ରାଜ୍ୟ

ଆଜି ପ୍ରବଳ ବର୍ଷିବ, ୩ରୁ କମିବ

ଭୁବନେଶ୍ୱର,୧।୯(ଅନୁରାଧା ମହାରଣା): ବଙ୍ଗୋପସାଗର ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଶନିବାର ଅବପାତର ରୂପ ନେବା ପରେ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରବିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ବେଳେ...

ଛତୁଆ: ମଣିଷ କ’ଣ, ଗୋରୁ ଖାଉନାହାନ୍ତି

ଭୁବନେଶ୍ୱର,୧ା୯(ଅନିଲ ଦାସ): ଅଙ୍ଗନଓ୍ବାଡି ପିଲାମାନଙ୍କୁ ପୁଷ୍ଟିକର ଖାଦ୍ୟ ନାମରେ ଦିଆଯାଉଥିବା ଛତୁଆ ଅତ୍ୟନ୍ତ ନିମ୍ନମାନର। କେବଳ ଗହମ ଓ ଚିନି ମିଶାଇ ଦିଆଯାଉଛି। ସେ ଛତୁଆକୁ ମଣିଷ କ’ଣ ଗୋରୁ ଖାଉ ନାହାନ୍ତି। ଯେଉଁମାନଙ୍କୁ ଛତୁଆ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି...

ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ

ଭୁବନେଶ୍ୱର,୩୧।୮: ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍‌ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍‌ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ...

ବିଧାନସଭାରେ ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀ ମୋହନ ମାଝି ୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ବିଧାନସଭାରେ ଗୃହ ବିଭାଗ ଓ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଆଲୋଚନାରେ ୧ ଘଣ୍ଟା ୪୦ ମିନିଟ ଧରି ବିବୃତି ରଖି ମୁଖ୍ୟମନ୍ତ୍ରୀ ରେକର୍ଡ ସୃଷ୍ଟି କରିଛନ୍ତି।...

ନବୀନ ଓ ପାଣ୍ଡିଆନଙ୍କୁ ମୋହନଙ୍କ କଡ଼ା ଟାର୍ଗେଟ, କହିଲେ…

ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗୋଟି ଗୋଟି କରି କାଉଣ୍ଟର କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ ଏଥର ନବୀନଙ୍କୁ କହିବା ସହ ପରୋକ୍ଷରେ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାରର ମୁଖ୍ୟମନ୍ତ୍ରୀ...

ଆକ୍ସନ ମୋଡ୍‌ରେ ସରକାର, ଶ୍ରୀମନ୍ଦିର କାର୍ଯ୍ୟାଳୟର ୩୨ କର୍ମଚାରୀ ବିଦା

ପୁରୀ,୩୧।୮: ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାର୍ଯ୍ୟରତ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ବିଦା କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ଖବର ଜାଣିବା ପରେ ଆକ୍ସନ ମୋଡ୍‌କୁ ଆସିଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ପ୍ରଶାସନ ସମସ୍ତ...

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୩୧ା୮(ରମେଶ ଚନ୍ଦ୍ର ନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବା କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଳି ପଞ୍ଚାୟତ ଦୋରାସାର୍ଲି ଗାଁର ସହଦେବ ହରିଜନ (୨୮)ଙ୍କ ଗୁରୁବାର ସେଠାରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ସହଦେବ ୨୦୨୩ ଅଗଷ୍ଟରେ ତାମିଲନାଡୁ ତ୍ରିପୁର ଜିଲାକୁ...

ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ରତ୍ନଭଣ୍ଡାର ଚଟାଣ ତଳେ…

ଭୁବନେଶ୍ୱର,୩୧।୮: ରତ୍ନଭଣ୍ଡାର ସର୍ଭେ ନେଇ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ କରି ସାରିଲାଣି। ନନ୍‌ପେନିଟ୍ରେଟିଙ୍ଗ ସର୍ଭେ କରିବା ପାଇଁ ଯୋଜନା ରହିଛି। ସମସ୍ତଙ୍କ ମନରେ ଗୋଟେ...

ଝାଡ଼ାବାନ୍ତି ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି

ଭଞ୍ଜନଗର, ୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ିରେ ଲାଗିଥିବା ଝାଡ଼ାବାନ୍ତି ସ୍ଥିତିରେ ପରିବର୍ତ୍ତନ ଆସୁନାହିଁ। ମୃତ୍ୟୁସଂଖ୍ୟା କ୍ରମେ ବଢ଼ିବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଝାଡ଼ାବାନ୍ତିରେ ୪ଜଣ ମୃତ୍ୟୁବରଣ କରିଛନ୍ତି । ସେମାନେ ହେଲେ ଅରକ୍ଷିତ ଗୌଡ଼ ଏବଂ...

ନବୀନ କରିଥିଲେ ପ୍ରଶ୍ନ, ଚମକାଇଲା ମୁଖ୍ୟମନ୍ତ୍ରୀଙ୍କ ଜବାବ

ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଇଛନ୍ତି କଡ଼ା ଜବାବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ନେଇ ନବୀନ ପ୍ରଶ୍ନ ଉଠାଇଥିବାବେଳେ ମୋହନଙ୍କ ଜବାବ ସମସ୍ତଙ୍କୁ ତାଜୁବ କରିଦେଇଛି। ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ...

କେବେଠୁ ଏବଂ କେଉଁଠି କରିବେ ସୁଭଦ୍ରା ପଞ୍ଜୀକରଣ, ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୩୧।୮: ସୁଭଦ୍ରା ଯୋଜନାନୁ ନେଇ ଆସିଲା ବଡ଼ ଖବର। ନୂଆ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ପାଇଁ ମହିଳାମାନେ କେବେଠୁ ଓ କେଉଁଠି ପଞ୍ଜୀକରଣ କରିବେ ଏନେଇ ସମସ୍ତ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ପ୍ରଭାତୀ କହିଛନ୍ତି, ଆସନ୍ତ...

ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର

ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l କେତେବେଳେ ହତ୍ୟା ତ, ଆଉ କେତେବେଳେ ବଳାତ୍କାର ଭଳି ଘଟଣା ସାମ୍‌ନାକୁ ଆସୁଛି। ଫୁଣି ଜିଲାରୁ ଏକ ଲଜ୍ୟାକର ଘଟଣା ପଦାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri