ରାଜ୍ୟ

ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିବେ କି ସରକାର ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ଯୋଜନାରେ ଗରିବ ପରିବାରର ସଦସ୍ୟମାନଙ୍କର ମୃତ୍ୟୁ ପରେ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ୧୮୧ କୋଟି ୮୪ ଲକ୍ଷ ଟଙ୍କାର ସହାୟତା ଦେଉଛନ୍ତି। ୨୦୧୯-୨୦ ମସିହାରୁ ରାଜ୍ୟ ସରକାର ଆରମ୍ଭ କରିଥିବା ହରିଶ୍ଚନ୍ଦ୍ର ଯୋଜନାରେ ଗ୍ରାମାଞ୍ଚଳରେ ୨...

୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ସହାୟକ ରାଜସ୍ୱ ଅଧିକାରୀଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ବୌଦ୍ଧ,୨୧।୮( ଅଜିତ ବାରିକ): ଜିଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟର ବକେୟା ବିଲ୍ ପାସ କରାଇ ଦେବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜଳରେ ପଡିଛନ୍ତି ସହାୟକ ରାଜସ୍ୱ ଅଧିକାରୀ ଚୌଧୁରୀ ପୁପୁନ ଦାଶ। ୨୦୨୧-୨୨ ରୁ ଏହି...

ସ୍ୱାଧୀନ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଭାଜପାର ଜଗନ୍ନାଥ ପ୍ରଧାନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୧।୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ...

ଭାରତ ବନ୍ଦର ମହାପ୍ରଭାବ: ରାସ୍ତାଘାଟ ଶୂନଶାନ, ଦୋକାନବଜାର ବନ୍ଦ

କର୍ଲାମୁଣ୍ଡା :୨୦/୮(ପ୍ରଦୀପ କୁମାର ସାହୁ): ଏସ.ସି ଓ ଏସ.ଟି ସଂରକ୍ଷଣ ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଏସଟି/ଏସସି କର୍ଲାମୁଣ୍ଡା ବ୍ଲକ ଅଧିକାର ସୁରକ୍ଷା ମହାସଂଘ ବିରୋଧ କରିଛି। ଏହି ପରିପ୍ରେକ୍ଷୀରେ ଦିଆଯାଇଥିବା ଭାରତ ବନ୍ଦର ପ୍ରଭାବ କଳାହାଣ୍ଡି ଜିଲା କର୍ଲାମୁଣ୍ଡା...

ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା, ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର,୨୧।୮: ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା । ପ୍ରତି ମିଲ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମିଳିଥିବା ସୂଚନା ମୁତାବକ,...

୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ…

ଭୁବନେଶ୍ୱର,୨୧।୮: ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ...

ନାମାଙ୍କନ ଭରିଲେ ମମତା

ଭୁବନେଶ୍ୱର,୨୧।୮: ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ କରିଛନ୍ତି। ମମତା ମହାନ୍ତ ବିଧାନସଭାରେ ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲଥିଲେ।...

ଚିକିଟି ମଦମୃତ୍ୟୁ: ବର୍ଷବର୍ଷ ଧରି ବିଜେଡି ଲିଙ୍କ୍‌ରେ ଚାଲିଥିବା କହିଲେ ବିଧାୟକ

ଭୁବନେଶ୍ୱର,୨୧।୮: ଗଞ୍ଜାମ ଜିଲାରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ଚିକିଟି ଏନଏସି କେ ନୂଆଗାଁ ଥାନା ମାଉନ୍ଦପୁର ଗ୍ରାମରେ ଦେଶୀ ମଦ ପିଇ ୨୩ ଜଣ ଗୁରୁତର ହୋଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଗୁରୁତରଙ୍କ ମୃତ ଘଟିଛି। ତେବେ...

ଆଜି ନାମାଙ୍କନ ଭରିବେ ମମତା: ତାଙ୍କ ରାଜ୍ୟ ସଭାକୁ  ଯିବା ଏକ ପ୍ରକାର…

ଭୁବନେଶ୍ୱର,୨୧।୮: ଭାଜପା ମମତା ମହନ୍ତଙ୍କୁ  ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରିଛି। ମମତା ଆଜି ନାମାଙ୍କନ ଭରିବେ । ତେବେ ଭାଜପା ପାଖରେ ସଂଖ୍ୟା ଦୃଷ୍ଟିରୁ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ଏକପ୍ରକାର ରାଜ୍ୟ ସଭାକୁ ଯିବା ନିଶ୍ଚିତ ହୋଇସାରିଛି।...

ସମ୍ବଲପୁରରେ ଭାରତ ବନ୍ଦର ପ୍ରଭାବ: ଘଣ୍ଟାଏ ଅଟକିଲା ଇଣ୍ଟରସିଟି ଏକ୍ସପ୍ରେସ

ସମ୍ବଲପୁର,୨୧।୮(ପ୍ରମୋଦ ବହିଦାର): ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଅଖିଳ ଭାରତୀୟ ଏସସି-ଏସଟି ମିଳିତ ସମନ୍ବୟ ସମିତି ଆହ୍ବାନରେ ସଂରକ୍ଷଣ ବଚାଓ ସଂଘର୍ଷ କମିଟି, ଭୀମ ଆର୍ମି ସମେତ ବିଭିନ୍ନ ଦଳିତ ସଂଗଠନ ବୁଧବାର ୧୨ ଘଣ୍ଟା ଭାରତ...

ଖରସ୍ରୋତାରେ ନିର୍ମାଣ ହେବ ବିଜୁ ସେତୁ

ରସୁଲପୁର,୨୧।୮(ରଂଜିତ ରାଉତ):ରସୁଲପୁର ଓ କୋରେଇ ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତକୁ ସଂଯୋଗୀକରଣ ନିମନ୍ତେ ଖରସ୍ରୋତା ନଦୀରେ ଏକ ବିଜୁ ସେତୁ ନିର୍ମାଣ ପାଇଁ ଦୀର୍ଘଦିନରୁ ଦାବି ହୋଇଆସୁଛି। ଉକ୍ତ ଦାବି ମୁତାବକ ରାଜ୍ୟ ସରକାରଙ୍କ ପକ୍ଷରୁ ବରେଇ-ତଣ୍ଡରା ସହ ଭୋଟକା...

ଭାଇକୁ ବାଡେଇ ପକାଇଲେ ମେଡିକାଲରେ, ଆଉ ଏବେ ଭଉଣୀଙ୍କୁ ଦଉଛନ୍ତି…

ପାଣିକୋଇଲି,୨୧।୮(ବିକାଶ ମଲ୍ଲିକ):ଏକ ମରଣାନ୍ତକ ଆକ୍ରମଣ ମାମଲାରେ ମଙ୍ଗଳପୁର ଥାନା ପୋଲିସ ଚୁପ୍‌ ବିରୋଧରେ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୀଡ଼ିତଙ୍କ ଭଉଣୀ। ଅଭିଯୋଗ ମୁତାବକ, ଈଶ୍ୱରପୁର ଗ୍ରାମର ନାରାୟଣ ଚନ୍ଦ୍ର ଦାସଙ୍କ ଚାଷଜମିରେ ବାଡ଼ ବୁଜାଯାଇଥିଲା। ଗ୍ରାମର ପ୍ରଫୁଲ୍ଲ ବେହେରା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri