ରାଜ୍ୟ

ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍‌ଘାତରେ ମୃତ୍ୟୁ

ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭ ବର୍ଷୀୟା ବାଘୁଣୀର ମୃତ୍ୟୁ ଘଟିଥିବା ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ...

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା

ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର ଫାଟକରେ ବନ୍ଧା ଯାଇଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା କେଉଁଦିନର...

୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ...

ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରି ଜୀବନ ହାରିଲେ ସେବାୟତ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରିବା ପରେ ଜଣେ ଯୁବକ ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଛନ୍ତି। ଶ୍ରୀ ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଛକ ନିକଟ ବଡୁ ସାହିରେ ଏହି ଘଟଣା...

ପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତି

ଭୁବନେଶ୍ୱର, ୬ା୧୨(ଅନିଲ ଦାସ)- ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ପ୍ରଫୁଲ ସାମଲ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ଶୁକ୍ରବାର ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା...

ଥମୁନି ଦୁଃଖ: ପୁଣି ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ସଇଁତଲା,୫ା୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ଦାଦନ ଦୁଃଖ ପିଛା ଛାଡ଼ିବାର ନାମ ନେଉନାହିଁ । କିଛି ଦିନ ତଳେ ସଇଁତଲା ବ୍ଲକ ଗଣ୍ଡପତ୍ରାପାଲି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଥିଲା । ବୁଧବାର ପୁଣି ଜଣେ ଦାଦନ...

ମଣ୍ଡିକୁ ନେବା ପୂର୍ବରୁ ଚୋରି ହୋଇଗଲା ମିନିଟ୍ରକ ସହ ୧୨୦ ପ୍ୟାକେଟ୍‌ ଧାନ

ପଡିଆବାହାଲ,୫ା୧୨(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ବାହାମ ପଞ୍ଚାୟତ ୫୩ ନମ୍ବର ଜାତୀୟ ରାଜପଥ ପଡିଆବାହାଲର ଏକ ପେଟ୍ରୋଲ ପମ୍ପ ନିକଟରେ ମଣ୍ଡିକୁ ନେବାପାଇଁ ରଖାଯାଇଥିବା ଧାନ ବୋଝେଇ ମିନିଟ୍ରକ ଚୋରି ହୋଇଯାଇଛି। ମିନିଟ୍ରକ(ନଂ.ଓଆର-୧୫ସି ୯୬୨୪)ରେ ମହୁଲମୁଣ୍ଡାର ଚାଷୀ ମନୋଜ ମେହେରଙ୍କର...

ବିଶ୍ରାମ ନେଉଥିଲେ ଯୁବକ: ହଠାତ ପହଞ୍ଚିଗଲା ଚିତାବାଘ, ତା’ପରେ…

ନବରଙ୍ଗପୁର/ରାଇଘର, ୫।୧୨(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ଓଡ଼ିଶା ଛତିଶଗଡ଼ ସୀମାନ୍ତ କାଁକେର ବନଖଣ୍ଡ ଅଧୀନ କୋଦାଗାଁ ଅଞ୍ଚଳରେ ବାଘ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋଦାଗାଁ ବଜାରପାରା ନିବାସୀ ଦ୍ୱାରକା ଦେଉରି। ବୁଧବାର ସନ୍ଧ୍ୟା...

ଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବର

ଭୁବନେଶ୍ୱର, ୫ା୧୨: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଜଳେଶ୍ୱର ବିଧାୟକ...

ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କଠାରେ ପ୍ରସ୍ତାବ ଉଠାଇଛନ୍ତି । ଏକ ପ୍ରେସ ବିବୃତ୍ତିରେ...

ମାଣ୍ଡିଆ ରାଣୀ ରାଇମତିଙ୍କୁ ଡକ୍ଟରେଟ୍‌

କୁନ୍ଦୁରା,୫ା୧୨(ସନ୍ତୋଷ ପ୍ରହରାଜ): ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ ଚର୍ଚ୍ଚାରେ ରହିଥିବା କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ ଲିମା ପଞ୍ଚାୟତ ନୂଆଗୁଡାର ମାଣ୍ଡିଆ ରାଣୀ ରାଇମତି ଘିଉରିଆଙ୍କୁ ଗୁରୁବାର ଭୁବନେଶ୍ୱର କୃଷି ଓ...

କୋରାପୁଟର ସଞ୍ଜୟ ହେଲେ ସେନାର ବ୍ରିଗେଡିୟର

କୋରାପୁଟ,୫ା୧୨(ଅମିତାଭ ବେହେରା): କୋରାପୁଟ ମାଟିର ପୁଅ କର୍ଣ୍ଣେଲ ସଞ୍ଜୟ ମହାନ୍ତି ଭାରତୀୟ ସେନାରେ ବ୍ରିଗେଡିୟର ଭାବେ ପଦୋନ୍ନତି ପାଇବା ପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗ ହାଇଦ୍ରାବାଦ ମୁଖ୍ୟ ପଦବୀରେ ଅବସ୍ଥାପିତ ହୋଇଛନ୍ତି ଏବଂ ସମସ୍ତ ପ୍ରତିରକ୍ଷା ଉପକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri