ରାଜ୍ୟ

ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି

ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ ମଧ୍ୟରେ ପ୍ରଥମ ଡାକ୍ତର ହେବେ ମଙ୍ଗଳା । ସେ ଚୟନ ହେବା...

ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୮ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ବୁଧବାର ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ମିଋତୁର ଥାନା ଅନ୍ତର୍ଗତ ତିମନାର ଗ୍ରାମର ସୁଦ୍ରୁ କରାମ। ତାଙ୍କୁ ଘରୁ ଅପହରଣ କରିନେଇ ହତ୍ୟା...

ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର...

ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌, ନଚେତ୍‌ କଟିଯିବ ନାଁ..

ଭୁବନେଶ୍ୱର,୨୮ା୮: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ...

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା...

ମହିଳା ମାଓବାଦୀଙ୍କୁ ଗଣବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ଲାଗିଲା ପୋଷ୍ଟର

ମାଲକାନଗିରି, ୨୮ା୮(ଦୁର୍ଯ୍ୟୋଧନ ପାତ୍ର): ମହିଳା ମାଓବାଦୀ ବନ୍ତୀ ରାଧାଙ୍କୁ ଗଣବଳାତ୍କାର ପରେ ପ୍ରଜାକୋର୍ଟରେ ହତ୍ୟା ଘଟଣାକୁ ବିରୋଧକରି ଆଣ୍ଟି ମାଓବାଦୀ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଗ୍ରାମରେ ବୁଧବାର ମାଓବାଦୀ ବିରୋଧୀ ପୋଷ୍ଟର...

ଶିକାରୀଙ୍କୁ ଧରୁଛି ଏଆଇ କ୍ୟାମେରା, ପାଞ୍ଚ ଜଣଙ୍କୁ ବାନ୍ଧିଲା ବନ ବିଭାଗ

ଶିମିଳିପାଳ,୨୮।୮: ସରକାରଙ୍କ ଦ୍ୱାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଶିକାରୀ। ବୁଧବାର ବନ ବିଭାଗ ଦ୍ୱାରା ପାଞ୍ଚ ଜଣଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସାଉଥ ୱାଇଲ୍ଡ ଲାଇଫ ରେଞ୍ଜରେ...

ବିଧାନସଭାରେ ବଡ଼ଭାଇ କେ.ଭି ସିଂଙ୍କୁଏହି ପ୍ରଶ୍ନ କଲେ ସାନଭାଇ କଳିକେଶ, ଉତ୍ତରରେ ବଡ଼ ଭାଇ କହିଲେ…

ଭୁବନେଶ୍ୱର,୨୮ା୮: ବିଧାନସଭାରେ ଆଜିର ପ୍ରଶ୍ନ ଉତ୍ତର ବେଶ୍‌ ଆଖିଦୃଶିଆ ତଥା ହାସ୍ୟରୋଳ ବି ଥିଲା। ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ସାନ ଭାଇ କଳିକେଶ ଠିଆ ହୋଇ କିଛି ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ରଖିଥିଲେ କେ.ଭି।...

୫୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

ଜଗତସିଂହପୁର,୨୮।୮: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଜଗତସିଂହପୁର ବାଲିକୁଦା ତହସିଲର ମଲ୍ଲିକାପୁର ରାଜସ୍ବ ନିରୀକ୍ଷକ(ଆରଆଇ) ବିଭୁଦତ୍ତ ସାହୁ। ଏକ ଜମି ପଟା ମ୍ୟୁଟେସନ କେସ କୁ ଜଣଙ୍କ ପକ୍ଷରେ କରାଇ ଦେବା ଲାଗି ୫୦୦୦ ଟଙ୍କା ଲାଞ୍ଚ...

ଆଉଟସୋର୍ସିଂ ଜରିଆରେ ଶ୍ରୀମନ୍ଦିରର ନିଯୁକ୍ତ ହେବେ ସେନା ଅଧିକାରୀ; କଡାକଡି ହେବ ସୁରକ୍ଷା ବ୍ୟବସ୍ଥା

ପୁରୀ,୨୮।୮: ଶ୍ରୀ ମନ୍ଦିରରେ ଥିବା ଆନନ୍ଦ ବଜାରରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡାକଡି କରିବାକୁ ପୂର୍ବତନ ସେନା କର୍ମଚାରୀମାନେ ମୁତୟନ ହେବେ ବୋଲି ମନ୍ଦିର ପ୍ରଶାସକ ଅଜୟ ଜେନା ସୂଚନା ଦେଇଛନ୍ତି। ଆନନ୍ଦ ବଜାରରେ ଶୃଙ୍ଖଳା ବଜାୟ ରଖିବା ଏବଂ...

ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ବରଗଡ଼,୨୮ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍‌ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ...

ବିଧାନସଭାକୁ ମୋବାଇଲ ମନା, ବିଧାୟକଙ୍କୁ ରୋକଠୋକ ଶୁଣାଇଦେଲେ ବାଚସ୍ପତି ସୁରମା

ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri