ରାଜ୍ୟ

ଜୀବିକା ହରାଇ ଦୁର୍ଦ୍ଦିନରେ କଳାକାର

କଟକ ଅଫିସ, ୨୭ା୬- କରୋନା ମହାମାରୀ ପ୍ରଭାବରେ ସମାଜର ସବୁ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି କଳାକାର। କଳାକାରଟିଏ ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ନିଜର କଳା ମାଧ୍ୟମରେ ସବୁବେଳେ ଦର୍ଶକଙ୍କ ମୁହଁରେ ହସ ଫୁଟାଇବାକୁ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୩୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୮୭କୁ...

ରାଜ୍ୟରେ ୯ ଲକ୍ଷ ପାର ହେଲା କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ରବିବାର ୩,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ଶାଗ ମାଛ ଦରରେ ବିକ୍ରି କରୁଛନ୍ତି ମୂଲ୍ୟବାନ୍‌ କାଠ

ଚନ୍ଦ୍ରପୁର, ୨୭।୬(ଡି.ଏନ୍‌.ଏ.): ଗଛ ଆମର ବନ୍ଧୁ। ସୁସ୍ଥ ପରିବେଶ ପାଇଁ ଗଛ ଯେ କେତେ ଜରୁରୀ ତାହା ସମସ୍ତଙ୍କୁ ଜଣା। ପରିବେଶକୁ ସ୍ବଚ୍ଛ, ସୁସ୍ଥ ରଖିବାକୁ ବନ ବିଭାଗ, ସାଧାରଣ ଲୋକେ, ବିଭିନ୍ନ ଅନୁଷ୍ଠାନ ଓ ଛାତ୍ରୀଛାତ୍ର ଗଛ ଲଗାଉଛନ୍ତି।...

୧୦୦ କୋଟି ଖର୍ଚ୍ଚ, ଲାଭ ନାହିଁ

ଗୁଣପୁର,୨୭ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ନେରେଡିଠାରେ ବ୍ୟାରେଜ ନିର୍ମାଣକୁ ଟ୍ରିବ୍ୟୁନାଲ ନିକଟରେ ଆନ୍ଧ୍ରକୁ ସବୁଜ ସଙ୍କେତ ଦେଇଛନ୍ତି। ଏହାକୁ ନେଇ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ବିଷୟକୁ ନେଇ ସ୍ଥାନୀୟ ଭେଙ୍କେଟେଶ୍ୱର ମନ୍ଦିର...

‘ପିଲାଙ୍କ ଉପରେ ନଜର ରଖ’

ଭୁବନେଶ୍ୱର, ୨୭।୬ (ବ୍ୟୁରୋ): ଇଣ୍ଟରନେଟ୍‌ ବ୍ୟବହାର ସମୟରେ ପିଲାଙ୍କୁ ସାଇବର ଅପରାଧୀଙ୍କଠାରୁ ଦୂରେଇ ରଖିବାରେ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ପିଲାମାନେ କେଉଁ ସାଇଟ୍‌କୁ ଯାଉଛନ୍ତି, କ’ଣ ଦେଖୁଛନ୍ତି ସେଥିପ୍ରତି ମାତାପିତାମାନେ ଦୃଷ୍ଟି ଦେବା ଆବଶ୍ୟକ। ସ୍ବେଚ୍ଛାସେବୀ ସଂଗଠନ ପିକକ ଓ...

ଅମାନିଆଙ୍କ ପାଇଁ ବିଗିଡିବ ସ୍ଥିତି: ଗଳାବାଟ ଦେଇ ଖସି ପଳାଉଛନ୍ତି

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ହାର କମିଥିଲେ ମଧ୍ୟ ସ୍ଥିତି ସୁଧୁରି ନ ଥିବାରୁ ଲକ୍‌ଡାଉନ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା ଜାରି ରହିଛି। କମିଶନରେଟ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଚଢ଼ାଉ, ଯାଞ୍ଚ ସହ...

ପିଲା ଅଧିକ, ସିଟ୍‌ କମ୍‌

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଚଳିତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍‌ ହାର ୯୭.୮୯% ରହିଛି। ଏଥରର ପାସ୍‌ ହାର ଖୁସି ଦେଇଥିଲେ ମଧ୍ୟ ଭଲ କଲେଜରେ ସିଟ୍‌ ମିଳିବା ନେଇ...

ଟିକା ଅନୁପାତ ୯୫:୫ ରହୁ

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା....

ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ)...

୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ...

ଯୁକ୍ତିତର୍କରୁ ଭୁଜାଲି ଚୋଟ

କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି ଏଭଳି ଘଟଣା। ମୃତକ ମହିଳାଙ୍କ ନାମ ସରସ୍ବତୀ ବାରିକ। ଅଭିଯୁକ୍ତ ସ୍ବାମୀ ଜିତେଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri