ରାଜ୍ୟ

ସିଲ୍‌ ହେଲା ୭ ମଦ ଦୋକାନ

ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍‌ଲାଇନ୍‌ରେ ମଦ ଯୋଗାଣକୁ ଅନୁମତି ରହିଛି। ହେଲେ ଲକ୍‌ଡାଉନ୍‌ ହେଉ କି ସପ୍ତାହାନ୍ତ ଶଟ୍‌ଡାଉନ୍‌, ସବୁ ସମୟରେ ରାଜଧାନୀରେ...

ମାଷ୍ଟର କ୍ୟାଣ୍ଟିନରୁ ଯୋଦ୍ଧା, ଘୋଡ଼ା ପ୍ରତିମୂର୍ତ୍ତି ସ୍ଥାନାନ୍ତର କରା ନ ଯାଉ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟର କ୍ୟାଣ୍ଟିନ ଛକରୁ ଯୋଦ୍ଧା, ଘୋଡ଼ା ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସୁରେଶ ରାଜଭବନ...

ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ ଧାନ କିଣିବା ଦାବିରେ ଭାଜପା ପକ୍ଷରୁ ଜୁଲାଇ ୧ ଏବଂ ୨ରେ...

ଆଜିଠୁ ଶିଶୁଙ୍କୁ ପିସିଭି ଟିକା

ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍‌ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ ସାରା ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଭୁବନେଶ୍ୱର ୟୁନିଟ୍‌-୪ ସ୍ବାସ୍ଥ୍ୟ କେନ୍ଦ୍ରରେ...

ନୂଆ ବନ୍ଦର ବିଲ୍‌କୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର,୩୦ା୬(ବ୍ୟୁରୋ):ଭାରତୀୟ ବନ୍ଦର ଆଇନ-୧୯୦୮କୁ ବଦଳାଇ ନୂତନ ଆଇନ ଆଣିବାକୁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏ ନେଇ କେନ୍ଦ୍ର ସରକାର ଭାରତୀୟ ବନ୍ଦର ବିଲ୍‌ -୨୦୨୧ ଚିଠା (ଡ୍ରାଫ୍ଟ) ପ୍ରସ୍ତୁତ କରିଛନ୍ତି। ଏହା ଉପରେ ମତାମତ ଦେବାକୁ ବନ୍ଦର,...

ଅପହରଣର ୧୪ ଦିନ ପରେ ଉଦ୍ଧାର ହେଲା ଶିଶୁ

ଲଙ୍ଗଳେଶ୍ବର, ୩୦।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଚକ୍ରଜୂନି ଗ୍ରାମର ଏକ ଇଟାଭାଟିରୁ ୧୪ଦିନ ପୂର୍ବରୁ ଚୋରି ହୋଇଥିବା ଜଣେ ୩ ମାସର ଶିଶୁପୁତ୍ରକୁ ମଙ୍ଗଳବାର ରାତି ୧୦ଟା ବେଳେ ଉଦ୍ଧାର କରାଯାଇଛି। ଗଁାମୁଣ୍ଡ ଏକ ନିଛାଟିଆ ଘରୁ...

ଟୋକିଓ ଅଲିମ୍ପିକ୍‌: ଏବେ ବି ଅଛି ଦୂତୀଙ୍କ ଆଶା

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍‌ଲାଇନ୍‌ ଶେଷ ହୋଇଥିବାରୁ ଏବେ ବିଭିନ୍ନ ଇଭେଣ୍ଟ ଲାଗି ପ୍ରତିଯୋଗୀଙ୍କ ତାଲିକା ଘୋଷଣା ସମୟ ଆସିଯାଇଛି। ଆଉ ଦିନେ...

ବାରିପଦା ଓ ନୀଳଗିରି ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ଆବେଦନ

ବାଲେଶ୍ୱର ଅଫିସ/ବାରିପଦା ଅଫିସ, ୩୦।୬- ବାରିପଦା ଓ ନୀଳଗିରିରେ ଚଳିତବର୍ଷ ସମସ୍ତ କୋଭିଡ୍‌ ନିୟମ ଅନୁସାରେ ରଥଯାତ୍ରା କରାଇବା ପାଇଁ ସୁପ୍ରିମକୋର୍ଟରେ ମଙ୍ଗଳବାର ଆବେଦନ କରାଯାଇଛି। ବାରିପଦା ରଥଯାତ୍ରା ପାଇଁ ଭଞ୍ଜସେନା ପକ୍ଷରୁ ଆକାଶକୁମାର ଶର୍ମା ଓ ବାଲେଶ୍ୱର ଜିଲାର...

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ଅବସରରେ ମଙ୍ଗଳବାର ସେ ସଂକ୍ରମଣ ହାର ଅଧିକ ଥିବା ଜିଲାରେ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ସେ। ଗୁରୁ ଗମ୍ଭୀର ସ୍ବରରେ...

ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ ଜଣେ ୨୮ ବର୍ଷର ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।...

ଜୁଲାଇରେ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା, ୫ରୁ ଫର୍ମ ଫିଲ୍‌ଅପ୍‌

କଟକ ଅଫିସ,୨୯।୬: ମାଟ୍ରିକ ପରୀକ୍ଷାଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ଅଫ୍‌ଲାଇନ୍‌ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଛି। ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri