ଭୁବନେଶ୍ୱର,୩ା୭(ବ୍ୟୁରୋ): ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ଆମର ମୂଳମନ୍ତ୍ର। ଶିଶୁମାନଙ୍କୁ ଉପଯୁକ୍ତ ଚିକିତ୍ସା ନିଶ୍ଚିତ କରିବା ଲାଗି ରାଜ୍ୟ ସରକାର ସମସ୍ତ ଉପଲବ୍ଧ ସମ୍ବଳକୁ ବିନିଯୋଗ କରିବେ। ଶୁକ୍ରବାର ଶିଶୁ ବିଶେଷଜ୍ଞ ଡାକ୍ତରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ...
ଭୁବନେଶ୍ୱର, ୩ା୭(ବ୍ୟୁରୋ): କେନ୍ଦ୍ର ସରକାର ଘରୋଇ ହସ୍ପିଟାଲକୁ ଯୋଗାଇ ଦେଉଥିବା ଟୀକା ଅନୁପାତକୁ ୭୫:୨୫ ପରିବର୍ତ୍ତେ ୯୫:୫ କରିବା ପାଇଁ ଓଡିଶା ଦାବି କରିଛି। ଏନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ...
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ ସେନେଇ କେନ୍ଦ୍ର ସରକାର ‘ୱାନ୍ ନେଶନ ୱାନ୍ ରାଶନ’ ବ୍ୟବସ୍ଥା କରିବାକୁ ସମସ୍ତ...
Page 2,382 of 4,222« First«...102030...2,3802,3812,3822,3832,384...2,3902,4002,410...»Last »
Archives
Model This Week
ପିଲାଙ୍କ ଧରିତ୍ରୀ