ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ...

ମନ୍ତ୍ରୀଙ୍କ ଏଭଳି ଉତ୍ତର ଶୁଣି ବିଧାୟକ କହିଲେ ଭୁଲ ତଥ୍ୟ ଦେଉଛନ୍ତି…

ଭୁବନେଶ୍ୱର,୨୯।୭: ବିଧାନସଭା ଅଧିବେଶନର ସୋମବାର ଷଷ୍ଠ ଦିନ। ତେବେ ପ୍ରଶ୍ନକାଳ ଚାଲିଥିବା ବେଳେ ରାଜ୍ୟ ସରକାରଙ୍କୁ ଘେରିଥିଲେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା। ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପକ୍ଷରୁ ଉତ୍ତର ରଖୁଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସିମୁଳିଆର...

ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବା ଲାଗି ଏହି ୬ ଅଧିକାରୀଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର,୨୯।୭: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିଭିନ୍ନ ବିଭାଗର ତଦାରଖ କରିବ । ଏ ନେଇ ସିଏମଓ ଅଧିକାରୀଙ୍କୁ ଦାୟିତ୍ୱ ବାଣ୍ଟି ଦିଆଯାଇଛି। ୬ ଅଧିକାରୀଙ୍କ ମଧ୍ୟରେ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ସେମାନେ ହେଲେ ନିକୁଞ୍ଜ ବିହାରୀ ଧଳ, ଅରିନ୍ଦମ ଡାକୁଆ,...

ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ: ଆସିପାରେ ବଡ଼ ନିଷ୍ପତ୍ତି

ପୁରୀ,୨୯ା୭: ସୋମବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ ବସିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସ୍‌ଆଇ ସହ ଏହି ବୈଠକ ବସିବ। ଉକ୍ତ ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବା ସହ...

କାଉଡ଼ିଆଙ୍କୁ ଅଟକାଇ ପାଦ ଧୋଇଦେଉଛନ୍ତି ମନ୍ତ୍ରୀ: ଯିଏ ଦେଖୁଛି, ସେ କହୁଛି

ଭୁବନେଶ୍ୱର,୨୯।୭: ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରତି ବର୍ଷ କାଉଡ଼ିଆଙ୍କ ସେବା କରୁଥିବା ଦେଖିବାକୁ ମିଳିଥାଏ। ଶ୍ରାବଣ ଆସିଲେ ପ୍ରତି ବର୍ଷ କାଉଡିଆ ପାଣିଭାର ନେଇ ଯାଆନ୍ତି ଓ ମନ୍ତ୍ରୀ ସୂର୍ଯ୍ୟବଂଶୀ ସେମାନଙ୍କ ପାଦସେବା କରନ୍ତି।...

ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍‌

ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍‌ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ...

ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି

ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବାବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ...

ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ୨ଶହ ଟପିଲା

ଭୁବନେଶ୍ୱର,୨୯।୭ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ। ଏବେ ବର୍ଷାଋତୁ ଚାଲିଥିବାରୁ ସଂକ୍ରମଣ ବଢ଼ି ଚାଲିଛି। ଜୁଲାଇ ୧୬ ସୁଦ୍ଧା ସହରରୁ ୧୧୫ଜଣ ଡେଙ୍ଗୁ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଏବେ ୨ଶହ ପାର୍‌...

କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍‌

କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ...

ଥିଲେ ୩ ବାପି, ଆସିଲେନି ବସନ୍ତ

ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ...

ଓଡ଼ିଶାକୁ ଆସିବେ ୫ ବାଘ, ସଫଳତାକୁ ନେଇ ଆଶଙ୍କା

ଭୁବନେଶ୍ୱର, ୨୯ା୭(ଅସମାପିକା ସାହୁ): ଓଡ଼ିଶାରେ ବାଘବଂଶ ବୃଦ୍ଧି ପାଇଁ ଯୋଜନା କରିଛି ବନ ବିଭାଗ। ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୪ ବାଘୁଣୀ ସହ ୫ ମହାବଳ ବାଘ ଆସିବେ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ଏବଂ କେନ୍ଦ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri