ ବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭର୍ଚୁଆଲ ମାଧ୍ୟମରେ ଏକ...

୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri