ରାଜ୍ୟ

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୭(ବ୍ୟୁରୋ): ମୌସୁମୀ ଦୁର୍ବଳ ରହିଥିବାବେଳେ ରାଜ୍ୟରେ ବର୍ଷା ଜାରି ରହିଛି। ଏବେ ଉତ୍ତର-ଦକ୍ଷିଣ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପୂର୍ବ ଝାଡ଼ଖଣ୍ଡ, ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଉପକୂଳ...

ବ୍ରାହ୍ମଣୀରେ ଲୁଚକାଳି ଖେଳ

ପଟ୍ଟାମୁଣ୍ଡାଇ,୫।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନାୟାଡ଼ିଆ ଗ୍ରାମର ଲୋକେ ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀରେ ଦେଖିବାକୁ ପାଇଥିଲେ ରୋଚକ ଦୃଶ୍ୟ, ଯେଉଁଥିରେ ଏକ ମୂର୍ତ୍ତି ଚୋରି ଘଟଣାର ଅଭିଯୁକ୍ତ ପାଣିରେ ବୁଡ଼ି ବୁଡ଼ି ପୋଲିସକୁ ଚକମା ଦେଖାଉଥିଲେ।...

ରାଜ୍ୟରେ ବେଲଗାମ ପେଟ୍ରୋଲ ଦର: ସବୁଠି ୧୦୦ ଟପିଛି

ଭୁବନେଶ୍ୱର,୫।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଏହି ଦର ବୃଦ୍ଧି ଫଳରେ ସାରା ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଟପିଯାଇଛି। ସେହିଭଳି କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନୂଆପଡ଼ା,...

ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ସାଆନ୍ତଙ୍କ ସେବାରେ ସମର୍ପିତ

ଢେଙ୍କାନାଳ ଅଫିସ, ୫।୭: ସ୍ନାନଯାତ୍ରାଠାରୁ ଆରମ୍ଭ ହୋଇଛି ବଡ଼ଦିଅଁଙ୍କ ଅଣସରନୀତି। ଜ୍ୱରରେ ଥରୁଥିବା କାଳିଆ ଠାକୁରଙ୍କ ଉପଶମ ପାଇଁ ମନ୍ଦିରରେ ଆରମ୍ଭ ହୋଇଛି ଗୁପ୍ତସେବା। ଢେଙ୍କାନାଳସ୍ଥିତ ଶ୍ରୀବଳରାମ ମନ୍ଦିରରେ ଅଣସର ଘରେ ଶ୍ରୀଜୀଉଙ୍କ ଏହି ନୀତିରେ ନିୟୋଜିତ ଅଛନ୍ତି ଓଡ଼ାପଡ଼ା...

ନିଯୁକ୍ତି ସତ୍ତ୍ୱେ ନିଅଣ୍ଟ

ବଇଣ୍ଡା,୫ା୭: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ୨୭ ଡାକ୍ତର ପଦବୀ ଖାଲି ଥିଲା। କରୋନା ସମୟରେ ଏତେ ସଂଖ୍ୟକ ଡାକ୍ତର ନଥିବା ଯୋଗୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ସ୍ବାସ୍ଥ୍ୟସେବା ଗୁରୁତର ପ୍ରଭାବିତ ହୋଇଥିଲା। ଏ ନେଇ ବାରମ୍ବାର ଦାବି ପରେ...

ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୯୭ ଜଣ...

୩ ଆଦିବାସୀ ଗାଁର ଦୁଃଖ ତୁଳସୀ

ବାଲେଶ୍ୱର ଅଫିସ, ୫।୭-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରସଲପୁର ପଞ୍ଚାୟତ ଦେଇ ପ୍ରବାହିତ ଜଳକା ନଦୀର ଶାଖା ତୁଳସୀ ନଦୀ ରସଲପୁର ପଞ୍ଚାୟତକୁ ଦୁଇଭାଗ କରିଛି। ନଦୀର ଗୋଟିଏ ପାର୍ଶ୍ୱରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ସ୍କୁଲ, କଲେଜ,...

ଅଧାରେ ଅଟକିଛି ଜଗଦଳା ଜଳସେଚନ ପ୍ରକଳ୍ପ

ଝୁମ୍ପୁରା, ୫।୭ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ମଲଦା ପଞ୍ଚାୟତରେ ରହିଛି ଜଗଦଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଏହାର ଉନ୍ନତୀକରଣ କାମ ଅଧାରେ ଅଟକିଛି। ଉକ୍ତ ଡ୍ୟାମ୍‌ ଉପରେ ବହୁ ଗ୍ରାମର ଚାଷୀ ନିର୍ଭର କରୁଥିଲେ ମଧ୍ୟ କାର୍ଯ୍ୟ...

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍‌ଓପି ପ୍ରସ୍ତୁତ କରିଛନ୍ତି।...

ମା’-ବାପାଙ୍କଠୁ ଅଲଗା କଲା ମଦ

ଜାମଟିକ୍ରା,୪ା୭ : ମଦ କାରଣରୁ ମା’-ବାପାଙ୍କ ଠାରୁ ଅଲଗା ହୋଇଯାଇଛି ୧୦ ବର୍ଷର ବାଳକ। ବରଗଡ଼ ଜିଲା ଭେଡେନ ଥାନା ତାଲମେଣ୍ଡା ପଞ୍ଚାୟତର ରଙ୍ଗାଟିକ୍ରା ଗ୍ରାମରେ ଘଟିଛି ଏଭଳି ଘଟଣା। ଗତ ଜୁନ୍‌ ୨୯ ରାତିରେ ରଙ୍ଗାଟିକ୍ରା ଗ୍ରାମର ଟିକେଶ୍ୱର...

ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ

ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି । ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri