ରାଜ୍ୟ

ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି...

ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୯୬ ଜଣ...

୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା...

ତାଲିକା ପ୍ରସ୍ତୁତକର୍ତ୍ତା, ତାଲିକା ବାହାରେ

ଭୁବନେଶ୍ୱର,୨୮।୬: ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଶନିବାର ୩୦ ଜିଲା ପାଇଁ ପର୍ଯ୍ୟବେକ୍ଷକ ଓ ୬ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ସେଥିରେ ବିଧାୟକ, ମନ୍ତ୍ରୀ ଓ ବିରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ...

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ...

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ ରାଜହଂସ ଡେଲ୍‌ଟା ପ୍ଲସରେ ସଂକ୍ରମିତ ହୋଇଥିଲେ। ଶନିବାର ତାଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର...

ଝିଅ ଜନ୍ମ ହେବାରୁ ନିର୍ଯାତନା ପରେ ହତ୍ୟା

ଗୋପାଳପୁର,୨୭ା୬: ମହିଳାଙ୍କୁ ଯୌତୁକ ଜନିତ ହତ୍ୟା ଅଭିଯୋଗରେ ଗୋପାଳପୁର ପୋଲିସ ଜଣେ ଯବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଗୋଳାବନ୍ଧ ସ୍ଥିତ ଆର୍ମି ଏଡ଼ି କଲେଜର ନାଏକ ଭାବେ କାର୍ଯ୍ୟ କରୁଥିବା ଆନନ୍ଦ ସିଂ (୩୦)।...

ଗଛ ମୂଳେ ଆଶ୍ରୟ ନେବା ହେଲା କାଳ

ଆନନ୍ଦପୁର/ଘସିପୁରା,୨୭। ୬: ରବିବାର ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ...

୫ ଜିଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ବର,୨୭।୬: ରାଜ୍ୟର କିଛି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟର ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଏହି ୫...

ପଞ୍ଚାୟତ ଓ ପୌର ନିର୍ବାଚନ ଲାଗି ଅଣ୍ଟା ଭିଡ଼ୁଛି ଭାଜପା: ୩ ନୂଆ କମିଟି ଗଠନ

ଭୁବନେଶ୍ୱର ୨୭।୬(ବ୍ୟୁରୋ): ଦଳୀୟ ସଂଗଠନକୁ ଆହୁରି ଅଧିକ ସୁଦୃଢ଼ କରିବା ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରିଛି। ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ଭାଜପା ସାଂଗଠନିକସ୍ତରରେ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ତେବେ ବିଜେଡି ସଂଗଠନକୁ...

ବିଜେଡିର ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା: ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସଂଗଠନ ସଜାଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଜେଡି ଗତକାଲି ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ପରେ ଆଜି ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା କରିଛି ଦଳ। ରାଜ୍ୟସ୍ତରୀୟ ପରାମର୍ଶଦାତା...

ଜୀବିକା ହରାଇ ଦୁର୍ଦ୍ଦିନରେ କଳାକାର

କଟକ ଅଫିସ, ୨୭ା୬- କରୋନା ମହାମାରୀ ପ୍ରଭାବରେ ସମାଜର ସବୁ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି କଳାକାର। କଳାକାରଟିଏ ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ନିଜର କଳା ମାଧ୍ୟମରେ ସବୁବେଳେ ଦର୍ଶକଙ୍କ ମୁହଁରେ ହସ ଫୁଟାଇବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri