ରାଜ୍ୟ

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ଏତେ କୋଟି ଟଙ୍କା

ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ...

ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ୪ ଜିଲାକୁ ଅରେଞ୍ଜ ୱାର୍ନିଂ

ଭୁବନେଶ୍ୱର,୨୯।୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ।...

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଲେ ବଡ଼ ସୂଚନା: ପଟ୍ଟା ମିଳିଥିବା ଲୋକଙ୍କୁ ମିଳିବ…ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୯।୮: ଗୃହରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପୂର୍ବ ସରକାର ଭୂମିହୀନଙ୍କୁ ପଟ୍ଟା ଦେଇଛନ୍ତି, ହେଲେ ଜମି ଦେଇନାହାନ୍ତି। ପୂର୍ବ ସରକାର ଲିଫଲେଟ ବାଣ୍ଟିଲା ଭଳି ପଟ୍ଟା ବାଣ୍ଟି ଦେଇଛନ୍ତି। କିନ୍ତୁ ଫାଇଲ...

ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କୁ ହତ୍ୟା କଲେ ପାଗଳପ୍ରେମୀ

ଭୁବନେଶ୍ୱର,୨୯ା୮: ପୁଣି ରାଜଧାନୀରେ ବୀଭତ୍ସ ହତ୍ୟା। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ଜଣେ ପାଗଳପ୍ରେମୀ ହତ୍ୟା କରିଛନ୍ତି। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ଜଗା ମଲ୍ଲିକ।...

ଓଡ଼ିଆରେ ଅନୁବାଦ ହେବ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ

ଭୁବନେଶର,୨୯।୮: ଇଞ୍ଜିନିୟରିଂ ତୃତୀୟ ଓ ଚତୁର୍ଥ ବର୍ଷ ପାଠ୍ୟପୁସ୍ତକ ଖୁବ୍‌ଶୀଘ୍ର ଓଡ଼ିଆରେ ଅନୁବାଦ ହେବ ବୋଲି ଜଣାପଡିଛି। ୫ଟି ଷ୍ଟ୍ରିମ୍‌ରେ ଏହା ମିଳିବ ବୋଲି ଏଆଇସିଟିଇ ଅଧ୍ୟକ୍ଷ ଟିଜି ସୀତାରାମ ସୂଚନା ଦେଇଛନ୍ତି। ଏନେଇ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।...

ବଡଦାଣ୍ଡରେ ବଡ଼ ଅଘଟଣ: ଭକ୍ତଙ୍କ ଉପରକୁ ଚଢିଗଲା କାର୍‌

ପୁରୀ,୨୯।୮: ପୁରୀ ବଡଦାଣ୍ଡରେ ଘଟିଛି ବଡ଼ ଅଘଟଣ। ରାସ୍ତା ଉପରେ ବସିଥିବା ଭକ୍ତଙ୍କ ଉପରକୁ ଚଡିଯାଇଛି ଏକ କାର୍‌। ମାଉସୀ ମା’ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। କାର୍‌ଟି ଭକ୍ତଙ୍କ ଅଣ୍ଟା ଉପରେ ଚଢିଯାଇଛି। ଯାହାଯୋଗୁ ସେ ଗୁରୁତର...

ଆଇପିଏସ ପଣ୍ଡିତ ରାଜେଶଙ୍କ ବଢିଲା ଅଡୁଆ, ଚାର୍ଜଫ୍ରେମ ଦାଖଲ

ଭୁବନେଶ୍ୱର,୨୯।୮(ସତ୍ୟଜିତ୍‌ ରାଉତ): ଜଣେ ବିବାହିତ ମହିଳା ଇନ୍‌ସ୍ପେକ୍ଟରଙ୍କୁ ପ୍ରେମ ନିବେଦନ କରିବାକୁ ରାତିରେ ସରକାରୀ ବାସଭବନରେ ପଶିବା ସହ ତାଙ୍କ ସ୍ବାମୀଙ୍କୁ ମାଡ ମାରିବା ଅଭିଯୋଗରେ ନିଲମ୍ବିତ ହୋଇଥିବା ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ପଣ୍ଡିତ ରାଜେଶ ଉତ୍ତମରାଓଙ୍କ ପାଇଁ...

ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ବ୍ୟବସ୍ଥା ଆଇନ ପ୍ରଣୟନ ଦ୍ୱାରା ହୋଇପାରିବ: ମନ୍ତ୍ରୀ ନିତ୍ୟାନନ୍ଦ

ଭୁବନେଶ୍ୱର,୨୯।୮(ଅନିଲ ଦାସ): ୧୯୯୫ ଫେବୃଆରୀ ୩ ତାରିଖରେ ମେଡିକାଲ ଏବଂ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମ ଲେଖା ପାଇଁ ଅନୁସୂଚିତ ଜନଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କ ପାଇଁ ୧୨% ଏବଂ ଅନୁସୂଚିତ ଜାତିଙ୍କ ପାଇଁ ୮% ସଂରକ୍ଷଣ ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ...

ରେଳ ପ୍ରକଳ୍ପ ବିକାଶକୁ ତ୍ୱରାନ୍ବିତ କରିବ

ଭୁବନେଶ୍ୱର,୨୯।୮(ଅନିଲ ଦାସ): ଓଡ଼ିଶାର ୨ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ମିଳିଛି। ବରଗଡ଼ ରୋଡ ଓ ନୂଆପଡ଼ା ରୋଡ ୧୩୮କି.ମି. ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨୯୨୬କୋଟି ଟଙ୍କା...

ସାତକୋଶିଆରେ ପୁଣି ଆରମ୍ଭହେବ ବ୍ୟାଘ୍ର ପ୍ରକଳ୍ପ

ଭୁବନେଶ୍ୱର,୨୯ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଅନୁଗୋଳ ଜିଲାର ସାତକୋଶିଆରେ ପୁଣି ଆରମ୍ଭ ହେବ ବ୍ୟାଘ୍ର ପ୍ରକଳ୍ପ। ଏଥିପାଇଁ ବନ ବିଭାଗ ପକ୍ଷରୁ ୫ ବର୍ଷିଆ ଯୋଜନା ହେବ। ୫ ବର୍ଷରେ ପର୍ଯ୍ୟାୟକ୍ରମେ ଏଠାକୁ ପ୍ରାୟ ୧୪ଟି ବାଘ ଅଣାଯିବ। ମହାରାଷ୍ଟ୍ରର ତଡବା ଜଙ୍ଗଲରେ...

ଦଶମ ପାସ୍‌ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର,୨୯ା୮(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ଦଶମ, ହେଲେ କାମ ଥିଲା ଅତି ଚତୁର। ନିଜକୁ ଡାକ୍ତର ପରିଚୟ ଦେଇ ଘର ଘର ବୁଲି ସ୍ବାସ୍ଥ୍ୟ ସମସ୍ୟା ପଚାରି ବୁଝୁଥିଲେ। କର୍କଟଠୁ ଆରମ୍ଭ କରି କିଡ୍‌ନୀ, ଡାଇବେଟିସ୍‌, ଗ୍ୟାସ୍‌ ଭଳି ବହୁ...

କୌଣସି ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୯ା୮(ଅନୁରାଧା ମହାରଣା): ରାଜ୍ୟରେ ବାର୍ଡ ଫ୍ଲୁକୁ ନେଇ ଚିନ୍ତା ବଢ଼ିଛି। ଏହି ଭୂତାଣୁ କୁକୁଡ଼ାଠାରୁ ଲୋକଙ୍କୁ ବ୍ୟାପିଥିବା ନେଇ ଚର୍ଚ୍ଚା ଚାଲିଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ଏହାକୁ ଖଣ୍ଡନ କରିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ବର୍ତ୍ତମାନ ସୁଦ୍ଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri