ରାଜ୍ୟ

ଆସନ୍ତା ୨ ଦିନରେ ବଦଳିବ ପାଗ

ଭୁବନେଶ୍ୱର,୪।୮:ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ। ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା...

ମେଟଲ୍‌ ମିଟ୍‌ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌

ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍‌ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍‌ ମିଟ୍‌ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର...

ମହାନଦୀରେ ଭାସିଗଲେ କାଉଡ଼ିଆ

କଟକ,୪।୮: ମହାନଦୀର ଭଦିମୂଳ ଘାଟରେ ରବିବାର ଏକ ଅଘଟଣ ଘଟିଛି। ଘାଟରେ ପାଣି ଉଠାଇବା ବେଳେ ଜଣେ କାଉଡ଼ିଆ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି...

ଶିଳ୍ପ ସଂସ୍ଥାଠୁ ବକେୟା ଜଳକର ଆଦାୟ କର: ମନ୍ତ୍ରୀ ପୂଜାରୀ

ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମ୍‌ ଜଳ ପରିଚାଳନା ନେଇ ରବିବାର ବୁର୍ଲାରେଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ହୀରାକୁଦ ଡ୍ୟାମ୍‌ ସମେତ ଝାରସୁଗୁଡ଼ା ଏବଂ ସମ୍ବଲପୁର...

ଓ୍ବାୟନାଡ ଗଲା ବ୍ରହ୍ମପୁରର ସନ୍ଧାନୀ କୁକୁର ‘ଷ୍ଟର୍ମ’

ବ୍ରହ୍ମପୁର,୪ା୮: କେରଳର ଓ୍ବାୟନାଡରେ ଭୂସ୍ଖଳନ ପରେ ମାଟିତଳୁ ଚାଲିଛି ଜୀବନ ଖୋଜା। ଭୂ-ସ୍ଖଳନର ମହାବିପର୍ଯ୍ୟୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ବ୍ରହ୍ମପୁର ପୋଲିସର ସନ୍ଧାନୀ...

ଜୁନିୟର ଗ୍ରୁପ୍‌ରେ ବାଜି ମାରିଲା ଭୁବନେଶ୍ୱରର ଡିଏଭି

ଭୁବନେଶ୍ୱର,୪ା୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ ମିଟ-୨୦୨୪’ର ଗ୍ରାଣ୍ଡ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଅନୁଷ୍ଠିତ ହୋଇଥିଲା। ଗ୍ରାଣ୍ଡ ଫିନାଲେରେ ଜୁନିୟର...

ହୀରାକୁଦ ଡ୍ୟାମ୍‌ରୁ ଆଉ ଖୋଲିଲା ୪ ଗେଟ୍‌

ସମ୍ବଲପୁର,୪।୮: ରବିବାର ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ହେଲେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି ଉପୁଜି ନାହିଁ । ନଦୀ...

ଏହି ଦେଶର କୋଚ ହେବେ ରାହୁଲ ଦ୍ରାବିଡ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୪।୮: ରାହୁଲ ଦ୍ରାବିଡଙ୍କ କୋଚିଂର ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ନିକଟରେ ଦ୍ରାବିଡ଼ ରାଜସ୍ଥାନ ରୟାଲ୍ସର ମୁଖ୍ୟ କୋଚ ହେବା ନେଇ କଳ୍ପନାଜଳ୍ପନା ମଧ୍ୟରେ ଏବେ ଦ୍ରାବିଡ ଇଂଲଣ୍ଡ କ୍ରିକେଟ ଦଳର ମୁଖ୍ୟ କୋଚ ହେବା ନେଇ ଗୁଜବ...

ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ ଗୁମର

ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ କମିସନରେଟ ପୋଲିସ ରିମାଣ୍ଡରେ ନେବ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ । ସୂଚନାଯୋଗ୍ୟ, ରାଜଧାନୀରେ...

ମେଟଲ୍‌ ମିଟ୍‌-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୪’ର ଗ୍ରାଣ୍ଡ୍‌ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍‌ ଫିନାଲେରେ ଜୁନିୟର ଓ...

ଚିଲିକା ମଝିରେ ଫସିଲା ବନବିଭାଗର ପାଟ୍ରୋଲିଂ ଡଙ୍ଗା

ପୁରୀ,୪ା୮: ପୁରୀ ଜିଲା କୃଷ୍ଣପ୍ରସାଦର ଜହ୍ନିକୁଦା ନିକଟରେ ରବିବାର ବନବିଭାଗର ଏକ ପାଟ୍ରୋଲିଂ ଗାଡ଼ି ଚିଲିକା ମଝିରେ ଫସିରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗାଟି ଫସି ଯାଇଥିବା ଜଣାପଡ଼ିଛି। ଏଥିରେ ବନବିଭାଗର ୪ ଜଣ କର୍ମଚାରୀ ରହିଛନ୍ତି। ଫସିଥିବା ବନ...

ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ କହିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ବାରିପଦା,୪।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ଚାଷୀଙ୍କୁ କୁଇଣ୍ଟାଲ ପିଛା ଧାନର ଏମ୍‌ଏସ୍‌ପି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri