ରାଜ୍ୟ

ଶିଳ୍ପମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୫ ହଜାର ଯୁବତୀଯୁବକଙ୍କ ଲାଗି ନିଯୁକ୍ତି ସୁଯୋଗ ହେବ ସୃଷ୍ଟି

ଭୁବନେଶ୍ୱର,୨।୮(ଅନିଲ ଦାସ):ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଡେରାସ ସ୍ଥିତ ସି-ଫୁଡ୍‌ ପାର୍କ ଶିଳ୍ପାଞ୍ଚଳ ଗସ୍ତକରି ଗୁରୁବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶିଳ୍ପାଞ୍ଚଳର ବିଭିନ୍ନ ଉଦ୍ୟୋଗ ବୁଲି ଦେଖିବା ସହ ଅଂଶୀଦାରମାନଙ୍କ ସହିତ ଆଲୋଚନା କରିଛନ୍ତି।...

ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨।୮: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସୁଦ୍ଧା ଏହା ଲଘୁଚାପରେ ପରିବର୍ତ୍ତିତ ହୋଇପାରେ ।  ଏହା...

ପିଏମ୍‌ଏଫ୍‌ବିଓ୍ବାଇ ଅବଧି ଅଗଷ୍ଟ ୧୦ ବଢିଲା, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମନମୋହନ

ଭୁବନେଶ୍ୱର, ୧।୮: ଭାଜପା ସରକାର କୃଷି ଓ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିଶୃତିବଦ୍ଧ। ପ୍ରାକୃତିକ ବିପର୍ଯ୍ୟୟ କ୍ଷୟକ୍ଷତିରୁ ଚାଷୀମାନଙ୍କୁ ଫସଲର ସୁରକ୍ଷା ଓ ଚିନ୍ତାମୁକ୍ତ ରଖିବା ପାଇଁ ୨୦୧୬ ଫେବୃଆରୀ ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଫସଲ ବୀମା...

ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷଙ୍କ ସମିତି ସଭ୍ୟ ପଦ ରଦ୍ଦ

ବିଷମକଟକ,୧।୮(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷ କଇନ କିମ୍ବାକାଙ୍କ ସମିତି ସଭ୍ୟ ପଦକୁ ରଦ୍ଦ କଲେ ବିଷମକଟକ ସିଭିଲ ଡିଭିଜନ କୋର୍ଟର ସିନିଅର ଜଜ୍‌। କଇନ କିମ୍ବକାଙ୍କର ୨ଟି ସ୍ତ୍ରୀ ଓ ୩ଟି ସନ୍ତାନ ଥିବା...

ସମସ୍ତ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା: ରାଜସ୍ବ ମନ୍ତ୍ରୀ

ସମ୍ବଲପୁର/ରେଙ୍ଗାଲି,୧ା୮(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲାହୀରାକୁଦ ଜଳଭଣ୍ଡାର ବିସ୍ଥାପିତଙ୍କୁ ପ୍ରଥମଥର ପାଇଁ ସ୍ଥାୟୀ ପଟ୍ଟା ବଣ୍ଟନ କରାଯାଇଛି। ଫଳରେ ଦୀର୍ଘ ୭୦ବର୍ଷ ପରେ ବିସ୍ଥାପିତ ପରିବାରଙ୍କ ଆଶା ପୂରଣ ହୋଇଛି। ରେଙ୍ଗାଲି ତହସିଲ କୁର୍ଲା ଗ୍ରାମରେ ଗୁରୁବାର ଏକ ସ୍ବତନ୍ତ୍ର...

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ପଶ୍ଚିମବଙ୍ଗରୁ ନୁହେଁ ଏଣିକି ଏହି ରାଜ୍ୟରୁ ଆସିବ ଆଳୁ

ଭୁବନେଶ୍ୱର,୧।୮(ଅସମାପିକା ସାହୁ): ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ...

୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ବିଡିଓ

ଭବାନୀପାଟଣା,୧।୮(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡ଼ିଓ ଅକ୍ଷୟମିତା କାର୍ତ୍ତିକ। ଗୁରୁବାର ଅପରାହ୍ନରେ ସରକାରୀ ଗାଡିରେ ୪.୯୨ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ...

ମମତା ଭାଜପାରେ ସାମିଲ ନେଇ ବିଜେଡି ଦେଲା ସାଂଘାତିକ ପ୍ରତିକ୍ରିୟା

ଭୁବନେଶ୍ୱର,୧।୮: ଭାଜପାରେ ମମତା ମହାନ୍ତ ସାମିଲ ହେବା ନେଇ ବିଜେଡି ପ୍ରତିକ୍ରିୟା ଦେଇଛି। ମମତା ବ୍ୟକ୍ତିଗତ ସ୍ବାର୍ଥ୍ୟ ପାଇଁ ଇସ୍ତଫା ଦେଇଛନ୍ତି ବୋଲି ବିଜେଡି ନେତା ଲେନିନ ମହାନ୍ତି କହିଛନ୍ତି। ଅନ୍ୟପଟେ, ମମତା ଯେଉଁ ମନ୍ତବ୍ୟ ଦେଇଛନ୍ତି, ତାହା ଭିତ୍ତିହୀନ...

ହୋଲି ଦିନ ଘରେ ପଶି ସଂଘବଦ୍ଧ ଭାବେ କରିଥିଲେ ହତ୍ୟା: ଆସିଲା ରାୟ

ପାରଳାଖେମୁଣ୍ଡି,୧।୮: ୨୦୦୯ରେ ପାରଳାଖେମୁଣ୍ଡିର ୧ନମ୍ବର ୱାର୍ଡରେ ଘଟିଥିବା ବହୁ ଚର୍ଚ୍ଚିତ ହତ୍ୟା କାଣ୍ଡର ଗୁରୁବାର ରାୟ ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏଡିଜେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି କରି ହତ୍ୟାକାଣ୍ଡ ସମ୍ପୃକ୍ତ ୧୪ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।...

ମମତା ଭାଜପାରେ ସାମିଲ ହେବା ପରେ ବଡ଼ ବୟାନ ଦେଲେ ପ୍ରଦୀପ

ଭୁବନେଶ୍ୱର,୧।୮: ଭାଜପାରେ ମମତା ମହାନ୍ତ ସାମିଲ ହେବା ନେଇ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ବନ ବୟାନ ଦେଇଛନ୍ତି। ପ୍ରଦୀପ କହିଛନ୍ତି, ଲେଖା ଛିଡ଼ି ଛିଡ଼ି ଆସୁଛି, ଆଜିକା ଦିନରେ ଏତିକି କହିବି ଭାଜପା ବଢୁଛି, ବିଜେଡି ଛିଡୁଛି। ଅନ୍ୟପଟେ, ଭାଜପାରେ...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍‌ଡି

ଭୁବନେଶ୍ୱର,୧ା୮: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ...

ଭାଜପାରେ ମିଶିବା ପରେ ମମତା ଦେଲେ ପ୍ରଥମ ପ୍ରତିକ୍ରିୟା, କହିଲେ ଏଥିପାଇଁ ବିଜେଡିରୁ…

ଭୁବନେଶ୍ୱର,୧।୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଭାଜପାରେ ସାମିଲ ହେବା ପରେ ମମତା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କାଲି ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri